Breaking News
9:02 amବାହାନଗା ଟ୍ରେନ ଦୁର୍ଘଟଣା: ମୃତକଙ୍କ ଚିହ୍ନଟ ପାଇଁ ଅନ୍ୟ ହସ୍ପିଟାଲ ନଯାଇ କେବଳ ଏମ୍ସ ଯିବାକୁ ସୂଚନା ଦେଲା ପୂର୍ବତଟ ରେଳପଥ 8:51 amସ୍ବାଭାବିକ ହୋଇପାରୁନି ଟ୍ରେନ୍‌ ସେବା, ଆଜି ୯ ଟ୍ରେନ୍‌ ବାତିଲ୍‌ ରହିବ ଦୁର୍ଘଟଣା ସ୍ଥଳରେ କମୁଛି ଟ୍ରେନ୍‌ ବେଗ 8:19 pmରେଳ ଦୁର୍ଘଟଣାରେ ମୃତ ଓ ଆହତଙ୍କୁ ଉଦ୍ଧାର କରି ଆସିବା ପରେ ବଦଳିଯାଇଛି ଉଦ୍ଧାରକାରୀଙ୍କ ସ୍ବଭାବ: ଏନଡିଆରଏଫର ମହାନିର୍ଦ୍ଦେଶକ 5:54 pmବ୍ରହ୍ମପୁର : ଏକ୍ସପ୍ରେସରେ ଧୂଆଁ ;ସିକନ୍ଦରାବାଦ୍‌‌-ଅଗରତାଲା ଏକ୍ସପ୍ରେସ ବି-୫ ବଗିରେ ଧୂଆଁ ଦେଖି ମଙ୍ଗଳବାର ଯାତ୍ରୀ ଭୟଭୀତ ହୋଇ ଯାଇଥିଲେ । ଦୀର୍ଘ ୪୫ ମିନିଟ୍‌‌ ପରେ ଗଡିଲା ଟ୍ରେନ୍‌‌ 5:51 pmବାହନଗା ଟ୍ରେନ୍‌ ଦୁର୍ଘଟଣାରେ ଆହତଙ୍କୁ ଏସ୍‌ସିବିରେ ଭେଟି ଆଶୁ ଆରୋଗ୍ୟ କାମନା କଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ସୟଦପୁରର ନୂତନ ଶ୍ରେଣୀ ଗୃହ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ

111 0

ଯାଜପୁର:ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ କଏଣା ରଘୁନାଥପୁର ପଂଚାୟତ ବ୍ରଜସୁନ୍ଦର ହାୟର ସେକେଣ୍ଡାରୀ ସ୍କୁଲ ସୟଦପୁରର ନୂତନ ଶ୍ରେଣୀ ଗୃହ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି  l

ଏହି ଅବସରରେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲିକ ଶିଳାନ୍ୟାସ କରିବା ସହ ସରକାର 50 ଲକ୍ଷ ଟଙ୍କା ଅନୁଦାନ ଦେଇଥିବା ଓ ଯଥାଶୀଘ୍ର ଟେଣ୍ଡର ହୋଇ ନୂତନ ଗୃହ ନିର୍ମାଣ ହବ ବୋଲି କହିଛନ୍ତି ।

ସମ୍ମାନୀୟ ଅତିଥି ଭାବେ ୨୬ନଂ ଜୋନର ଜିଲ୍ଲାପରିଷଦ ସଭ୍ୟ ନନ୍ଦକିଶୋର ସାମଲ ଯୋଗ ଦେଇଥିବା ବେଳେ  ବ୍ଲକ ଅଧ୍ୟକ୍ଷା ରଂଜିତା କୁମାରୀ ଦାସ ଓ ବ୍ରଜସୁନ୍ଦର ହାୟର ସେକେଣ୍ଡାରୀ ସ୍କୁଲର ଅଧ୍ୟକ୍ଷ ପ୍ରସନ୍ନ କୁମାର ବାରିକ ଉପସ୍ଥିତ ଥିଲେ

Related Post

ସର୍ଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ, ଜଳିଗଲା ୫ବଖରା ଘର

Posted by - December 4, 2019 0
ଯାଜପୁର: ( ଆନନ୍ଦ ଚନ୍ଦ୍ର ସାହୁ)ସର୍ଟ ସର୍କିଟ ଯୋଗୁ ଜଳିଗଲା ୫ବଖରା ଘର। ଫଳରେ ସମସ୍ତ ଆସବାବପତ୍ର ପୋଡି ପାଉଁଶ। ଆଜି ଅପରାହ୍ନରେ ଯାଜପୁର ଜିଲ୍ଲା ବରୀ ବ୍ଲକ…

ବୃଦ୍ଧ ବାସୁଲେଇ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ ଉଦଯାପିତ

Posted by - April 9, 2023 0
ଯାଜପୁର:ଯାଜପୁର ବ୍ଲକ ଉପର ବରୁହାଁ ବୃଦ୍ଧ ବାସୁଲେଇ ପୀଠରେ ବାର୍ଷିକୋତ୍ସବ ଓ ବିଶ୍ୱଶାନ୍ତି ମହାଯଜ୍ଞ ଉଦଯାପିତ ହୋଇଯାଇଛି । ଚୈତ୍ର ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥିବା ଏହି…

ଗଡତିଆ ଟିକ୍ରାରେ ବି ଏସ ଏଫ ଯବାନ ସ୍ୱର୍ଗତ ଯଦୁମଣି ଭୁଏ ଙ୍କ ପ୍ରତିମୁର୍ତ୍ତୀ ସ୍ଥାପନ

Posted by - December 16, 2021 0
ବରଗଡ/ଅତାବିରା:ବରଗଡ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ଗଡତିଆ ଟିକ୍ରାର ଦେଶସେବା ପାଇଁ ଯାଇଥିବା ବି ଏସ ଏଫ ରେ କାର୍ଯ୍ୟରତ ଯବାନ ଯଦୁମଣି ଭୁଏ ,ପିତା ବୈଶାଖୁ…