କଟକ ବକ୍ସଡ୍ରେନ୍ ଟ୍ରାଜେଡି ଘଟଣା: ୨ ସହକାରୀ ଯନ୍ତ୍ରୀ ନିଲମ୍ବିତ। ସହକାରୀ ଯନ୍ତ୍ରୀ ସଂଜୀବ ପ୍ରଧାନ ଓ ଦିଲୀପ ସାହୁ ନିଲମ୍ବିତ। କର୍ତ୍ତବ୍ୟରେ ଅବହେଳା ନେଇ ନିଲମ୍ବନ କଲା ନଗର ଉନ୍ନୟନ ବିଭାଗ,ଗମାଡିଆ ପାଖରେ ପାଇପ୍ ସନ୍ଧିରେ ଖସିପଡ଼ି ନାବାଳିକାର ମୃତ୍ୟୁ ହୋଇଥିଲା

38 0

Related Post