Breaking News
9:17 pmତିଗିରିଆ: ତିଗିରିଆ ତହସିଲ ଅନ୍ତର୍ଗତ କୋଇଲିକନ୍ୟା ଗ୍ରାମର ଅଖା ବ୍ୟବସାୟୀ ପ୍ରହଲ୍ଲାଦ ମନ୍ତ୍ରୀଙ୍କ ଗୋଦାମ ଗୃହରେ ଅଗ୍ନିକାଣ୍ଡ 9:15 pmମାଲକାନଗିରି: ଜିଲ୍ଲାର ପଡ଼ିଆ ବ୍ଲକ ଅନ୍ତର୍ଗତ ଏମଭି ୫୬ ଗ୍ରାମରେ ଥିବା ଏକ ଶ୍ରମିକ କ୍ୟାମ୍ପରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଚଢ଼ଉ 9:15 pmମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲାରେ ଜଣେ ମାଓବାଦୀକୁ ପୁଲିସ ଗିରଫ କରିଛି। ତାଠାରୁ ବହୁ ବିସ୍ଫୋରକ ସାମଗ୍ରୀ ଜବତ 9:14 pmବିବାଦ ଭିତରେ ଅକ୍ଟୋବର ୫ ତାରିଖରେ କରାଯିବ ମହାପ୍ରଭୁଙ୍କ ବନକଲାଗି ନୀତି। ସୂଚନା ଦେଲେ ଦତ୍ତ ମହାପାତ୍ର ଓ ମୁଦୁଲି ନିଯୋଗର କର୍ତ୍ତୃପକ୍ଷ । ଏକ ମାସ ଧରି ବନ୍ଦ ରହିଛି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର 10:21 amସିସୋର ଚିଟଫଣ୍ଡ ମାମଲା: ପ୍ରଭାତ ବିଶ୍ବାଳ ଓ ତାଙ୍କ ପତ୍ନୀଙ୍କ ନାମରେ ହେଲା ଚାର୍ଜ ଫ୍ରେମ

ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ଯୋଗ ଦିବସ

51 0

ବେଲଗୁଣ୍ଠା:(ସୁଶାନ୍ତ କୁମାର ବେହେରା )ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ଯୋଗ ଦିବସ ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପକ ସପନ କୁମାରା ପ୍ରଧାନଙ୍କ ଆବାହକତ୍ୱରେ ପାଳିତ ହୋଇଯାଇଛି ।

ମହାବିଦ୍ୟାଳୟ ଅଧ୍ୟକ୍ଷ ଅଜିତ୍ କୁମାର ପଟ୍ଟନାୟକଙ୍କ ସଭାପତିତ୍ୱରେ ଆନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଅଧ୍ୟାପକ ଡ଼. ଗୁରୁମୂର୍ତ୍ତୀ ନାୟକ,ମୁଖ୍ୟବକ୍ତା ଭାବେ ଅଶୋକ କୁମାର ସ୍ଵାଇଁ, ଯୋଗଦେଇଥିବା ବେଳେ ସମ୍ମାନୀତ ଅତିଥି ରୂପେ ଅଧ୍ୟାପକ ଅଜୟ କୁମାର ବିଶ୍ୱାଳ ଏବଂ ସାମ୍ବାଦିକ ଶିବରାମ ଚୌଧୂରୀ ,ରଞ୍ଜିତ୍ କୁମାର ସାମଲ୍ ପ୍ରମୁଖ ମଞ୍ଚାସୀନ ରହି ଯୋଗ ଅଭ୍ୟାସ ସମ୍ପର୍କରେ ମତ ଦେଇଥିଲେ I କାର୍ଯ୍ୟକ୍ରମରେ ପଚାଶରୁ ଊର୍ଦ୍ଧ୍ଵ ଛାତ୍ରଛାତ୍ରୀ ଯୋଗଦେଇଥିଲେ I ଅଧ୍ୟାପକ ସପନ କୁମାର ପ୍ରଧାନ ଧନ୍ୟବାଦ ଜ୍ଞାପନ କରିଥିଲେ I

