Breaking News
7:25 amପରବର୍ତ୍ତୀ ରାଜ୍ୟପାଳ ନିଯୁକ୍ତି ଯାଏ ପ୍ରଫେସର ଗଣେଶୀ ଲାଲଙ୍କୁ ଦାୟିତ୍ବ 7:25 amବୁଧବାର ରାଜ୍ୟରେ +୨ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି,ପ୍ରାୟ ସମସ୍ତ କଲେଜରେ ଭଲ ଫଳ ହୋଇଛି 7:24 amବିଦ୍ୟୁତ ବିଭାଗ ଡିଜିଏମ୍‌ ଦାମୋଦର ଦାଶଙ୍କ ୮.୩୩ ଲକ୍ଷର ସମ୍ପତ୍ତି ବାଜ୍ୟାପ୍ତ। ଭିଜିଲାନ୍ସ ଆବେଦନ ଆଧାରରେ ବାଜ୍ୟାପ୍ତ କଲେ ସ୍ୱତନ୍ତ୍ର କୋର୍ଟ 7:23 amକଟକ ବକ୍ସଡ୍ରେନ୍ ଟ୍ରାଜେଡି ଘଟଣା: ୨ ସହକାରୀ ଯନ୍ତ୍ରୀ ନିଲମ୍ବିତ। ସହକାରୀ ଯନ୍ତ୍ରୀ ସଂଜୀବ ପ୍ରଧାନ ଓ ଦିଲୀପ ସାହୁ ନିଲମ୍ବିତ। କର୍ତ୍ତବ୍ୟରେ ଅବହେଳା ନେଇ ନିଲମ୍ବନ କଲା ନଗର ଉନ୍ନୟନ ବିଭାଗ,ଗମାଡିଆ ପାଖରେ ପାଇପ୍ ସନ୍ଧିରେ ଖସିପଡ଼ି ନାବାଳିକାର ମୃତ୍ୟୁ ହୋଇଥିଲା 7:22 amକେନ୍ଦ୍ରାପଡ଼ା : ଜାଲ୍‌ ଦସ୍ତଖତରେ ସାଢ଼େ ୯ ଲକ୍ଷ ଟଙ୍କା ହଡ଼ପ, ପରିବାର ସହ ଅଭିଯୁକ୍ତ ମହିଳା ଫେରାର୍‌,ମିସନ ଶକ୍ତି ଏମ୍‌ବିକେ ବା ଦକ୍ଷ ନଥିପତ୍ର ପରିଚାଳିକା ଲୋପାମୁଦ୍ରା ବେହେରା(୩୬)ଙ୍କ ନାମରେ ଏତଲା

ଭୁବନେଶ୍ୱର : ସମଲିଙ୍ଗୀ ବିବାହକୁ ଜଗତଗୁରୁ ଶଙ୍କରାଚାର୍ୟ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କ ବିରୋଧ.. ଏହା ଭ୍ରଷ୍ଟାଚାର.. ମାନସିକ ବିକୃତି.. ସର୍ବୋଚ୍ଚ ନ୍ୟାୟାଳୟ ଏହାକୁ ସ୍ଵୀକୃତି ନଦେବାକୁ ଶଙ୍କରାଚାର୍ୟ୍ୟଙ୍କ ପରାମର୍ଶ..ସମଲିଙ୍ଗୀ ବିବାହ ଶାସ୍ତ୍ର ସମ୍ମତ ନୁହେଁ

72 0

Related Post