Breaking News
7:25 amପରବର୍ତ୍ତୀ ରାଜ୍ୟପାଳ ନିଯୁକ୍ତି ଯାଏ ପ୍ରଫେସର ଗଣେଶୀ ଲାଲଙ୍କୁ ଦାୟିତ୍ବ 7:25 amବୁଧବାର ରାଜ୍ୟରେ +୨ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି,ପ୍ରାୟ ସମସ୍ତ କଲେଜରେ ଭଲ ଫଳ ହୋଇଛି 7:24 amବିଦ୍ୟୁତ ବିଭାଗ ଡିଜିଏମ୍‌ ଦାମୋଦର ଦାଶଙ୍କ ୮.୩୩ ଲକ୍ଷର ସମ୍ପତ୍ତି ବାଜ୍ୟାପ୍ତ। ଭିଜିଲାନ୍ସ ଆବେଦନ ଆଧାରରେ ବାଜ୍ୟାପ୍ତ କଲେ ସ୍ୱତନ୍ତ୍ର କୋର୍ଟ 7:23 amକଟକ ବକ୍ସଡ୍ରେନ୍ ଟ୍ରାଜେଡି ଘଟଣା: ୨ ସହକାରୀ ଯନ୍ତ୍ରୀ ନିଲମ୍ବିତ। ସହକାରୀ ଯନ୍ତ୍ରୀ ସଂଜୀବ ପ୍ରଧାନ ଓ ଦିଲୀପ ସାହୁ ନିଲମ୍ବିତ। କର୍ତ୍ତବ୍ୟରେ ଅବହେଳା ନେଇ ନିଲମ୍ବନ କଲା ନଗର ଉନ୍ନୟନ ବିଭାଗ,ଗମାଡିଆ ପାଖରେ ପାଇପ୍ ସନ୍ଧିରେ ଖସିପଡ଼ି ନାବାଳିକାର ମୃତ୍ୟୁ ହୋଇଥିଲା 7:22 amକେନ୍ଦ୍ରାପଡ଼ା : ଜାଲ୍‌ ଦସ୍ତଖତରେ ସାଢ଼େ ୯ ଲକ୍ଷ ଟଙ୍କା ହଡ଼ପ, ପରିବାର ସହ ଅଭିଯୁକ୍ତ ମହିଳା ଫେରାର୍‌,ମିସନ ଶକ୍ତି ଏମ୍‌ବିକେ ବା ଦକ୍ଷ ନଥିପତ୍ର ପରିଚାଳିକା ଲୋପାମୁଦ୍ରା ବେହେରା(୩୬)ଙ୍କ ନାମରେ ଏତଲା

ରାଷ୍ଟ୍ରୀୟ ଲୋକଦାଲତ ଅବସରରେ ଛଅ ଗୋଟି ପାଇବାରିକ ମାମାଲା ସମାଧାନ

39 0

ମୁନିଗୁଡା :(ରମାକାନ୍ତ ପୋଡାଲ )ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜଜ୍ ଙ୍କ ତତ୍ତ୍ୱ।ଵଧାନରେ ପରିଚାଳିତ ୨ୟ ଜାତୀୟ ଲୋକ ଅଦାଲତ ଅବସରରେ ରାୟଗଡ଼ ପରିବାର ଅଦାଲତ ତରଫରୁ ଦୀର୍ଘ ବର୍ଷ ଧରି ଚାଲି ଆସୁଥିବା ସମୁଦାୟ ୬ଗୋଟି ପାରିବାରିକ ମାମଲା ସମାଧାନ ହୋଇପାରିଛି, ତନ୍ମଧ୍ୟରୁ ୫ଟି ଭରଣ ପୋଷଣ ମକଦ୍ଦମା ହୋଇଥିବା ବେଳେ ଅନ୍ୟ ୧ଟି ଦେୱାନି ମକଦ୍ଦମା ।

ଉଲ୍ଲେଖନିୟ ଯେ ଉକ୍ତ ଲୋକ ଅଦାଲତ ରେ, ପରିବାର ଅଦାଲତ ବିଚାରପତି ଶ୍ରୀ ଅମୃତ ରଞ୍ଜନ ନନ୍ଦ ଏବଂ କାଉନସିଲର ଆଶା ଆକାଶ ଗୁରୁ ଙ୍କ ଉଦ୍ୟମ ଯୋଗୁଁ ବହୁ ଦିନରୁ ପାରିବାରିକ ସମସ୍ୟା ପାଇଁ ଅଲଗା ହୋଇ ରହୁଥିବା ଦୁଇଟି ଦମ୍ପତିଙ୍କର ମିଳାମିଶା ହୋଇପାରିଛି। ପ୍ରକାଶ ଥାଉକି ଉକ୍ତ ଲୋକ ଅଦାଲତରେ ବକେୟା ଭରଣ ପୋଷଣ ବାବଦକୁ ସମୁଦାୟ ୪,୪୯,୭୬୬/- ଛଅ ଲକ୍ଷ ଅଞ୍ଚାସ ହଜାର ସାତଶହ ଛଅଷଠି ଟଙ୍କା ବିଭିନ୍ନ ଆବେଦନକାରୀ ଅପର ପକ୍ଷ ଠାରୁ ପାଇଥିଲେ।

Related Post

ଇଡକଲ ର ଡେପୁଟି ମ୍ୟାନେଜର ଙ୍କ ଆୟବହିର୍ଭୁତ ସମ୍ପତି ଠୁଳ ମାମଲା

Posted by - December 20, 2022 0
ମୁନିଗୁଡା:(ରମାକାନ୍ତ ପୋଡାଲ)ଇଡକଲ ର ଡେପୁଟି ମ୍ୟାନେଜର ଙ୍କ ଆୟବହିର୍ଭୁତ ସମ୍ପତି ଠୁଳ ମାମଲା ରେ ଆଜି ୭ ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଚାଲିଥିବା ବେଳେ ଆଜି…

ପ୍ରଗତି ଶିକ୍ଷାନୁଷ୍ଠାନରେ କୃତୀ ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା ଉତ୍ସବ

Posted by - September 28, 2022 0
ଭବାନୀପାଟଣା : (ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ) ଓଡ଼ିଶାର ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭାବେ ସୁପରିଚିତ ଭବାନୀପାଟଣା ପ୍ରଗତି ଶିକ୍ଷାନୁଷ୍ଠାନରେ କୃତି ସିବିଏସଇ ଓ…

ଅଶୋକ ଦାସ ପାଂଉଣ୍ଡେସନ ପକ୍ଷରୁ ୭୨ତମ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

Posted by - January 12, 2021 0
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ବ୍ଳକ ମାଳଆନନ୍ଦପୁର ପଞ୍ଚାୟତ ଉତ୍ତରେଶ୍ୱର କଲ୍ୟାଣ ମଣ୍ଡପ ପରିସରରେ ଅଶୋକ ଦାସ ଫାଉଣ୍ଡେସନ ପକ୍ଷରୁ ୭୨ତମ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର…

କଳା ବ୍ୟାଚ ପିନ୍ଧି ୬୬୨ ବର୍ଗ ଙ୍କ ପ୍ରତୀକ ପ୍ରତିବାଦ

Posted by - January 21, 2023 0
ମୁନିଗୁଡା :୨୨।୧ (ରମାକାନ୍ତ ପଡାଲ)ରାୟଗଡ଼ା ଜିଲ୍ଲାର ୬୬୨ ବର୍ଗର ସମସ୍ତ ବେସରକାରୀ ମହାବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର କର୍ମଚାରୀ ମାନେ ” ସମାନ କାମକୁ ସମାନ…