Breaking News
9:02 amବାହାନଗା ଟ୍ରେନ ଦୁର୍ଘଟଣା: ମୃତକଙ୍କ ଚିହ୍ନଟ ପାଇଁ ଅନ୍ୟ ହସ୍ପିଟାଲ ନଯାଇ କେବଳ ଏମ୍ସ ଯିବାକୁ ସୂଚନା ଦେଲା ପୂର୍ବତଟ ରେଳପଥ 8:51 amସ୍ବାଭାବିକ ହୋଇପାରୁନି ଟ୍ରେନ୍‌ ସେବା, ଆଜି ୯ ଟ୍ରେନ୍‌ ବାତିଲ୍‌ ରହିବ ଦୁର୍ଘଟଣା ସ୍ଥଳରେ କମୁଛି ଟ୍ରେନ୍‌ ବେଗ 8:19 pmରେଳ ଦୁର୍ଘଟଣାରେ ମୃତ ଓ ଆହତଙ୍କୁ ଉଦ୍ଧାର କରି ଆସିବା ପରେ ବଦଳିଯାଇଛି ଉଦ୍ଧାରକାରୀଙ୍କ ସ୍ବଭାବ: ଏନଡିଆରଏଫର ମହାନିର୍ଦ୍ଦେଶକ 5:54 pmବ୍ରହ୍ମପୁର : ଏକ୍ସପ୍ରେସରେ ଧୂଆଁ ;ସିକନ୍ଦରାବାଦ୍‌‌-ଅଗରତାଲା ଏକ୍ସପ୍ରେସ ବି-୫ ବଗିରେ ଧୂଆଁ ଦେଖି ମଙ୍ଗଳବାର ଯାତ୍ରୀ ଭୟଭୀତ ହୋଇ ଯାଇଥିଲେ । ଦୀର୍ଘ ୪୫ ମିନିଟ୍‌‌ ପରେ ଗଡିଲା ଟ୍ରେନ୍‌‌ 5:51 pmବାହନଗା ଟ୍ରେନ୍‌ ଦୁର୍ଘଟଣାରେ ଆହତଙ୍କୁ ଏସ୍‌ସିବିରେ ଭେଟି ଆଶୁ ଆରୋଗ୍ୟ କାମନା କଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ଭୈରବୀ ଡିଗ୍ରୀ ମହାବିଦ୍ୟାଳୟ ରେ ବିଦାୟ କାଳୀନ ଉତ୍ସବ ପାଳିତ

29 0

ହରଭଙ୍ଗା: (ଚିତ୍ତରଞ୍ଜନ ସିଂହ)ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଭୈରବୀ ଡିଗ୍ରୀ ମହାବିଦ୍ୟାଳୟ ରେ ଆଜି ଶନିବାର ଦିନ ଇତିହାସ ବିଭାଗ ର ଶେଷ ବର୍ଷ ଛାତ୍ର ଛାତ୍ରୀ ମାନଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଛି!

ଏହି ଅବସରରେ ଆୟୋଜିତ ସଭାରେ ଇତିହାସ ବିଭାଗ ର ଅଧ୍ୟାପକ ଲଳିତ କୁମାର ମେହେର ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥିଭାବେ ମହାବିଦ୍ୟାଳୟ ର ଅଧକ୍ଷ ଡ଼ଃ.ରମେଶ ଚନ୍ଦ୍ର ତାରିଣୀଆ, ସମ୍ମାନିତ ଅତିଥିଭାବେ ଅଧ୍ୟାପକ ଡ଼ଃ. ପ୍ରମୋଦ କୁମାର ମହାପାତ୍ର ଅଧ୍ୟାପକ -ପୀତବାସ ମେହେର, ପଲ୍ଲୀବିକାଶ ଉଚ୍ଚ ବିଦ୍ୟାଳୟ ର ସହକାରୀ ଶିକ୍ଷକ ମୃତ୍ୟୁଞ୍ଜୟ ସାହୁ ଯୋଗଦେଇଥିଲେ!

