Breaking News
9:17 pmତିଗିରିଆ: ତିଗିରିଆ ତହସିଲ ଅନ୍ତର୍ଗତ କୋଇଲିକନ୍ୟା ଗ୍ରାମର ଅଖା ବ୍ୟବସାୟୀ ପ୍ରହଲ୍ଲାଦ ମନ୍ତ୍ରୀଙ୍କ ଗୋଦାମ ଗୃହରେ ଅଗ୍ନିକାଣ୍ଡ 9:15 pmମାଲକାନଗିରି: ଜିଲ୍ଲାର ପଡ଼ିଆ ବ୍ଲକ ଅନ୍ତର୍ଗତ ଏମଭି ୫୬ ଗ୍ରାମରେ ଥିବା ଏକ ଶ୍ରମିକ କ୍ୟାମ୍ପରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଚଢ଼ଉ 9:15 pmମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲାରେ ଜଣେ ମାଓବାଦୀକୁ ପୁଲିସ ଗିରଫ କରିଛି। ତାଠାରୁ ବହୁ ବିସ୍ଫୋରକ ସାମଗ୍ରୀ ଜବତ 9:14 pmବିବାଦ ଭିତରେ ଅକ୍ଟୋବର ୫ ତାରିଖରେ କରାଯିବ ମହାପ୍ରଭୁଙ୍କ ବନକଲାଗି ନୀତି। ସୂଚନା ଦେଲେ ଦତ୍ତ ମହାପାତ୍ର ଓ ମୁଦୁଲି ନିଯୋଗର କର୍ତ୍ତୃପକ୍ଷ । ଏକ ମାସ ଧରି ବନ୍ଦ ରହିଛି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର 10:21 amସିସୋର ଚିଟଫଣ୍ଡ ମାମଲା: ପ୍ରଭାତ ବିଶ୍ବାଳ ଓ ତାଙ୍କ ପତ୍ନୀଙ୍କ ନାମରେ ହେଲା ଚାର୍ଜ ଫ୍ରେମ

ଯୋଗୀମୁଣ୍ଡା ରେ ବିଜେପିର ନିର୍ବାଚନ ମଣ୍ଡଳୀ ସ୍ତରୀୟ ସଂଯୁକ୍ତା ମୋର୍ଚ୍ଚା ସମାବେଶ

76 0

ଯୋଗଦେଲେ ଶତାଧିକ କଂଗ୍ରେସ ଓ ବିଜେଡି କର୍ମୀ
ଖପ୍ରାଖୋଲ:(ତାପସ ରଞ୍ଜନ ବେହେରା)ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ବ୍ଲକ ଯୋଗୀମୁଣ୍ଡା ବଜାର ପଡ଼ିଆରେ ବିଜେପି ନିର୍ବାଚନ ମଣ୍ଡଳୀ ସ୍ତରୀୟ ଜନସମ୍ପର୍କ ଅଭିଯାନ ତଥା ସଂଯୁକ୍ତା ମୋର୍ଚା ସମାବେଶ ସୋମବାର ଅନୁଷ୍ଠିତ ହୋଇଥିଲା।

ଯୋଗୀମୁଣ୍ଡ ମଣ୍ଡଳ ସଭାପତି ସ୍ୱରୂପା ପରୁଆ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାବେଶ ରେ ମୁଖ୍ୟ ଅତିଥି ରୂପେ ବଲାଙ୍ଗିର ଲୋକସଭା ସାଂସଦ ସଙ୍ଗୀତା କୁମାରୀ ସିଂଦେଓ, ସମ୍ମାନିତ ଅତିଥି ରୂପେ ପାଟଣାଗଡ ପୂର୍ବତନ ବିଧାୟକ କନକ ବର୍ଦ୍ଧନ ସିଂହଦେଓ, ଜିଲ୍ଲା ସଭାପତି ଶିବାଜୀ ମହାନ୍ତି, ସାଧାରଣ ସମ୍ପାଦକ ଶ୍ରୀବତ୍ସ ବେହେରା, ବେଲପଡା ବ୍ଲକ ଜିଲ୍ଲା ପରିଷଦ ସଦସ୍ୟା ଅନିମା ଦାଶ, ଶବ୍ଦ ମିର୍ଦ୍ଧା, ନାରୀ ନେତ୍ରୀ ବୈଜୟନ୍ତି ପାଣିଗ୍ରାହୀ, କିଶନ ମୋର୍ଚ୍ଚା ସଭାପତି ମାଧବ ସାଏ ପ୍ରମୁଖ ଯୋଗଦେଇ କେନ୍ଦ୍ର ସରକାରଙ୍କ ସଫଳତା ଉପରେ ଆଲୋକପାତ କରିବା ସହ ସଙ୍ଗଠନ କୁ ସୁଦୃଢ଼ କରିବା କୁ ଆହ୍ଵାନ ଦେଇଥିଲେ।

