ସାଂସଦ ଏବଂ ବିଧାୟକଙ୍କ ଦ୍ୱାରା ବେଲଗୁଣ୍ଠାର ଛଅଟି ଅଙ୍ଗନୱାଡ଼ି କେନ୍ଦ୍ର ଉଦ୍‌ଘାଟିତ

45 0

ବେଲଗୁଣ୍ଠା:୧୭/୦୬ (ସୁଶାନ୍ତ କୁମାର ବେହେରା ) ଆସିକା ସାଂସଦ ପ୍ରମିଳା ବିଷୋୟୀ ଏବଂ ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁଙ୍କ ଦ୍ୱାରା ବେଲଗୁଣ୍ଠା ସ୍ଥିତ ପାଞ୍ଚ ନମ୍ବର୍, ଛଅ ନମ୍ବର୍, ସାତ ନମ୍ବର୍, ଆଠ ନମ୍ବର୍, ଦଶ ନମ୍ବର୍ ଓ ତେର ନମ୍ବର୍ ୱାର୍ଡ୍ ରେ ଛଅଟି ଅଙ୍ଗନୱାଡ଼ି କେନ୍ଦ୍ରକୁ ଅନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ ।

ଏହି ଅବସରରେ ବିଧାୟକ ଶ୍ରୀ ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅଙ୍ଗନୱାଡ଼ି କେନ୍ଦ୍ରର ଅଙ୍ଗନୱାଡ଼ି କେନ୍ଦ୍ରରେ ଛାତ୍ରଛାତ୍ରୀ ବସିବା ପାଇଁ ଯେଉଁ ଅସୁବିଧା ଥିଲା ତାହା ଦୂର ହୋଇପାରିଛି ଏବଂ ଆଗାମୀ ଦିନରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ନବୀନ ସରକାର ପ୍ରତିଶୃ୍ତି ବଦ୍ଧ ବୋଲି ସେ ପ୍ରକାଶ କରିଥିଲେ ।

ଏହି ଅବସରରେ ବେଲଗୁଣ୍ଠା ଗୋଷ୍ଠୀ ଉନ୍ନୟନ ଅଧିକାରୀ ରୋଶନ୍ ଶତପଥୀ,ସିଡିପିଓ ଗାୟତ୍ରୀ ମିଶ୍ର, ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରଶାନ୍ତ କୁମାର ନାୟକ, ଉପାଧ୍ୟକ୍ଷା ପ୍ରମିଳା ପ୍ରଧାନ, ନଗରପାଳ ଫିରୋଜ କୁମାର ସେଠୀ,ଉପନଗରପାଳ ଟି.ବବିତା କୁମାରୀଙ୍କ ସମେତ ସମସ୍ତ କାଉନସିଲର୍,ବିଭିନ୍ନ ପଂଚାୟତର ସରପଞ୍ଚ,ସମିତିସଭ୍ୟ,, ଜିଲ୍ଲାପରିଷଦ ସଭ୍ୟଙ୍କ ସମେତ ବହୁ ଜନ ସାଧାରଣ ଯୋଗଦେଇଥିଲେ ।

Related Post

ବିଶ୍ଵ ସ୍ତନ୍ୟପାନ ସପ୍ତାହ ପାଳନ

Posted by - August 5, 2021 0
ନବରଙ୍ଗପୁର:( ବେଣୁ ଗୋପାଳ ରାଓ )ଅପପୃଷ୍ଟି ଓ ଶିଶୁ ମୃତ୍ୟୁ ହାରକୁ ରୋକିବା ଦିଗରେ ସ୍ତନ୍ୟପାନ ର ଏକ ଗୁରୁତ୍ଵ ପୂର୍ଣ୍ଣ ଭୂମିକା ରହିଛି । ସ୍ତନ୍ୟପାନ…

ଖୁଣ୍ଟିଗୋରା ପଞ୍ଚାୟତ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଶୁଣାଣୀ ଶିବର

Posted by - May 29, 2023 0
ବୌଦ୍ଧ:(ଚିତ୍ତରଞ୍ଜନ ସିଂହ)ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଖୁଣ୍ଟିଗୋରା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ବୌଦ୍ଧ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଓ…

ପୋଲିସ ପକ୍ଷରୁ କୋରନା ସମ୍ପର୍କରେ ଲୋକଙ୍କୁ ସଚେତନ

Posted by - December 2, 2021 0
ଯାଜପୁର (ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ପୋଲିସ ପକ୍ଷରୁ କୋରନା ସମ୍ପର୍କରେ ଲୋକଙ୍କୁ ସଚେତନ କରାଯାଇଛି। ଆଗକୁ କୋରନା ସଂକ୍ରମଣ ର ଆଶଙ୍କା ରହିଥିବାରୁ ମାନସାପୋଲ ନିକଟରେ…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ସେବା ଦିବସ ଉପଲକ୍ଷେ ରକ୍ତଦାନ ଶିବିର ଅନୁଷ୍ଠିତ

Posted by - September 18, 2022 0
ମୁନିଗୁଡା : (ରମାକାନ୍ତ ପଡାଲ) ଭାରତର ଯସସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିନ ଅବସରରେ ରାୟଗଡା ଜିଲ୍ଲା ମୁନିଗୁଡା ଶୌଣ୍ଢିକ ମଙ୍ଗଳ ଭବନ ପରିସରରେ ଭାରତୀୟ…

ଟ୍ରାନ୍ସଫର୍ମର ଚୋରି ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତି ଗୁରୁତର

Posted by - November 19, 2021 0
କାଶୀପୁର;(ଅଞ୍ଜନ କୁମାର ନାଏକ)ରାୟଗଡା ଜିଲ୍ଲା, କାଶୀପୁର ଥାନା ଅନ୍ତର୍ଗତ ପରଜା ଶିଳା ଗାଁ ଠାରେ ବୁଧବାର ବିଳମ୍ବିତ ରାତ୍ରିରେ କିଛି ଦୁର୍ବୁତ୍ତ ଏକ ଟ୍ରାନ୍ସଫର୍ମର କୁ ଚୋରି…