Breaking News
9:02 amବାହାନଗା ଟ୍ରେନ ଦୁର୍ଘଟଣା: ମୃତକଙ୍କ ଚିହ୍ନଟ ପାଇଁ ଅନ୍ୟ ହସ୍ପିଟାଲ ନଯାଇ କେବଳ ଏମ୍ସ ଯିବାକୁ ସୂଚନା ଦେଲା ପୂର୍ବତଟ ରେଳପଥ 8:51 amସ୍ବାଭାବିକ ହୋଇପାରୁନି ଟ୍ରେନ୍‌ ସେବା, ଆଜି ୯ ଟ୍ରେନ୍‌ ବାତିଲ୍‌ ରହିବ ଦୁର୍ଘଟଣା ସ୍ଥଳରେ କମୁଛି ଟ୍ରେନ୍‌ ବେଗ 8:19 pmରେଳ ଦୁର୍ଘଟଣାରେ ମୃତ ଓ ଆହତଙ୍କୁ ଉଦ୍ଧାର କରି ଆସିବା ପରେ ବଦଳିଯାଇଛି ଉଦ୍ଧାରକାରୀଙ୍କ ସ୍ବଭାବ: ଏନଡିଆରଏଫର ମହାନିର୍ଦ୍ଦେଶକ 5:54 pmବ୍ରହ୍ମପୁର : ଏକ୍ସପ୍ରେସରେ ଧୂଆଁ ;ସିକନ୍ଦରାବାଦ୍‌‌-ଅଗରତାଲା ଏକ୍ସପ୍ରେସ ବି-୫ ବଗିରେ ଧୂଆଁ ଦେଖି ମଙ୍ଗଳବାର ଯାତ୍ରୀ ଭୟଭୀତ ହୋଇ ଯାଇଥିଲେ । ଦୀର୍ଘ ୪୫ ମିନିଟ୍‌‌ ପରେ ଗଡିଲା ଟ୍ରେନ୍‌‌ 5:51 pmବାହନଗା ଟ୍ରେନ୍‌ ଦୁର୍ଘଟଣାରେ ଆହତଙ୍କୁ ଏସ୍‌ସିବିରେ ଭେଟି ଆଶୁ ଆରୋଗ୍ୟ କାମନା କଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ପକ୍ଷରୁ ୨୦୦୦ ଟଙ୍କିଆ ନୋଟ୍‌ର ପ୍ରତ୍ୟାହାର ଘୋଷଣା,ଲୋକମାନେ ଟ୍ରାଞ୍ଜାକସନ୍‌ ପାଇଁ ୨୦୦୦ ଟଙ୍କିଆ ନୋଟ୍‌ ବ୍ୟବହାର ଜାରି ରଖିପାରିବେ ଏବଂ ପେମେଣ୍ଟରେ ମଧ୍ୟ ପାଇପାରିବେ। ତେବେ ସେମାନଙ୍କୁ ସେପ୍ଟେମ୍ବର ୩୦, ୨୦୨୩ ସୁଦ୍ଧା ଏହି ନୋଟ୍‌ ସବୁକୁ ବ୍ୟାଙ୍କ୍‌ରେ ଜମା କରିବା ଏବଂ/ କିମ୍ବା ବଦଳାଇବାକୁ ପଡ଼ିବ

61 0

Related Post