ଏହି ଅବସରରେ ବେଳପଡା ଅଞ୍ଚଳର ବିଶିଷ୍ଟ ଆଦିବାସୀ ନେତା ବସନ୍ତ ମାଝୀ ଙ୍କ ନେତୃତ୍ବରେ ଶତାଧିକ କଂଗ୍ରେସ ଓ ବିଜେଡି କର୍ମୀ ବିଜେପି ରେ ଯୋଗ ଦେଇଥିଲେ। ଅତିଥି ମାନେ ଫୁଲ ମାଳ ଓ ଦଳୀୟ ଗାମୁଛା ଦେଇ ସ୍ବାଗତ କରିଥିଲେ। ସମାବେଶ ରେ ପାଟଣାଗଡ ନିର୍ବାଚନ ମଣ୍ଡଳୀ ର ଅନେକ ଦଳୀୟ କର୍ମୀ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ବରିଷ୍ଠ କାର୍ଯ୍ୟକର୍ତ୍ତା କୁନୁ ମୁଣ୍ଡା ପରିଚାଳନା କରିଥିଲେ।

Related Post

ନାବାଳିକା ଅପହରଣ, ଦୁଷ୍କର୍ମ ଓ ହତ୍ୟା ପ୍ରତିବାଦରେ କଂଗ୍ରେସ ପକ୍ଷରୁ ଏସ.ପି ଅଫିସ ସମ୍ମୁଖରେ ଗଣଧାରଣା

Posted by - December 22, 2020 0
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ରାଜ୍ୟରେ ନାରୀ ନିର୍ଯ୍ୟାତନା, ନାବାଳିକା ଅପହରଣ, ଦୁଷ୍କର୍ମ ଓ ହତ୍ୟା ପ୍ରତିବାଦରେ କଂଗ୍ରେସ ପକ୍ଷରୁ ଆଜି ରାଜ୍ୟର ସବୁ ଏସ.ପି ଅଫିସ…

ବୌଦ୍ଧ ଜିଲ୍ଲା କଂଗ୍ରେସ ର ହଡତାଳ

Posted by - November 13, 2021 0
ବୌଦ୍ଧ(ସମରେଶ ମିଶ୍ର )ଜିଲ୍ଲା କଂଗ୍ରେସ ର ସଭାପତି ଶ୍ରୀ ନବ କୁମାର ମିଶ୍ର ଙ୍କ ଆହ୍ୱାନ କ୍ରମେ ବୌଦ୍ଧ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ କଂଗ୍ରେସ କର୍ମୀ ମାନେ…

ପର୍ଲା ଠାରେ ଭାଜପା ପକ୍ଷରୁ ମୋ ଦେଶ ମୋ ମାଟି କାର୍ଯ୍ୟ କ୍ରମ ଅନୁଷ୍ଠିତ

Posted by - September 7, 2023 0
ଧର୍ମଗଡ଼:( ହେମନ୍ତ କୁମାର ମାଝୀ)କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ପର୍ଲା ଠାରେ ମୋ ଦେଶ ମୋ ମାଟି କାର୍ଯ୍ୟକ୍ରମ ଜିଲ୍ଲା ଉପ ସଭାପତି ଲକ୍ଷ୍ମୀ କାନ୍ତ ବାଗ ଙ୍କ…

ତିର୍ତ୍ତୋଲରେ ଉପନିର୍ବାଚନ ପୂର୍ବରୁ କଂଗ୍ରେସକୁ ଧକ୍କା, ହାତ ଛାଡ଼ି ଶଙ୍ଖ ଧରିଲେ ଶତାଧିକ କଂଗ୍ରେସ କର୍ମୀ

Posted by - October 27, 2020 0
ବ୍ବୁବନେଶ୍ବର:ଜଗତସିଂହପୁର ତିର୍ତ୍ତୋଲରେ ଉପନିର୍ବାଚନ ପୂର୍ବରୁ କଂଗ୍ରେସକୁ ଧକ୍କା । ହାତ ଛାଡ଼ି ଶଙ୍ଖ ଧରିଲେ ଶତାଧିକ କଂଗ୍ରେସ କର୍ମୀ । ଜଗନ୍ନାଥପୁର ପଞ୍ଚାୟତ ମୁକଳ ଗ୍ରାମ ୱାର୍ଡ…