Breaking News
9:02 amବାହାନଗା ଟ୍ରେନ ଦୁର୍ଘଟଣା: ମୃତକଙ୍କ ଚିହ୍ନଟ ପାଇଁ ଅନ୍ୟ ହସ୍ପିଟାଲ ନଯାଇ କେବଳ ଏମ୍ସ ଯିବାକୁ ସୂଚନା ଦେଲା ପୂର୍ବତଟ ରେଳପଥ 8:51 amସ୍ବାଭାବିକ ହୋଇପାରୁନି ଟ୍ରେନ୍‌ ସେବା, ଆଜି ୯ ଟ୍ରେନ୍‌ ବାତିଲ୍‌ ରହିବ ଦୁର୍ଘଟଣା ସ୍ଥଳରେ କମୁଛି ଟ୍ରେନ୍‌ ବେଗ 8:19 pmରେଳ ଦୁର୍ଘଟଣାରେ ମୃତ ଓ ଆହତଙ୍କୁ ଉଦ୍ଧାର କରି ଆସିବା ପରେ ବଦଳିଯାଇଛି ଉଦ୍ଧାରକାରୀଙ୍କ ସ୍ବଭାବ: ଏନଡିଆରଏଫର ମହାନିର୍ଦ୍ଦେଶକ 5:54 pmବ୍ରହ୍ମପୁର : ଏକ୍ସପ୍ରେସରେ ଧୂଆଁ ;ସିକନ୍ଦରାବାଦ୍‌‌-ଅଗରତାଲା ଏକ୍ସପ୍ରେସ ବି-୫ ବଗିରେ ଧୂଆଁ ଦେଖି ମଙ୍ଗଳବାର ଯାତ୍ରୀ ଭୟଭୀତ ହୋଇ ଯାଇଥିଲେ । ଦୀର୍ଘ ୪୫ ମିନିଟ୍‌‌ ପରେ ଗଡିଲା ଟ୍ରେନ୍‌‌ 5:51 pmବାହନଗା ଟ୍ରେନ୍‌ ଦୁର୍ଘଟଣାରେ ଆହତଙ୍କୁ ଏସ୍‌ସିବିରେ ଭେଟି ଆଶୁ ଆରୋଗ୍ୟ କାମନା କଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ପରକୀୟା ପ୍ରୀତି ସନ୍ଦେହ ରେ ପତ୍ନୀହତ୍ୟା: ହତ୍ୟାକାରୀ ସ୍ୱାମୀ କୁ ଆଜୀବନ କାରାଦଣ୍ଡାଦେଶ

326 0

ଧର୍ମଗଡ଼:୨୧/୪(ହେମନ୍ତ କୁମାର ମାଝୀ)କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ କୁହୁରିଗୁମା ଗାଁରେ ଗତ ୨୦୧୯ ମସିହାରେ ଅଗସ୍ତି ମାଝୀ ନିଜ ପତ୍ନୀର ଚରିତ୍ର କୁ ସନ୍ଦେହ କରି ଟାଙ୍ଗିଆରେ ହାଣି ନିର୍ମମ ଭାବରେ ହତ୍ଯା କରିଥିଲା ।

ଏ ନେଇ ଜୟପାଟଣା ପୋଲିସ ଥାନା କେଶ ନମ୍ବର ୧୭୧ ତା ୩୦.୦୬.୨୦୧୯ ରେ ଏକ ହତ୍ୟା ମାମଲା ରୁଜୁ କରି ଆସାମୀ ଅଗସ୍ତି ମାଝୀ କୁ ଗିରଫ ସହ କୋର୍ଟ ଚାଲାଣ କରିଥିଲେ।

