Breaking News
9:02 amବାହାନଗା ଟ୍ରେନ ଦୁର୍ଘଟଣା: ମୃତକଙ୍କ ଚିହ୍ନଟ ପାଇଁ ଅନ୍ୟ ହସ୍ପିଟାଲ ନଯାଇ କେବଳ ଏମ୍ସ ଯିବାକୁ ସୂଚନା ଦେଲା ପୂର୍ବତଟ ରେଳପଥ 8:51 amସ୍ବାଭାବିକ ହୋଇପାରୁନି ଟ୍ରେନ୍‌ ସେବା, ଆଜି ୯ ଟ୍ରେନ୍‌ ବାତିଲ୍‌ ରହିବ ଦୁର୍ଘଟଣା ସ୍ଥଳରେ କମୁଛି ଟ୍ରେନ୍‌ ବେଗ 8:19 pmରେଳ ଦୁର୍ଘଟଣାରେ ମୃତ ଓ ଆହତଙ୍କୁ ଉଦ୍ଧାର କରି ଆସିବା ପରେ ବଦଳିଯାଇଛି ଉଦ୍ଧାରକାରୀଙ୍କ ସ୍ବଭାବ: ଏନଡିଆରଏଫର ମହାନିର୍ଦ୍ଦେଶକ 5:54 pmବ୍ରହ୍ମପୁର : ଏକ୍ସପ୍ରେସରେ ଧୂଆଁ ;ସିକନ୍ଦରାବାଦ୍‌‌-ଅଗରତାଲା ଏକ୍ସପ୍ରେସ ବି-୫ ବଗିରେ ଧୂଆଁ ଦେଖି ମଙ୍ଗଳବାର ଯାତ୍ରୀ ଭୟଭୀତ ହୋଇ ଯାଇଥିଲେ । ଦୀର୍ଘ ୪୫ ମିନିଟ୍‌‌ ପରେ ଗଡିଲା ଟ୍ରେନ୍‌‌ 5:51 pmବାହନଗା ଟ୍ରେନ୍‌ ଦୁର୍ଘଟଣାରେ ଆହତଙ୍କୁ ଏସ୍‌ସିବିରେ ଭେଟି ଆଶୁ ଆରୋଗ୍ୟ କାମନା କଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ଵିଷମ କଟକରେ ଯୁଗ୍ମ ଅଭିଯୋଗ ଶୁଣାଣି

108 0

ମୁନିଗୁଡା :୨୨/୦୫ (ରମାକାନ୍ତ ପୋଡାଳ )ଆଜି ଵିଷମ କଟକ ବ୍ଲକ କାର୍ଯ୍ୟାଳୟ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନ ଯୋଗଦେଇ ମୋଟ ୧୪ ଟି ଅଭିଯୋଗ ଗ୍ରହଣ କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଅଭିଯୋଗ ଗୁଡିକର ତୁରନ୍ତ ଫଇସଲା କରିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଆଜିର ୧୪ ଟି ଅଭିଯୋଗ ମଧ୍ୟରୁ୮ ଟି ବ୍ୟକ୍ତିଗତ ଓ ୬ ଟି ସାମୁହିକ ଅଭିଯୋଗ ଦାଖଲ ହୋଇଥିଲା ।। ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବିବେକାନନ୍ଦ ଶର୍ମା, ଜିଲ୍ଲା ଉପ ଚିକିତ୍ସା ଅଧିକାରୀ ଡାକ୍ତର ବି ଏଲ୍ ଏନ୍ ପୃଷ୍ଟି, ପ୍ରକଳ୍ପ ପ୍ରଶାସକ ଶ୍ରୀମତୀ ଶାନ୍ତିପ୍ରଭା ବେହେରା ପ୍ରମୁଖ ଅଭିଯୋଗ ଗୁଡିକ ଶୁଣାଣି କରିଥିଲେ ।

