Breaking News
7:25 amପରବର୍ତ୍ତୀ ରାଜ୍ୟପାଳ ନିଯୁକ୍ତି ଯାଏ ପ୍ରଫେସର ଗଣେଶୀ ଲାଲଙ୍କୁ ଦାୟିତ୍ବ 7:25 amବୁଧବାର ରାଜ୍ୟରେ +୨ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି,ପ୍ରାୟ ସମସ୍ତ କଲେଜରେ ଭଲ ଫଳ ହୋଇଛି 7:24 amବିଦ୍ୟୁତ ବିଭାଗ ଡିଜିଏମ୍‌ ଦାମୋଦର ଦାଶଙ୍କ ୮.୩୩ ଲକ୍ଷର ସମ୍ପତ୍ତି ବାଜ୍ୟାପ୍ତ। ଭିଜିଲାନ୍ସ ଆବେଦନ ଆଧାରରେ ବାଜ୍ୟାପ୍ତ କଲେ ସ୍ୱତନ୍ତ୍ର କୋର୍ଟ 7:23 amକଟକ ବକ୍ସଡ୍ରେନ୍ ଟ୍ରାଜେଡି ଘଟଣା: ୨ ସହକାରୀ ଯନ୍ତ୍ରୀ ନିଲମ୍ବିତ। ସହକାରୀ ଯନ୍ତ୍ରୀ ସଂଜୀବ ପ୍ରଧାନ ଓ ଦିଲୀପ ସାହୁ ନିଲମ୍ବିତ। କର୍ତ୍ତବ୍ୟରେ ଅବହେଳା ନେଇ ନିଲମ୍ବନ କଲା ନଗର ଉନ୍ନୟନ ବିଭାଗ,ଗମାଡିଆ ପାଖରେ ପାଇପ୍ ସନ୍ଧିରେ ଖସିପଡ଼ି ନାବାଳିକାର ମୃତ୍ୟୁ ହୋଇଥିଲା 7:22 amକେନ୍ଦ୍ରାପଡ଼ା : ଜାଲ୍‌ ଦସ୍ତଖତରେ ସାଢ଼େ ୯ ଲକ୍ଷ ଟଙ୍କା ହଡ଼ପ, ପରିବାର ସହ ଅଭିଯୁକ୍ତ ମହିଳା ଫେରାର୍‌,ମିସନ ଶକ୍ତି ଏମ୍‌ବିକେ ବା ଦକ୍ଷ ନଥିପତ୍ର ପରିଚାଳିକା ଲୋପାମୁଦ୍ରା ବେହେରା(୩୬)ଙ୍କ ନାମରେ ଏତଲା

୧୮ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ସତର୍କତା, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଅନୁଗୁଳ, ସମ୍ବଲପୁର, ବୌଦ୍ଧ, ସୋନପୁର, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଓ କୋରାପୁଟକୁ ୱାର୍ଣ୍ଣିଂ

55 0

Related Post