ଭାରତୀୟ ପିଙ୍ଗଳ କୋଡ଼ ଦଫା ୩୦୨ ରେ ମାମଲା ର ଶୁଣାଣୀ କରି ସମସ୍ତ ସାକ୍ଷ୍ୟ ପ୍ରମାଣ ଆଧାରରେ ଆଜି ମାନ୍ୟବର ଧର୍ମଗଡ ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ବନ୍ଦନା କର ଅଭିଯୁକ୍ତ ଅଗସ୍ତି ମାଝୀ କୁ ଆଜୀବନ କାରାଦଣ୍ଡାଦେଶ ସହ ୧୦ ହଜାର ଟଙ୍କା ଅର୍ଥ ଦଣ୍ଡାଦେଶ ପାଇଁ ରାୟ ପ୍ରକାଶ କରିଛନ୍ତି । ସରକାରୀ ଓକିଲ ପୂର୍ଣ୍ଣଚନ୍ଦ୍ର ନାଗ ମାମଲା ପରିଚାଳନା କରିଥିଲେ।

Related Post

ପୂର୍ବତନ ବିରୋଧୀ ଦଳ ନେତା ଅଶୋକ ଦାସଙ୍କ ଶ୍ରାଦ୍ଧ ଉତ୍ସବ ପାଳିତ

Posted by - December 31, 2021 0
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ବିରଜା ପାନ୍ଥଶାଳା ପରିସରରେ ପୂର୍ବତନ ବିରୋଧୀ ଦଳ ନେତା ଅଶୋକ ଦାସ ଙ୍କ ଶ୍ରାଦ୍ଧ ଉତ୍ସବ ପାଳିତ ହୋଇଯାଇଛି। ଏହି…

ସମ୍ବଲପୁର ପ୍ରେସ କ୍ଲବରେ ଜାତୀୟ ପ୍ରେସ ଦିବସ ପାଳିତ

Posted by - November 16, 2021 0
ସମ୍ବଲପୁର :(ରମାକାନ୍ତ ବିଶ୍ବାଳ)ଆଜି ହେଉଛି ଜାତୀୟ ପ୍ରେସ ଦିବସ। ଏହି ଅବସରରେ ରେ ଆଜି ସମ୍ବଲପୁର ପ୍ରେସ କ୍ଲବ ରେ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି।…

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୋଲିସ ତଦନ୍ତ ଆରମ୍ଭ

Posted by - December 4, 2021 0
କଳାହାଣ୍ଡି:(ନରେନ୍ଦ୍ର ନେଗୀ/ଅର୍ଜୁନ ପଟ୍ଟନାୟକ)କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ବଡ଼କର୍ଲାକୋଟ ଗ୍ରାମରେ ଜୈନିକ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣା ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି।ସୁଚନା ରୁ…

ବୌଦ୍ଧ ଜିଲ୍ଲା ରେ ସର୍ବ ପ୍ରଥମ 69ତମ ରାଜ୍ୟସ୍ତରୀୟ ମହିଳା ଭଲିବଲ ଟୁର୍ନାମେଣ୍ଟ ଉଦଘାଟିତ

Posted by - November 12, 2021 0
ବୌଦ୍ଧ:(ଚିତ୍ତରଂଜନସିଂ) ସର୍ବ ପ୍ରଥମ ୬୯ ତମ ରାଜ୍ୟସ୍ତରୀୟ ମହିଳା ଭଲିବଲ ଉଦଘାଟିତ ପାଇଁ ଆଜି ବୌଦ୍ଧ ଜିଲ୍ଲା ସୁନାମ ଅର୍ଜନ କରିଛି!ଏହି କ୍ରୀଡା ରେ ରାଜ୍ୟର କିଟ…

ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଳକରେ ରବି ଧାନ କିଣା ପାଇଁ ଆରଏମସି ପରିସରରେ ମଣ୍ଡି ଉଦଘାଟିତ

Posted by - May 17, 2022 0
ସୋନପୁର :(ଅଜିତ କୁମାର ପୂଜାହାରି) ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଳକରେ ରବି ଧାନ କିଣା ପାଇଁ ଆରଏମସି ପରିସରରେ ମଣ୍ଡି ଉଦଘାଟିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ…