ବାହାନଗା ଉଚ୍ଚ ବିଦ୍ୟାଳୟର ଭଙ୍ଗା କାମ ଆରମ୍ଭ, କରମଣ୍ଡଳ ଦୁର୍ଘଟଣାରେ ଅସ୍ଥାୟୀ ଶବାଗାର ପାଲଟିଥିବା ବାହାନଗା ହାଇସ୍କୁଲକୁ ନେଇ ଛାତ୍ରଛାତ୍ରୀ, ସ୍ଥାନୀୟ ଜନସାଧାରଣ ଓ ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ପ୍ରବଳ ଭୟ ପାଲଟି ଥିଲା,ଶ୍ରେଣୀ ଗୃହଗୁଡ଼ିକୁ ସମ୍ପୂର୍ଣ୍ଣ ଭାଙ୍ଗି ସେଠାରେ ନୂତନ କୋଠା ତିଆରି କରାଯିବ :- ବାଲେଶ୍ବର ଜିଲ୍ଲାପାଳ

87 0

Related Post