Related Post

ବକେୟା ପାଉଣା ମିଳୁନଥିବା କାରଣରୁ ଧର୍ମଶାଳା କୃଷକ ସାଥୀଙ୍କ ଉପ କୃଷି ନିଦେର୍ଶକଙ୍କ କାର୍ଯ୍ୟାଳୟ ଆଗରେ ଧାରଣା

Posted by - January 8, 2020 142
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)ବକେୟା ପାଉଣା ମିଳୁନଥିବା କାରଣରୁ ଧର୍ମଶାଳା କୃଷକ ସାଥୀଙ୍କ ଉପ କୃଷି ନିଦେର୍ଶକଙ୍କ କାର୍ଯ୍ୟାଳୟ ଆଗରେ ଧାରଣା । କୃଷକ ମାନଙ୍କ ନିକଟରେ ସରକାରୀ…

ବେଲଗୁଣ୍ଠା ସହରରେ ମେଗା ଚାରାରୋପଣର ଶୁଭାରମ୍ଭ

Posted by - June 18, 2021 0
ବେଲଗୁଣ୍ଠା:(ସୁଶାନ୍ତ କୁମାର ବେହେରା)ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ସହରରେ ମେଗା ଚାରାରୋପଣ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଯାଇଅଛି ।ବେଲଗୁଣ୍ଠା ଏନ୍.ଏ.ସି ପ୍ରଶାସକ ତଥା ଗଞ୍ଜାମ ଜିଲ୍ଲା ଅତିରିକ୍ତ…

କଳାହାଣ୍ଡି ର ବିଶିଷ୍ଟ ସାମ୍ବାଦିକ ମହମ୍ମଦ ଅସଲମ ଙ୍କ ବିୟୋଗରେ ଶୋକସଭା ଅନୁଷ୍ଠିତ

Posted by - December 20, 2021 0
କଳାହାଣ୍ଡି :(ନରେନ୍ଦ୍ର ନେଗୀ/ ଅର୍ଜୁନ ପଟ୍ଟନାୟକ)କଳାହାଣ୍ଡି ର ବିଶିଷ୍ଟ ଜଣାଶୁଣା ନିରପେକ୍ଷ ନିର୍ଭୀକ ସାମ୍ବାଦିକ ମହମ୍ମଦ ଅସଲମ ଙ୍କ ଅକାଳ ବିୟୋଗ ସମଗ୍ର ଓଡ଼ିଶାରେ ଶୋକର ଛାୟା…

ବୌଦ୍ଧ ପ୍ରଶାସନ ପକ୍ଷରୁ ତୃତୀୟଲିଙ୍ଗିଙ୍କୁ ପରିଚୟ ଓ ପ୍ରମାଣ ପତ୍ର ବଣ୍ଟନ

Posted by - August 19, 2021 0
ବୌଦ୍ଧ :(ଚିତ୍ତରଂଜନସିଂ)ଗତକାଲି ଦିବା୧୧ଘଣ୍ଟା ସମୟରେ ଜିଲ୍ଲାପାଳଙ୍କ ସନ୍ମିଳନୀ ରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଲଲାଟେନ୍ଦୁ ମିଶ୍ର ୧୪  ଜଣ ତୃତୀୟ ଲିଙ୍ଗି ବ୍ୟକ୍ତି ଙ୍କୁ ସମାଜର ମୁଖ୍ୟ ସ୍ରୋତରେ…

ଲୋକକଳା ବିକାଶ କେନ୍ଦ୍ର ପକ୍ଷରୁ ୩୦ ଅକ୍ସିଜେନ କନ୍ସେଣ୍ଟଟ୍ରେଟର ପ୍ରଦାନ

Posted by - July 30, 2021 0
ବୌଦ୍ଧ::(ଚିତ୍ତରଂଜନସିଂ) ଅମ୍ଳଜାନ ଅଭାବରୁ କେହି ମୃତ୍ୟୁମୁଖରେ ନପଡ଼ନ୍ତୁ , କୋରନା ର ତୃତୀୟ ଲହର ଆଶଙ୍କାରେ ବୌଦ୍ଧ ସରସରାସ୍ଥିତ ଏଲ.କେ.ବି.କେ. ସ୍ବେଚ୍ଛାସେବୀ ଅନୁଷ୍ଠାନ ମାଧ୍ୟମରେ ୟୁନାଇଟେଡ ୱେ…