Breaking News
9:02 amବାହାନଗା ଟ୍ରେନ ଦୁର୍ଘଟଣା: ମୃତକଙ୍କ ଚିହ୍ନଟ ପାଇଁ ଅନ୍ୟ ହସ୍ପିଟାଲ ନଯାଇ କେବଳ ଏମ୍ସ ଯିବାକୁ ସୂଚନା ଦେଲା ପୂର୍ବତଟ ରେଳପଥ 8:51 amସ୍ବାଭାବିକ ହୋଇପାରୁନି ଟ୍ରେନ୍‌ ସେବା, ଆଜି ୯ ଟ୍ରେନ୍‌ ବାତିଲ୍‌ ରହିବ ଦୁର୍ଘଟଣା ସ୍ଥଳରେ କମୁଛି ଟ୍ରେନ୍‌ ବେଗ 8:19 pmରେଳ ଦୁର୍ଘଟଣାରେ ମୃତ ଓ ଆହତଙ୍କୁ ଉଦ୍ଧାର କରି ଆସିବା ପରେ ବଦଳିଯାଇଛି ଉଦ୍ଧାରକାରୀଙ୍କ ସ୍ବଭାବ: ଏନଡିଆରଏଫର ମହାନିର୍ଦ୍ଦେଶକ 5:54 pmବ୍ରହ୍ମପୁର : ଏକ୍ସପ୍ରେସରେ ଧୂଆଁ ;ସିକନ୍ଦରାବାଦ୍‌‌-ଅଗରତାଲା ଏକ୍ସପ୍ରେସ ବି-୫ ବଗିରେ ଧୂଆଁ ଦେଖି ମଙ୍ଗଳବାର ଯାତ୍ରୀ ଭୟଭୀତ ହୋଇ ଯାଇଥିଲେ । ଦୀର୍ଘ ୪୫ ମିନିଟ୍‌‌ ପରେ ଗଡିଲା ଟ୍ରେନ୍‌‌ 5:51 pmବାହନଗା ଟ୍ରେନ୍‌ ଦୁର୍ଘଟଣାରେ ଆହତଙ୍କୁ ଏସ୍‌ସିବିରେ ଭେଟି ଆଶୁ ଆରୋଗ୍ୟ କାମନା କଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ଯାଜପୁର ଜିଲ୍ଲାର ୧୦୪ ଟି ବୁଥରେ ଆଜି ୱାର୍ଡ ସଭ୍ୟ ପାଇଁ ଭୋଟ ଗ୍ରହଣ 

79 0

ଯାଜପୁର :ଆଜି ଯାଜପୁର ଜିଲ୍ଲାର ୧୦୪ ଟି ବୁଥରେ ଆଜି ୱାର୍ଡ ସଭ୍ୟ ପାଇଁ ଭୋଟ ଗ୍ରହଣ କରାଯାଇଛି। ଶାନ୍ତି ଶୃଙ୍ଖଳା ରେ ଭୋଟ ଅନୁଷ୍ଠିତ ହୋଇଛି। ଜିଲା ପ୍ରଶାସନ ପକ୍ଷରୁ ଏଥିପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା। ସକାଳୁ ସକାଳୁ ଭୋଟ ଗ୍ରହଣ କେନ୍ଦ୍ର ରେ ଭୋଟ ଦେବା ପାଇଁ ଭୋଟର ଙ୍କ ଲମ୍ବା ଧାଡି ଦେଇଥିବା ଦେଖିବାକୁ ମିଳିଥିଲା। ଆସନ୍ତା୪ ତାରିଖ ଦିନ ଭୋଟ ଗଣତି କରାଯାଇ ଫଳାଫଳ ଘୋଷଣା କରାଯିବ।

Related Post

ଯାଜପୁରରେ ବିଜେଡି ବିଧାୟକଙ୍କ ପ୍ରଚାରର ମଙ୍ଗ ଧରିଲେ ବରିଷ୍ଠ ନାଗରିକ

Posted by - April 11, 2019 19
ଯାଜପୁର:୧୦/୦୪ ଯାଜପୁର ଜିଲାରେ ୪ର୍ଥ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପାଇଁ ଶେଷ ହୋଇଛି ନାମାଙ୍କନପତ୍ର ଦାଖଲ ପ୍ରକିୟା । ଯାଜପୁର ବିଧାନସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ…

ପାର୍ବତ୍ଯାଞ୍ଚଳ ର ବିକାଶରେ ବାଧକ ନାଗାବଳୀ ନଦୀ,ମୌଳିକ ସୁବିଧାରୁ ବଞ୍ଚିତ ଦୁର୍ଗମ ଅଞ୍ଚଳ ବାସୀ

Posted by - March 31, 2022 0
କଳାହାଣ୍ଡି:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)ଭାରତ ବର୍ଷର ସହରୀ ମଣିଷ ଦୁଆର ମୁହଁରେ ଉଡାଜାହାଜ ଯାତ୍ରା କରୁଥିବା ବେଳେ ସ୍ଵାଧୀନତାର ଦୀର୍ଘ ଦଶନ୍ଧି ପରେ ମଧ୍ଯ…

ଅମାନିଆଙ୍କୁ ସତର୍କ କଲେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ

Posted by - June 10, 2021 0
ଭୁବନେଶ୍ୱର: ଅମାନିଆଙ୍କୁ ସତର୍କ କଲେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ। କଟକଣା ନମାନିଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି ସତର୍କ କଲେ। ଏହାସହ ଅତ୍ୟନ୍ତ ଆବଶ୍ୟକ ନହେଲେ…

ରାଜ୍ୟରେ ବର୍ଷା ସ୍ଥିତି ବେଳକୁ ବେଳ ସଙ୍ଗିନ

Posted by - July 10, 2019 0
ଭୁବନେଶ୍ୱର,୧୦ା୭ ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ଜୁନ ପହିଲାରୁ ଜୁଲାଇ ୯ ଯାଏ ରାଜ୍ୟରେ ସ୍ବାଭାବିକଠାରୁ ୧୩ ପ୍ରତିଶତ କମ୍‌ ବର୍ଷା ହୋଇଛି। ଏହି ସମୟରେ…