Breaking News
9:17 pmତିଗିରିଆ: ତିଗିରିଆ ତହସିଲ ଅନ୍ତର୍ଗତ କୋଇଲିକନ୍ୟା ଗ୍ରାମର ଅଖା ବ୍ୟବସାୟୀ ପ୍ରହଲ୍ଲାଦ ମନ୍ତ୍ରୀଙ୍କ ଗୋଦାମ ଗୃହରେ ଅଗ୍ନିକାଣ୍ଡ 9:15 pmମାଲକାନଗିରି: ଜିଲ୍ଲାର ପଡ଼ିଆ ବ୍ଲକ ଅନ୍ତର୍ଗତ ଏମଭି ୫୬ ଗ୍ରାମରେ ଥିବା ଏକ ଶ୍ରମିକ କ୍ୟାମ୍ପରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଚଢ଼ଉ 9:15 pmମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲାରେ ଜଣେ ମାଓବାଦୀକୁ ପୁଲିସ ଗିରଫ କରିଛି। ତାଠାରୁ ବହୁ ବିସ୍ଫୋରକ ସାମଗ୍ରୀ ଜବତ 9:14 pmବିବାଦ ଭିତରେ ଅକ୍ଟୋବର ୫ ତାରିଖରେ କରାଯିବ ମହାପ୍ରଭୁଙ୍କ ବନକଲାଗି ନୀତି। ସୂଚନା ଦେଲେ ଦତ୍ତ ମହାପାତ୍ର ଓ ମୁଦୁଲି ନିଯୋଗର କର୍ତ୍ତୃପକ୍ଷ । ଏକ ମାସ ଧରି ବନ୍ଦ ରହିଛି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର 10:21 amସିସୋର ଚିଟଫଣ୍ଡ ମାମଲା: ପ୍ରଭାତ ବିଶ୍ବାଳ ଓ ତାଙ୍କ ପତ୍ନୀଙ୍କ ନାମରେ ହେଲା ଚାର୍ଜ ଫ୍ରେମ

ସୁବର୍ଣ୍ଣପୁର ଜିଲ୍ଲା ନୂତନ ଟାଉନ ହଲ ଠାରେ ବିଜୁ ଜନତା ଦଳର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ

96 0

ସୁବର୍ଣ୍ଣପୁର:(ଅଜିତ କୁମାର ପୁଜାହାରୀ)ସୁବର୍ଣ୍ଣପୁର ଜିଲ୍ଲା ନୂତନ ଟାଉନ ହଲ ଠାରେ ବିଜୁ ଜନତା ଦଳର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଜେଡିର ସାଙ୍ଗଠାନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ଯୋଗଦେଇଥିବା ବେଳେ ବିଜେଡି ସୁବର୍ଣ୍ଣପୁର ଜିଲ୍ଲା ପ୍ରଭାରୀ ଦେବେଶ ଆଚାର୍ଯ୍ୟଙ୍କ ସହିତ ସ୍ବାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୁଝାରୀ ଓ ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ଯୋଗଦେଇଥିଲେ ।

ଗତ କିଛି ଦିନ ତଳେ ବିଜେଡି ଦଳର ସଂଗଠନରେ ଆମୁଳଚୁଳ ପରିବର୍ତ୍ତନ କରାଯାଇଥିବା ବେଳେ ପ୍ରତ୍ୟକ ଜିଲ୍ଲାରେ ନୂତନ କାର୍ଯ୍ୟକର୍ତ୍ତା ନିଯୁକ୍ତ ହୋଇଥିଲେ ।ତେବେ ବିଜେଡି ଦଳର ସଂଗଠନକୁ ଅଧିକ ମଜବୁଦ କରିବା ପାଇଁ ଏହି କାର୍ଯ୍ୟକାରିଣୀ ବୈଠକ କରାଯାଇଥିଲା ।

