Breaking News
9:17 pmତିଗିରିଆ: ତିଗିରିଆ ତହସିଲ ଅନ୍ତର୍ଗତ କୋଇଲିକନ୍ୟା ଗ୍ରାମର ଅଖା ବ୍ୟବସାୟୀ ପ୍ରହଲ୍ଲାଦ ମନ୍ତ୍ରୀଙ୍କ ଗୋଦାମ ଗୃହରେ ଅଗ୍ନିକାଣ୍ଡ 9:15 pmମାଲକାନଗିରି: ଜିଲ୍ଲାର ପଡ଼ିଆ ବ୍ଲକ ଅନ୍ତର୍ଗତ ଏମଭି ୫୬ ଗ୍ରାମରେ ଥିବା ଏକ ଶ୍ରମିକ କ୍ୟାମ୍ପରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଚଢ଼ଉ 9:15 pmମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲାରେ ଜଣେ ମାଓବାଦୀକୁ ପୁଲିସ ଗିରଫ କରିଛି। ତାଠାରୁ ବହୁ ବିସ୍ଫୋରକ ସାମଗ୍ରୀ ଜବତ 9:14 pmବିବାଦ ଭିତରେ ଅକ୍ଟୋବର ୫ ତାରିଖରେ କରାଯିବ ମହାପ୍ରଭୁଙ୍କ ବନକଲାଗି ନୀତି। ସୂଚନା ଦେଲେ ଦତ୍ତ ମହାପାତ୍ର ଓ ମୁଦୁଲି ନିଯୋଗର କର୍ତ୍ତୃପକ୍ଷ । ଏକ ମାସ ଧରି ବନ୍ଦ ରହିଛି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର 10:21 amସିସୋର ଚିଟଫଣ୍ଡ ମାମଲା: ପ୍ରଭାତ ବିଶ୍ବାଳ ଓ ତାଙ୍କ ପତ୍ନୀଙ୍କ ନାମରେ ହେଲା ଚାର୍ଜ ଫ୍ରେମ

ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ମଧ୍ୟାହ୍ନ ଭୋଜନ ପାଚିକା ଓ ସହାୟିକା ମାନଙ୍କ ଦିଗଦର୍ଶନ କାର୍ଯ୍ୟକ୍ରମ

72 0

ବୌଦ୍ଧ: (ଚିତ୍ତରଞ୍ଜନ ସିଂହ)ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ଆଜି ମଧ୍ୟାହ୍ନ ଭୋଜନ ପାଚିକା ଓ ସହାୟିକା ମାନଙ୍କ ଦିଗଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଜିଲାପାଳ ସତ୍ୟରଂଜନ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲାର ବିଭିନ୍ନ ଅଂଚଳରୁ ଆସିଥିବା ମଧ୍ୟାହ୍ନ ଭୋଜନ ପାଚିକା ଓ ସହାୟିକା ମାନେ ଅଂଶଗ୍ରହଣ କରିଥିଲେ ।

ମଧ୍ୟାହ୍ନ ଭୋଜନ ପରିଚାଳନାରେ ପାଚିକା ଓ ସହାୟିକା ମାନଙ୍କ ରହିଥିବା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ନେଇ ଜିଲାପାଳ ଦିଗଦର୍ଶନ ପ୍ରଦାନ କରିଥିଲେ । ଦିଗଦର୍ଶନ କାର୍ଯ୍ୟକ୍ରମ ରେ ମଧ୍ୟାହ୍ନ ଭୋଜନ ପାଚିକା ଓ ସହାୟିକା ମାନେ ନିଜ ନିଜ ଅନୁଭବକୁ ପ୍ରକାଶ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ଦିଗଦର୍ଶନ କାର୍ଯ୍ୟକ୍ରମରେ ଆଭାସୀ ମାଧ୍ୟମରେ ସମସ୍ତେ ସାମିଲ ହୋଇଥିଲେ ।

ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର‌୍ୟ ଭଞ୍ଜନ ମଦନ ମୋହନ ପାତ୍ର, ଜିଲାପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ଅଶ୍ୱିନି କୁମାର ମେହେର, ଅତିରିକ୍ତ ଶିକ୍ଷା ଜିଲା ଅଧିକାରୀ ଘନଶ୍ୟାମ ମେହେର, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକନ୍ତି ବଳିୟାରସିଂହ ପ୍ରମୁଖ ଯୋଗଦେଇଥିଲେ ।

Related Post

ନିଜ ଜାଲରେ ନିଜେ ଶିକାର,ଇଲେକ୍ଟ୍ରକ ରେ ଶିକାର କରିବା ନିଜ ପାଇଁ ହେଲା କାଳ

Posted by - February 12, 2023 0
ହରଭଙ୍ଗା :୧୦/୦୨( ଚିତ୍ତରଞ୍ଜନ ସିଂ)ଇଲେକ୍ଟ୍ରିକ ରେ ଶିକାର କରିବା ଶିକାରୀକୁ ହେଲା କାଳ!ଶିକାର କରିବାକୁ ଯାଇ ଶିକାରୀ ନିଜେ ଶିକାର!ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ ଙ୍କ କଲମପୁର ବ୍ଲକଅଞ୍ଚଳଗସ୍ତବିଭିନ୍ନଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

Posted by - June 13, 2022 0
ଭବାନୀପାଟଣା:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ) କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ପୁଷ୍ପେନ୍ଦ୍ର ସିଂହ ଦେଓ ଆଜି କଲମପୁର ବ୍ଲକ ଗସ୍ତକରି ବିଭିନ୍ନ କାର୍ଯ୍ୟସ୍ଥଳୀ…

ଲିପସା ଧର ସମ୍ମାନିତ

Posted by - November 10, 2022 0
ସମ୍ବଲପୁର : (ରମାକାନ୍ତ ବିଶ୍ୱାଲ) ଗତକାଲି ଯୁଯୋମୁରା ଡଙ୍ଗାପାଳ ଠାରେ ଅନୁଷ୍ଠିତ ନାବକେଳି ମହୋତ୍ସବ ଉଦଯାପନି ଉତ୍ସବରେ ମାଟ୍ରିକରେ ସର୍ବାଧିକ ନମ୍ବର ରଖି କୃତିତ୍ୱ ଅର୍ଜନ କରିଥିବା…

ଖପ୍ରାଖୋଲ ଅଂଚଳରେ ମନ୍ଦିର ମାନଙ୍କରୁ ଚୋରି ରୋକିବାକୁ ବିଜେପି ତରଫରୁ ଥାନା ଆରକ୍ଷୀ ଅଧିକ୍ଷକ ଙ୍କ ଉଦେଶ୍ୟରେ ଦାବିପତ୍ର

Posted by - May 20, 2022 0
ଖପ୍ରାଖୋଲ: ୨୦/୫(ତାପସ ରଞ୍ଜନ ବେହେରା) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଂଚଳରେ କିଛିଦିନ ହେଲା ମନ୍ଦିର ମାନଙ୍କରୁ ଚୋରୀ ହେଉଛି। ଘଟଣା ର ତଦନ୍ତ କରି ଚୋର…

ସାଇନିଂ ୱାର୍ଲଡ ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବ ପାଳିତ

Posted by - December 19, 2022 0
ଭବାନୀପାଟଣା:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)କଳାହାଣ୍ଡି ଜିଲ୍ଲାର ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନର ପ୍ରଥମ ବାର୍ଷିକ ଉତ୍ସବ ମହାସମାରୋହର ସହ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମ ର ମୁଖ୍ୟ…