ଆଜିର ଏହି ଅଭିଯୋଗ ଶୁଣାଣୀରେ,ଵିଷମ କଟକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସଦାଶିବ ନାୟକ , ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଅଶୋକ ଶତପଥି, ଜିଲ୍ଲା ଶିକ୍ଷା ଉପ ଅଧିକାରୀ ଶ୍ରୀ ଭାଜନ ଲାଲ ମା ଝି, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସୁରେନ୍ଦ୍ର ଗମାଙ୍ଗ , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଯାଜ୍ଞସେନି ବେହେରା,ଉପଖଣ୍ଡ ଆରକ୍ଷୀ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ ।

Related Post

୪ ଦଫା ଦାବିରେ ରାଷ୍ଟ୍ରପତି ଙ୍କ ଉଦ୍ଦେଶ୍ୟ ରେ ଏକ ଦାବି ପତ୍ର ଜିଲାପାଳ ଙ୍କୁ ପ୍ରଦାନ

Posted by - April 4, 2023 0
ଯାଜପୁର:୪ ଦଫା ଦାବିରେ   ଉତ୍କଳ ସେବା ନିବୃତ୍ତ ସେନାନୀ ସଂଘ ଓଡ଼ିଶା  ଯାଜପୁର ଶାଖା ତରଫରୁ 4 ଦଫା ଦାବିରେ ରାଷ୍ଟ୍ରପତି ଙ୍କ ଉଦ୍ଦେଶ୍ୟ ରେ ଏକ…

ଚନ୍ଦ୍ରଶେଖର ପାଠାଗାର ପ୍ରାକ୍ତନ ସଭାପତି ଅଶୋକ ମିଶ୍ର ଙ୍କ ପରଲୋକ

Posted by - April 26, 2022 0
ସୋନପୁର:(ଅଜିତ କୁମାର ପୁଜାହାରୀ)ସୁବର୍ଣ୍ଣପୁର ଜିଲ୍ଲାର ର ସର୍ବ ପୁରାତନ କ୍ଳବ ତଥା ଚନ୍ଦ୍ରଶେଖର ପାଠାଗାର ର ପ୍ରାକ୍ତନ ସଭାପତି ଓ ମା ଭଗବତୀ ପୀଠ ମେନେଜିଙ୍ଗ କମିଟି…

କୋରାପୁଟ ଦାମନଯୋଡ଼ିରେ ମୁହାଁମୁହିଁ ହୋଇଛନ୍ତି ପୁଲିସ୍‌-ବିସ୍ଥାପିତ

Posted by - March 21, 2021 0
କୋରାପୁଟ : କୋରାପୁଟ ଦାମନଯୋଡ଼ିରେ ମୁହାଁମୁହିଁ ହୋଇଛନ୍ତି ପୁଲିସ୍‌-ବିସ୍ଥାପିତ । ବିସ୍ଥାପିତଙ୍କ ଢେଲା ମାଡ଼ରେ ପୁଲିସ୍‌ ଗାଡ଼ି ଭାଙ୍ଗି ରୁଜି ଯାଇଥିବା ବେଳେ ସ୍ଥିତି ନିୟନ୍ତ୍ରଣ କରିବାକୁ…

କନିଷ୍ଟ ଶିକ୍ଷକ ପଦବୀ ପାଇଁ ଚାଲିଛି ଲାଞ୍ଚ,କୁ ମାଥିଲି ବ୍ଲକ ଶିକ୍ଷା ଅଧିକାରୀ ଙ୍କ ଖଣ୍ଡନ

Posted by - August 15, 2021 0
ମାଥିଲି :(ଅବଦୁଲ ଗନି)ଗତ ଅଗଷ୍ଟ ୧୩ ତାରିଖ ରେ କନିଷ୍ଟ ଶିକ୍ଷକଙ୍କ  ଠାରୁ ଲାଞ୍ଚ କାରବାର ଚାଲିଥିବା ଖବର ପ୍ରକାଶିତ ହୋଇଥିଲା।ଏହି ପରିପେଖି ରେ  ବ୍ଲକ ଶିକ୍ଷା…