ଏଥିରେ ଜିଲ୍ଲା ସମସ୍ତ ଛଅଗୋଟି ବ୍ଲକକୁ ବିଜେଡି ଦଳର କାର୍ଯ୍ୟକର୍ତ୍ତାମାନେ ଯୋଗଦେଇଥିଲେ ।ଆଗାମୀ ଦିନରେ ବିଜେଡି ଦଳକୁ ଅଧିକ ମଜବୁଦ କରିବା ସହିତ ତୃଣମୂଳ ସ୍ତରରେ ମୁଖ୍ୟମନ୍ତ୍ରୀଙ୍କ ଜନକଲ୍ୟାଣକାରୀ ଯୋଜନାଗୁଡିକୁ ପହଂଚାଇବାକୁ ଅତିଥିମାନେ କାର୍ଯ୍ୟକର୍ତ୍ତାମାନଙ୍କୁ ମନ୍ତ୍ର ଦେଇଥିଲେ ।

 

Related Post

କଂଗ୍ରେସ ଇସ୍ତାହାର କମିଟିରୁ ବାଦ ପଡ଼ିଲେ ଶ୍ରୀକାନ୍ତ ଜେନା

Posted by - December 6, 2018 3
ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସର ଇସ୍ତାହାର କମିଟି ଅଧ୍ୟକ୍ଷ ପଦରୁ ବାଦ ପଡ଼ିଛନ୍ତି  ହୋଇଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା। ଅଲ୍‌ ଇଣ୍ଡିଆ କଂଗ୍ରେସ୍‌ କମିଟି (ଏଆଇସିସି)…

ରାଜ୍ୟରେ ଅଛନ୍ତି ଅନେକ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ – ପ୍ରତାପ ଷଡଙ୍ଗୀ

Posted by - December 6, 2018 377
ବିଜେପି ଏକ ଜାତୀୟ ଦଳ ଓ ଦଳ କାହା ନେତୃତ୍ୱରେ ନିର୍ବାଚନ ଲଢିବ ତାହା ପାର୍ଲାମେଣ୍ଟାରି ବୋର୍ଡ ନିଷ୍ପତ୍ତି ନେବ । ରାଜ୍ୟରେ ବହୁ ଯୋଗ୍ୟ ନେତା…

ବିଂଝାରପୁର ବ୍ଲକ ମାଂସଡା ପଞ୍ଚାୟତରେ ବିଜେଡିର ଏକ ମିଶ୍ରଣ ସମାବେଶ

Posted by - October 8, 2021 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ ମାଂସଡା ପଞ୍ଚାୟତରେ ବିଜେଡିର ଏକ ମିଶ୍ରଣ ସମାବେଶ । ସ୍ତାନୀୟ ବିଧାୟକ ତଥା ଶାସକ ଦଳର ମୁଖ୍ୟ ସଚେତିକା…

ଓଡ଼ିଶାରେ ଲଢ଼ିବ ଟିଡିପି : ୫୨ ବିଧାନସଭା, ୫ ଲୋକସଭା ଆସନ ଚୂଡ଼ାନ୍ତ,ସମସ୍ତ ବିଧାନସଭା ଓ ଲୋକସଭା ଆସନରେ ଚାଲିଛି ସର୍ଭେ

Posted by - December 7, 2018 3
କୋରାପୁଟ : ତେଲଗୁ ଦେଶମ ପାର୍ଟି (ଟିଡିପି) ଓଡ଼ିଶା ରାଜନୀତିରେ ପ୍ରବେଶ କରିବ। ଆସନ୍ତା ସାଧାରଣ ନିର୍ବାଚନରେ ଦଳ ଏଠାରୁ ପ୍ରାର୍ଥୀ ଦେଇ ପ୍ରତ୍ୟକ୍ଷ ରାଜନୀତିରେ ସାମିଲ୍‌…

ବିଜୁ ଜନତା ଦଳ ପକ୍ଷରୁ ୩୦ ଟି ଜିଲ୍ଲା ପାଇଁ ୬ ଜଣ ବରିଷ୍ଠ ପର୍ଯ୍ୟବେକ୍ଷକ ଙ୍କୁ ନିଯୁକ୍ତି : ବାଦ ପଡିଲେ ସୌମ୍ୟରଞ୍ଜନ

Posted by - August 19, 2022 0
ଭୁବନେଶ୍ଵର:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)୨୦୨୪ ସାଧାରଣ ନିର୍ବାଚନ ସକାଶେ ପ୍ରସ୍ତୁତି ଆରମ୍ଭ କରିଛି ବିଜୁ ଜନତା ଦଳ l ଜିଲ୍ଲା ୱାରି ସଙ୍ଗଠନ କୁ…