ସମସ୍ତ ଅତିଥି ଛାତ୍ର ଛାତ୍ରୀ ଙ୍କ ଉଜ୍ବଳ ଭବିଷ୍ୟତ କାମନା କରିବା ସହିତ ସମାଜ ରେ ସୁ ନାଗରିକ ହୋଇ ନିଜର ଖ୍ୟାତି ଅର୍ଜନ କରିବା ପାଇଁ ପରାମର୍ଶ ଦେଇଥିଲେ!ଇତିହାସ ବିଭାଗ ର ଅଧ୍ୟାପକ ସୁରେଶ୍ୱର ଯୋଶୀ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ ସହିତ ଧନ୍ୟବାଦ ଅର୍ପଣ କରିଥିଲେ!

Related Post

ସଦଗୁରୁ ଶ୍ରୀ ଶ୍ରୀ ଅର୍ଜୁନଙ୍କ ୫୭ତମ ସିଦ୍ଧି ଦିବସ ପାଳିତ

Posted by - April 15, 2023 0
ମୁନିଗୁଡା ;(ରମାକାନ୍ତ ପୋଢଳ) ୧୪/୦୩ ଶୁକ୍ରବାର ମହା ବିଷୁବ (ପଣା) ସଂକ୍ରାନ୍ତି ର ପବିତ୍ର ଦିବସର ସନ୍ଧ୍ୟାରେ ଦିବ୍ୟ ଦର୍ଶନ ସଂଘ ପ୍ରତିଷ୍ଠାତା ସଦଗୁରୁ ଶ୍ରୀ ଶ୍ରୀ…

ଜିଲ୍ଲା ପରିଷଦ ଉପାଧ୍ଧକ୍ଷାଙ୍କ ଟିଟିଲାଗଡ ବ୍ଲକ ଗସ୍ତ,ଉନ୍ନୟନ ମୂଳକ କାର୍ଯ୍ୟର କଲେ ତଦାରଖ

Posted by - April 11, 2023 0
ଟିଟିଲାଗଡ:(ସଞ୍ଜୟ କୁମାର ନାୟକ)ମଙ୍ଗଳବାର ଦିନ ଅପରାହ୍ନରେ ଜିଲ୍ଲା ପରିଷଦ ଉପାଦ୍ଧକ୍ଷା ଶ୍ରୀମତି ମିଥିଳା ମାଝୀ ଟିଟିଲାଗଡ ଗସ୍ତରେ ଆସିଥିଲେ। ଟିଟିଲାଗଡ ବ୍ଲକ କାର୍ଯ୍ୟାଳୟରେ ଏକ ବୈଠକ ବ୍ଲକ…

ଅସହାୟ ମହିଳାଙ୍କୁ ସିଲେଇ ଉପକରଣ ସହ ପାଞ୍ଚ ହଜାର ଟଙ୍କା ସହାୟତା ପ୍ରଦାନ କଲେ ବୌଦ୍ଧ ଜିଲ୍ଲାପାଳ

Posted by - March 11, 2023 0
ବୌଦ୍ଧ:(ଚିତ୍ତରଞ୍ଜନ ସିଂହ)ବୌଦ୍ଧ ସହରସ୍ଥିତ ଗାଈଗୋଠ ପଡ଼ିଆ ମାଳିସାହି ଗ୍ରାମର ଅସହାୟ ଅନିତା ଠେଲାଙ୍କୁ ଶୁକ୍ରବାର ଦିନ 3ଘଣ୍ଟା ସମୟରେ ବୌଦ୍ଧ ଜିଲ୍ଲାପାଳ ସତ୍ୟ ରଞ୍ଜନ ସାହୁ ଜିଲ୍ଲା…

ଟାଟା ଏସି କୁ ଧକ୍କା ଦେଲା ଟ୍ରକ, ଜଣେ ମୃତ, ଟ୍ରକ ଡ୍ରାଇଭର ଫେରାର, 5ଘଣ୍ଟା ଜାତୀୟ ରାଜପଥ ଅବରୋଧ

Posted by - March 4, 2023 0
ବୌଦ୍ଧ:(ଚିତ୍ତରଞ୍ଜନ ସିଂହ)ଖୋର୍ଦ୍ଧା -ବଲାଙ୍ଗୀର 57ନମ୍ବର ଜାତୀୟ ରାଜପଥ ପୁରୁଣାକଟକ ଥାନା ଅଡ଼େନିଗଡ଼ ଫାଣ୍ଡି ଅଧିନସ୍ତ ମାଧପୁର ବନଦୁର୍ଗା ମନ୍ଦିର ନିକଟରେ ଶନିବାର ପୂର୍ବାହ୍ନ ରେ ଏକ ଟାଟା…