Breaking News
8:52 amବାହାନଗା ଉଚ୍ଚ ବିଦ୍ୟାଳୟର ଭଙ୍ଗା କାମ ଆରମ୍ଭ, କରମଣ୍ଡଳ ଦୁର୍ଘଟଣାରେ ଅସ୍ଥାୟୀ ଶବାଗାର ପାଲଟିଥିବା ବାହାନଗା ହାଇସ୍କୁଲକୁ ନେଇ ଛାତ୍ରଛାତ୍ରୀ, ସ୍ଥାନୀୟ ଜନସାଧାରଣ ଓ ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ପ୍ରବଳ ଭୟ ପାଲଟି ଥିଲା,ଶ୍ରେଣୀ ଗୃହଗୁଡ଼ିକୁ ସମ୍ପୂର୍ଣ୍ଣ ଭାଙ୍ଗି ସେଠାରେ ନୂତନ କୋଠା ତିଆରି କରାଯିବ :- ବାଲେଶ୍ବର ଜିଲ୍ଲାପାଳ 8:09 amମାତ୍ର ଅଧଘଣ୍ଟାଏ କାଳବୈଶାଖୀରେ ରାଜଧାନୀରେ ବିଷମ ସ୍ଥିତି ସୃଷ୍ଟି,କିଛି ଅଞ୍ଚଳରେ ୩ ଘଣ୍ଟା ପରେ ବି ବିଦ୍ୟୁତ୍‌ ସରବରାହ ସ୍ବାଭାବିକ ହୋଇଥିବା ବେଳେ ଅଧିକାଂଶ ଅଞ୍ଚଳ ଏବେ ବି ଅନ୍ଧାରରେ 8:05 amନୂଆପଡ଼ା ଜିଲ୍ଲା ଖରିଆର୍‌ ରୋଡ୍‌ ରେଲୱେ ଷ୍ଟେସନରେ ଦୁର୍ଗ-ପୁରୀ ଇଣ୍ଟର୍‌ସିଟି ଏକ୍ସପ୍ରେସ୍‌ ଟ୍ରେନ୍‌ରେ ନିଆଁ,ଅଗ୍ନିଶମ ବିଭାଗ କର୍ମଚାରୀ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ କଲେ ଆୟତ୍ତ , 11:45 pmଆଶାଢ଼ରେ ୪୦ ଡିଗ୍ରି ଉପରେ ୨୬ ସହର: ସମ୍ବଲପୁର ଓ ସୋନପୁରରେ ତାପମାତ୍ରା ୪୪.୬ ଡିଗ୍ରି ରେକର୍ଡ 11:44 pmପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ‘ଗୁପ୍ତେଶ୍ୱର’ ନିକଟ ସାବେରୀ ନଦୀରେ ଗାଧୋଉଥିଲେ, ବୁଡ଼ିଗଲେ ମହିଳା

ଭିଜିଲାନ୍ସ ଜାଲରେ ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ। ଜଣେ ଶିକ୍ଷକଙ୍କର ବକେୟା(ଏରିଅର୍) ଦରମା ପ୍ରଦାନ ଲାଗି ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ, ସେ ଭିଜିଲାନ୍ସ ହାତରେ ଧରାପଡିଲେ

40 0

Related Post

ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ କରୋନା ସଂକ୍ରମଣରୁ ଜୀବଜନ୍ତୁ ରକ୍ଷା କରିବା ପାଇ ସତର୍କତା ଅଵଲମ୍ବନ

Posted by - May 6, 2021 0
ଉତ୍ତରଭୁବନେଶ୍ୱର:( ସନ୍ତୋଷ ରାଉତ)ରାଜଧାନୀ ଉପକଣ୍ଠ  ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଜୀବଜନ୍ତୁଙ୍କୁ ସଂକ୍ରମଣରୁ ରକ୍ଷା କରିବା ପାଇ  ରାଜ୍ୟ ପ୍ରାଣୀ ଉଦ୍ୟାନ ଥିବା ସମସ୍ତ ଜୀବଜନ୍ତୁଙ୍କୁ   କରୋନା ସଂକ୍ରମଣର…