ବ୍ୟାପକ ଗଞ୍ଜେଇ ସହ ଦେଇ ଦେଶି ବନ୍ଧୁକ ଜବତ୍ କଲା କଣ୍ଟାମାଳ ପୋଲିସ

56 0

ବୌଦ୍ଧ:(ଚିତ୍ତରଞ୍ଜନ ସିଂହ)ବୌଦ୍ଧ ଜିଲ୍ଲା କଣ୍ଟାମାଳ ପୋଲିସ୍ ଏକ ବଡ଼ ଧରଣର ଚଢ଼ାଉ କରି ବ୍ୟାପକ ଗଞ୍ଜେଇ ଜବତ କରିଛି | ସୂଚନା ଅନୁସାରେ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ବୌଦ୍ଧ ଏସ ପି ରାଜ ପ୍ରାସାଦ ଙ୍କ ନିର୍ଦ୍ଦେଶକ୍ରମେ କଣ୍ଟାମାଳ ପୋଲିସ ଲମ୍ବସରି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ପୁରୁଣା ପାଣି ଗ୍ରାମ୍ୟ ଜଙ୍ଗଲରେ ଗଞ୍ଜେଇ ଚୋର ଚାଲାଣ ପାଇଁ ପ୍ରସ୍ତୁତି ଚାଲୁଥିବା ସମୟରେ ଚଢ଼ାଉ କରି ଥିଲେ |

ପୋଲିସ କୁ ଦେଖି ଚାଲାଣ କାରୀମାନେ ଘଟଣା ସ୍ଥଳରୁ ଫେରାର ହୋଇଥିଲେ | ପୋଲିସ ବ୍ୟାପକ ଗଞ୍ଜେଇ ଜବତ୍ କରିବା ସହ ୨ଟି ଦେଶି ବନ୍ଧୁକ ଜବତ କରିଛି |ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଗଞ୍ଜେଇ ଓଜନ କଲା ପରେ ଗଞ୍ଜେଇ ର ପରିମାଣ ୩୧କ୍ଵିଣ୍ଟାଲ ୫୮କେଜି ହୋଇଥିବା ପୋଲିସ ସୂତ୍ରରୁ ଜଣା ପଡ଼ିଛି |

ଏ ସଂକ୍ରାନ୍ତରେ କଣ୍ଟାମାଳ ଥାନାରେ ୮୩/୨୦୨୩ରେ ଏକ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଜାରି ଥିବା ଥାନା ଅଧିକାରୀ ନଳିନୀକାନ୍ତ ଦାସ ସୂଚନା ଦେଇଛନ୍ତି | ଜାନୁଆରୀ ମାସ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୭୬କ୍ଵିଣ୍ଟାଲ ୨୭କେଜି ଗଞ୍ଜେଇ ଜବତ ହୋଇଥିବା ବେଳେ ୧୫ଟି ମାମଲା ରୁଜ୍ଜୁ କରାଯାଇ ଅଧିକ ତଦନ୍ତ ଜାରି ଥିବା ଥାନା ଅଧିକାରୀ ଶ୍ରୀ ଦାସ ସୂଚନା ଦେଇଛନ୍ତି

Related Post

ବୁଦ୍ଧ ପାର୍କ ପାଇଁ ଜେ ସି ବି ସାହାଯ୍ୟରେ ଜବରଦଖଲ ଉଚ୍ଛେଦ

Posted by - April 13, 2022 0
ବୌଦ୍ଧ: (ଚିତ୍ତ ରଂଜନ ସିଂ)ମନମୁଣ୍ଡାତେଲନଦୀ କୂଳରେ ପ୍ରସ୍ତାବିତ ବୁଦ୍ଧ ପାର୍କ ଓ ବୁଦ୍ଧ ମୂର୍ତ୍ତି ସ୍ଥାପନ ପାଇଁ ଆଜି ଜେ ସି ବି ସାହାଯ୍ୟରେ ଘର ଭଙ୍ଗାଯାଇ…

ପିପିଲି ଉପ-ନିର୍ବାଚନରେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ବିଜୟୀ

Posted by - October 4, 2021 0
ପୁରୀ: ପିପିଲି ଉପ-ନିର୍ବାଚନରେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ବିଜୟୀ ହୋଇଥିବା ନେଇ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ବିଜେଡ଼ି ପ୍ରାର୍ଥୀ ରୁଦ୍ର ପ୍ରତାପ…

ଭୁବନେଶ୍ବରରେ ସାଇବର କମ୍ପ୍ଲେକ୍ସ ଉଦଘାଟିତ, ସାଇବର ଅପରାଧ ମୁକାବିଲା ଆମ ପାଇଁ ଚ୍ୟାଲେଞ୍ଜ: ପୁଲିସ ମହାନିର୍ଦେଶକ

Posted by - November 2, 2020 0
ଭୁବନେଶ୍ବର: ସାଇବର ଅପରାଧକୁ ମୁକାବିଲା କରିବା ଲାଗି ଆଉ ପାଦେ ଆଗେଇଛି ଓଡ଼ିଶା ପୁଲିସ | ଆଜି ଭୁବନେଶ୍ବରରେ ନବନିର୍ମିତ ସାଇବର କମ୍ପ୍ଲେକ୍ସକୁ ଉଦଘାଟନ କରିଛନ୍ତି ପୁଲିସ…

ଜିଲ୍ଲା ପରିବର୍ତ୍ତନ ଅନୁଷ୍ଠାନ ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ଘେରାଉ

Posted by - October 21, 2021 0
ସୋନପୁର:(ଅଜିତ୍ କୁମାର୍ ପୁଝାରି)କଳାହାଣ୍ଡି ଜିଲ୍ଲାର ଗୋଲାମୁଣ୍ଡା ବ୍ଲକର ମହାଲିଙ୍ଗି ସ୍ଥିତ ସନସାଇନ ପବ୍ଲିକ ସ୍କୁଲର ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା, ସ୍କୁଲ ଏବଂ ମହାଲିଙ୍ଗି କଲେଜରେ ଚାଲିଥିବା…

ପଶ୍ଚିମ ଓଡ଼ିଶାର ନନ୍ଦନକାନନର ମାନ୍ୟତା ଲାଭ କରିବ ବୌଦ୍ଧର ପରିବେଶ ପାର୍କ

Posted by - November 1, 2022 0
ବୌଦ୍ଧ:(ଚିତ୍ତରଞ୍ଜନ ସିଂ )ଆଜି ପୂର୍ବାହ୍ନରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ଅସିତ ତ୍ରିପାଠୀ,ମୁଖ୍ୟ କାର୍ଯ୍ୟନିର୍ବାହୀ ଡଃ. ଅଜିତ…