Breaking News
9:02 amବାହାନଗା ଟ୍ରେନ ଦୁର୍ଘଟଣା: ମୃତକଙ୍କ ଚିହ୍ନଟ ପାଇଁ ଅନ୍ୟ ହସ୍ପିଟାଲ ନଯାଇ କେବଳ ଏମ୍ସ ଯିବାକୁ ସୂଚନା ଦେଲା ପୂର୍ବତଟ ରେଳପଥ 8:51 amସ୍ବାଭାବିକ ହୋଇପାରୁନି ଟ୍ରେନ୍‌ ସେବା, ଆଜି ୯ ଟ୍ରେନ୍‌ ବାତିଲ୍‌ ରହିବ ଦୁର୍ଘଟଣା ସ୍ଥଳରେ କମୁଛି ଟ୍ରେନ୍‌ ବେଗ 8:19 pmରେଳ ଦୁର୍ଘଟଣାରେ ମୃତ ଓ ଆହତଙ୍କୁ ଉଦ୍ଧାର କରି ଆସିବା ପରେ ବଦଳିଯାଇଛି ଉଦ୍ଧାରକାରୀଙ୍କ ସ୍ବଭାବ: ଏନଡିଆରଏଫର ମହାନିର୍ଦ୍ଦେଶକ 5:54 pmବ୍ରହ୍ମପୁର : ଏକ୍ସପ୍ରେସରେ ଧୂଆଁ ;ସିକନ୍ଦରାବାଦ୍‌‌-ଅଗରତାଲା ଏକ୍ସପ୍ରେସ ବି-୫ ବଗିରେ ଧୂଆଁ ଦେଖି ମଙ୍ଗଳବାର ଯାତ୍ରୀ ଭୟଭୀତ ହୋଇ ଯାଇଥିଲେ । ଦୀର୍ଘ ୪୫ ମିନିଟ୍‌‌ ପରେ ଗଡିଲା ଟ୍ରେନ୍‌‌ 5:51 pmବାହନଗା ଟ୍ରେନ୍‌ ଦୁର୍ଘଟଣାରେ ଆହତଙ୍କୁ ଏସ୍‌ସିବିରେ ଭେଟି ଆଶୁ ଆରୋଗ୍ୟ କାମନା କଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ଭଇଁରିପାଲି ପଞ୍ଚାୟତ ରେ ବାଟବଣା ହରିଶ୍ଚନ୍ଦ୍ର ଯୋଜନା, ହିତାଧିକାରୀ ଙ୍କୁ ସହାୟତା କେବେ?

51 0

ଭବାନୀପାଟଣା :(ଅର୍ଜୁନ ପଟ୍ଟନାୟକ)ସରକାର ଅସହାୟ ଙ୍କୁ ସହାୟତା ର ଉଦ୍ଧେଶ୍ୟ ନେଇ ଆରମ୍ଭ କରିଥିଲେ ହରିଶ୍ଚନ୍ଦ୍ର ଯୋଜନା। ମୃତ ବ୍ୟକ୍ତିଙ୍କ ଅନ୍ତିମ ସଂସ୍କାର ପାଇଁ ଉଦ୍ଧିଷ୍ଟ ଏହି ସହାୟତା ଯୋଜନା ବିଭାଗୀୟ ଅଧିକାରୀ ମାନଙ୍କ ଉଦାସୀନତା ଯୋଗୁଁ ବର୍ଷ ବର୍ଷ ଧରି ସହାୟତା ପହଞ୍ଚି ପାରୁନାହିଁ ହିତାଧିକାରୀ ମାନଙ୍କ ପାଖକୁ, ଯୋଜନା ହୋଇଯାଇଛି ବାଟବଣା।

ଏହିଭଳି ଏକ ସମ୍ବେଦନଶୀଳ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ଭଇଁରିପାଲି ଗ୍ରାମ ପଞ୍ଚାୟତ ରେ ଏହି ଗ୍ରାମର ଯଦୁ ରାଉତ, ନଳିଦ୍ର ନିଆଲ, ବୈଦିଇ ନାଇକ, ବିଜୟ ପୁଞ୍ଜି ମୃତ୍ୟୁ ବରଣ କରି ପ୍ରାୟ ଏକବର୍ଷ ହୋଇଛି ଏବଂ ସହାୟତା ପାଇଁ ଆବେଦନ ମଧ୍ଯ ହୋଇଥିଲେ ହେଁ ଏଯାବତ ତାଙ୍କ ପରିବାରକୁ ମିଳିନି ସହାୟତା। ଜିଲ୍ଲାପାଳ ଏଥିପ୍ରତି ସ୍ଵତନ୍ତ୍ର ଦୃଷ୍ଟି ଦେଇ ହିତାଧିକାରୀଙ୍କୁ ସହାୟତା ପ୍ରଦାନ ପାଇଁ ଦାବି ହେଉଛି।

