Breaking News
9:02 amବାହାନଗା ଟ୍ରେନ ଦୁର୍ଘଟଣା: ମୃତକଙ୍କ ଚିହ୍ନଟ ପାଇଁ ଅନ୍ୟ ହସ୍ପିଟାଲ ନଯାଇ କେବଳ ଏମ୍ସ ଯିବାକୁ ସୂଚନା ଦେଲା ପୂର୍ବତଟ ରେଳପଥ 8:51 amସ୍ବାଭାବିକ ହୋଇପାରୁନି ଟ୍ରେନ୍‌ ସେବା, ଆଜି ୯ ଟ୍ରେନ୍‌ ବାତିଲ୍‌ ରହିବ ଦୁର୍ଘଟଣା ସ୍ଥଳରେ କମୁଛି ଟ୍ରେନ୍‌ ବେଗ 8:19 pmରେଳ ଦୁର୍ଘଟଣାରେ ମୃତ ଓ ଆହତଙ୍କୁ ଉଦ୍ଧାର କରି ଆସିବା ପରେ ବଦଳିଯାଇଛି ଉଦ୍ଧାରକାରୀଙ୍କ ସ୍ବଭାବ: ଏନଡିଆରଏଫର ମହାନିର୍ଦ୍ଦେଶକ 5:54 pmବ୍ରହ୍ମପୁର : ଏକ୍ସପ୍ରେସରେ ଧୂଆଁ ;ସିକନ୍ଦରାବାଦ୍‌‌-ଅଗରତାଲା ଏକ୍ସପ୍ରେସ ବି-୫ ବଗିରେ ଧୂଆଁ ଦେଖି ମଙ୍ଗଳବାର ଯାତ୍ରୀ ଭୟଭୀତ ହୋଇ ଯାଇଥିଲେ । ଦୀର୍ଘ ୪୫ ମିନିଟ୍‌‌ ପରେ ଗଡିଲା ଟ୍ରେନ୍‌‌ 5:51 pmବାହନଗା ଟ୍ରେନ୍‌ ଦୁର୍ଘଟଣାରେ ଆହତଙ୍କୁ ଏସ୍‌ସିବିରେ ଭେଟି ଆଶୁ ଆରୋଗ୍ୟ କାମନା କଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ରାଷ୍ଟ୍ରପତିଙ୍କ ୩ ଦିନିଆ ମୟୁରଭଞ୍ଜ ଗସ୍ତ

32 0

ଭୁବନେଶ୍ବର :ରାଷ୍ଟ୍ରପତିଙ୍କ ୩ ଦିନିଆ ମୟୁରଭଞ୍ଜ ଗସ୍ତ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠାରୁ ୩ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଅଛନ୍ତି। ସକାଳ ୭ଟାରେ ଶ୍ରୀମତୀ ମୁର୍ମୁ ରାଷ୍ଟ୍ରପତି ଭବନରୁ ଯାତ୍ରା ଆରମ୍ଭ କରିଥିଲେ।ଜନ୍ମମାଟିରେ ଗୁରୁବାର ପହଞ୍ଚି ସାରଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ହେବା ପରେ ଏହା ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ମୟୁରଭଞ୍ଜ ଗସ୍ତ।

ହେଲିପ୍ୟାଡରେ ଓହ୍ଲାଇବା ପରେ ରାଷ୍ଟ୍ରପତିଙ୍କୁ କରାଯାଇଛି ସ୍ୱାଗତ ସମ୍ବର୍ଦ୍ଧନା। ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି ପ୍ରଫେସର ଗଣେଶୀ ଲାଲ। କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ମଧ୍ୟ ସ୍ୱାଗତ କରିଛନ୍ତି। ବାଦାମପାହାଡ ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇଛନ୍ତି ରାଷ୍ଟ୍ରପତି। ହେଲିପ୍ୟାଡରୁ ଓହ୍ଲାଇବା ପରେ ଉପସ୍ଥିତ ଲୋକଙ୍କ ଅଭିବାଦନ ଗ୍ରହଣ କରିଛନ୍ତି। ହେଲିପ୍ୟାଡରେ ଓହ୍ଲାଇବା ପରେ ସ୍ୱତନ୍ତ୍ର କାର୍‌‌କେଡ୍‌‌ରେ ପାହାଡପୁର ଅଭିମୁଖେ ରାଷ୍ଟ୍ରପତି।

Related Post

ସରସ୍ୱତୀ ପୂଜା ଭୋଜି ଖାଇ ଛାତ୍ରଛାତ୍ରୀ ଅସୁସ୍ଥ ଘଟଣା:-ଧିରେ ଧିରେ ସ୍ୱାଭାବିକ ହେଉଛି ପିଲାଙ୍କ ସ୍ୱାସ୍ଥ୍ୟବସ୍ତା

Posted by - January 28, 2023 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ଦାନଗଦି ବ୍ଲକ ଖପୁରିଆପଦା ପଂଚାୟତ ଶରତ ରାଉତ ଉଚ୍ଚ ବିଦ୍ୟାପୀଠରେ ସରସ୍ୱତୀ ପୂଜା ଭୋଜି ଖାଇ ଛାତ୍ରଛାତ୍ରୀ ଅସୁସ୍ଥ ଘଟଣାରେ ଧିରେ…

ଦୀର୍ଘ ୪ ବର୍ଷ ହେଲା  ନୁତନ C ଅଂଗନବାଡି କେନ୍ଦ୍ର ର ଗ୍ରୂହ ଅଧାପନ୍ତରିଆ 

Posted by - June 16, 2022 0
ବୌଦ୍ଧ:୧୨/୬ (ଚିତରଞ୍ଜନ ସିଂ) ବୌଦ୍ଧ ଜିଲ୍ଲା ହର ଭଂଗା ବ୍ଲକ ତଳ ଗାଁ ପଂଚାୟତ ଗଣ୍ଡାପାଜୁ ଗ୍ରାମରେ ପୂର୍ବରୁ ନିର୍ମାଣ ହୋଇଥିବା ଅଙ୍ଗନବାଡି ଗୃହ ଟି ଦୀର୍ଘ…

ନାହିଁ ନାହିଁର ଗାଁ ସୁନାମୁଦି , କିଏ ଛଡାଇବ ସୁନାମୁଦିର କଳଙ୍କ ?

Posted by - November 11, 2022 0
ସମ୍ବଲପୁର : (ରମାକାନ୍ତ ବିଶ୍ବାଳ) ମୂଳରୁ ମାଇପ ନାହିଁ ପୁଅ ନାମ ଗୋପାଳିଆ’ ଏଭଳି ଗପର କାହାଣୀ ପରି ସତ କଥାର ନିଆରା ବିକାଶ ପ୍ରତିଫଳିତ ହୋଇଛି…

ଗୋଲାମୁଣ୍ଡା ଗୋଷ୍ଠି ଶିକ୍ଷା ଅଧିକାରୀ ଶ୍ରୀ ନବ କିଶୋର ସାହୁଙ୍କ ଅବସର ଗ୍ରହଣ

Posted by - April 4, 2023 0
ଧର୍ମଗଡ଼ : (ହେମନ୍ତ କୁମାର ମାଝୀ) ଗୋଲାମୁଣ୍ଡା ଗୋଷ୍ଠି ଶିକ୍ଷା ଅଧିକାରୀ ଶ୍ରୀ ନବ କିଶୋର ସାହୁ ଓଇଇଏସ (୧) ଅବସର ଗ୍ରହଣ କରିଛନ୍ତି। ସେ ଧର୍ମଗଡ…