ବୌଦ୍ଧ:(ଚିତ୍ତରଞ୍ଜନ ସିଂହ)ବୌଦ୍ଧ ଜିଲ୍ଲାର ସଂଗ୍ରହାଳୟ ପରିସରରେ ବୁଧବାର ସକାଳ 9 ଘଣ୍ଟା 30ମିନିଟ ଘଣ୍ଟା ସମୟରେ ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲା ସଂଗ୍ରହାଳୟରେର ଉନ୍ନତି ପାଇଁ ଆଲୋଚନା ହୋଇଥିଲା ।
ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର୍ୟ ଭଞ୍ଜନ ମୋଦନ ମୋହନ ପାତ୍ର,ଜିଲ୍ଲା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶ୍ୱନି କୁମାର ମେହେର,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିଆରସିଂ, ଜିଲ୍ଲା ମତ୍ସ୍ୟ ଅଧିକାରୀ ଲିପ୍ସା ପଟ୍ଟନାୟକ,ବୌଦ୍ଧ ତହସିଲଦାର ପ୍ରୀତିବାଳା ରଣା,ବୌଦ୍ଧ ବିଡିଓ ଅଭିନାଶ ପାଣ୍ଡିଆ ପ୍ରମୁଖ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।