Related Post

ଜିଲ୍ଲାପାଳଙ୍କ ଦ୍ବାରା ବିଶିଷ୍ଟ ଲେଖିକା ଦେବହୁତି କରଙ୍କ ୩ଟି ପୁସ୍ତକ ଲୋକାର୍ପିତ

Posted by - March 18, 2022 0
କଳାହାଣ୍ଡି:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଅମଲା ଭବନ ପରିସରରେ ଗାଳ୍ପିକା ଦେବହୂତି କରଙ୍କ ‘ ସୁନା ଝିଅର ଘର’ , ‘ମୋ…

ସମ୍ବଲପୁରୀ ପ୍ରସିଦ୍ଧ ହାସ୍ୟ ଅଭିନେତା ଯୋଗେଶ ଯୋଯୋଙ୍କୁ ବନ୍ଧୁକ ମୁନରେ ଅପହରଣ ଓ ଆକ୍ରମଣ ଅଭିଯୋଗ

Posted by - May 27, 2022 0
ସମ୍ବଲପୁର:(ରମାକାନ୍ତ ବିଶ୍ବାଳ) ସମ୍ବଲପୁରୀ ପ୍ରସିଦ୍ଧ ହାସ୍ୟ ଅଭିନେତା ଯୋଗେଶ ଯୋଯୋଙ୍କୁ ଆକ୍ରମଣ ଓ ବନ୍ଧୁକ ମୁନରେ ଅପହରଣ ଅଭିଯୋଗ | ୨ଜଣ ବ୍ଯକ୍ତି ପଲସର ମାଧ୍ଯମରେ ଆସି…

ମୁଖ୍ୟମନ୍ତ୍ରୀ ସଡକ ନିର୍ମାଣ ରେ ଅନିୟମିତତା ଅଭିଯୋଗ, ତଦନ୍ତ ଦାବୀ

Posted by - April 10, 2022 0
ବଙ୍ଗୋମୁଣ୍ଡା :(ଅଭିମନ୍ୟୁ ବହିଦାର )ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଦେଢ଼ଗାଁ ପଞ୍ଚାୟତ ର ବାଗବାହାଲ ଛକ ପାଖରେ  ପୂର୍ତ୍ତ ବିଭାଗ ଦ୍ଵାରା କଣ୍ଟାବାଞ୍ଜି-ସିନ୍ଧେକେଲାକୁ ସଂଯୋଗ କରୁଥିବା…

ଦୟନିୟ ଅବସ୍ଥାରେ ଆଡେଣିଗଡ ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ର

Posted by - June 14, 2021 0
ବୌଦ୍ଧ:(ଚିତ୍ତରଞ୍ଜନ ସିଂ) ସରକାର ପ୍ରଥମେ ସ୍ବାସ୍ଥ୍ୟ କ୍ଷେତ୍ରକୁ ପ୍ରାଥମିକତା ଦେଇଆସୁଥିବାବେଳେ ଏଥିପାଇଁ ମଧ୍ୟ୍ୟ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକର ଉନ୍ନତି ପାଇଁଁ କୋଟି କୋଟି ଟଙ୍କା ଖର୍ଚ କରୁଛନ୍ତି। କିନ୍ତୁ…

ଦେଶରେ କରୋନା ସ୍ଥିତିକୁ ନେଇ ପ୍ରଧାମନ୍ତ୍ରୀଙ୍କ ସମୀକ୍ଷା:ଭୟଭୀତ ନ ହୋଇ ସତର୍କ ରହିବାକୁ ପରାମର୍ଶ

Posted by - January 13, 2022 0
ଭୁବନେଶ୍ୱର:( ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କରୋନା ସ୍ଥିତିକୁ ନେଇ ସମୀକ୍ଷା ବୈଠକ କରିବା…