Breaking News
9:17 pmତିଗିରିଆ: ତିଗିରିଆ ତହସିଲ ଅନ୍ତର୍ଗତ କୋଇଲିକନ୍ୟା ଗ୍ରାମର ଅଖା ବ୍ୟବସାୟୀ ପ୍ରହଲ୍ଲାଦ ମନ୍ତ୍ରୀଙ୍କ ଗୋଦାମ ଗୃହରେ ଅଗ୍ନିକାଣ୍ଡ 9:15 pmମାଲକାନଗିରି: ଜିଲ୍ଲାର ପଡ଼ିଆ ବ୍ଲକ ଅନ୍ତର୍ଗତ ଏମଭି ୫୬ ଗ୍ରାମରେ ଥିବା ଏକ ଶ୍ରମିକ କ୍ୟାମ୍ପରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଚଢ଼ଉ 9:15 pmମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲାରେ ଜଣେ ମାଓବାଦୀକୁ ପୁଲିସ ଗିରଫ କରିଛି। ତାଠାରୁ ବହୁ ବିସ୍ଫୋରକ ସାମଗ୍ରୀ ଜବତ 9:14 pmବିବାଦ ଭିତରେ ଅକ୍ଟୋବର ୫ ତାରିଖରେ କରାଯିବ ମହାପ୍ରଭୁଙ୍କ ବନକଲାଗି ନୀତି। ସୂଚନା ଦେଲେ ଦତ୍ତ ମହାପାତ୍ର ଓ ମୁଦୁଲି ନିଯୋଗର କର୍ତ୍ତୃପକ୍ଷ । ଏକ ମାସ ଧରି ବନ୍ଦ ରହିଛି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର 10:21 amସିସୋର ଚିଟଫଣ୍ଡ ମାମଲା: ପ୍ରଭାତ ବିଶ୍ବାଳ ଓ ତାଙ୍କ ପତ୍ନୀଙ୍କ ନାମରେ ହେଲା ଚାର୍ଜ ଫ୍ରେମ

ରାଷ୍ଟ୍ରୀୟ ରକ୍ତ ଶିକୁଳି ଜନିତ ରକ୍ତ ହୀନତା ଅଭିଯାନର ଶୁଭାରମ୍ଭ

53 0

ସୁବର୍ଣ୍ଣପୁର:(ଅଜିତ କୁମାର ପୁଜାହାରୀ)ରାଷ୍ଟ୍ରୀୟ ରକ୍ତଶିକୁଳି ଜନିତ ରକ୍ତ ହୀନତା ଅଭିଯାନ ର ଶୁଭାରମ୍ଭ ମଧ୍ୟପ୍ରଦେଶର ସାହାଡୋଲ ଠାରୁ ସମ୍ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦିଙ୍କ କରକମଳରେ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମର ରାଜ୍ୟ ସ୍ତରୀୟ ଶୁଭାରମ୍ଭ ଆଭାସୀ ଜରିଆରେ ସୁବର୍ଣ୍ଣପୁର ରୁ ଆରମ୍ଭ କରାଯାଇଛି l ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ମାନ୍ୟବର ମନ୍ତ୍ରୀ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ସଂସଦୀୟ ବ୍ୟାପାର ଶ୍ରୀଯୁକ୍ତ ନିରଞ୍ଜନ ପୂଜାରୀ ଯୋଗଦାନ କରି ୧୫ ଜଣ ସିକିଲ ସେଲ ହିତାଧିକାରୀଙ୍କୁ ସିକିଲସେଲ କାର୍ଡ ପ୍ରଦାନ କରିଛନ୍ତି ।

କାର୍ଯ୍ୟକ୍ରମ ଅବସରରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀଯୁକ୍ତ ବିମଳେନ୍ଦୁ ରାୟ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ବିଶ୍ୱରଂଜନ ପତି, ଜିଲ୍ଲା ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଦୈତ୍ୟ ନାରାୟଣ ପାଢ଼ୀ,ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ମନୋଜ ଅଦାବର, ଡି ପି ଏମ ଶ୍ରୀ ବିଶ୍ୱମ୍ବର ବେହେରା, ପ୍ରମୁଖ ଉପସ୍ଥିତ ରହିଥିଲେ ।

ସେହିପରି ଏହି ଶୁଭ ଅବସରରେ ଜିଲ୍ଲାର ସମସ୍ତ ୮୯ ଟି ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ସ୍ଥାନୀୟ ଜନପ୍ରତିନିଧିଙ୍କ ଉପସ୍ଥିତିରେ କାର୍ଯ୍ୟକ୍ରମର ଶୁଭାରମ୍ଭ ପୂର୍ବକ ଚି଼ହ୍ନଟ ହିତାଧିକାରୀଙ୍କୁ ସିକିଲସେଲ କାର୍ଡ ପ୍ରଦାନ କରାଯାଇଛି l ଅନୁଷ୍ଠିତ ସମଗ୍ର କାର୍ଯ୍ୟକ୍ରମ ଜିଲ୍ଲା ତଥ୍ୟ ପରିଚାଳକ ପ୍ରଦୀପ ସାହୁ,ଡେପୁଟି ମ୍ୟାନେଜର ସୁଧାଂଶୁ ନାୟକ,ସହ କାର୍ଯ୍ୟକ୍ରମ ପରିଚାଳକ ତରଣୀ ସେନ ପ୍ରଧାନ,ଜିଲ୍ଲା ହିସାବ ପରିଚାଳକ ସରୋଜ ପଣ୍ଡା,ସିକିଲ ସେଲ ପରିଚାଳକ ଲେନିନ ପ୍ରଭା ସାହୁ ପ୍ରମୁଖ ଙ୍କ ସହଯୋଗରେ ଅନୁଷ୍ଠିତ ହୋଇଥିଲା l

 

Related Post

ଅନୁଗୁଳରେ ପହଞ୍ଚିଲା ୧୬୫୦ ପ୍ରବାସୀ ଓଡିଆ ଙ୍କ ପ୍ରଥମ ଟ୍ରେନ

Posted by - May 25, 2020 0
ଅନୁଗୁଳୁ :(ମହେଶ ଭୋମରାଜ)ଗୁଜୁରାଟ ଭଲସାତରୁ ୧୬୫୦ ଜଣ ପ୍ରବାସୀ ଓଡିଆଙ୍କୁ ନେଇ ଆଜି ପହଞ୍ଚିଲା ସ୍ଵତନ୍ତ୍ର ଶ୍ରମିକ ଟ୍ରେନ । ଏଥିରେ ୨୪ ଟି ଜିଲ୍ଲା ସମେତ…

ଅନୁଗୁଳରେ ଆଉ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଆକ୍ରାନ୍ତଙ୍କ ସଂଖ୍ୟା ୧୨୧ରେ ପହଞ୍ଚିଲା

Posted by - July 11, 2020 0
ଅନୁଗୁଳ:(ମହେଶ ଭୋମରାଜ )ଆଜି ଅନୁଗୋଳରୁ ୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ କିଶୋରନଗର ବ୍ଳକ୍ ଅଂଚଳର ୨ ଜଣ ପୁରୁଷ ଓ ଜଣେ ମହିଳା…

ମୁନିଗୁଡା ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନରେ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ଟିମ

Posted by - November 17, 2021 0
ମୁନିଗୁଡ଼ା:(ରମାକାନ୍ତ ପଡାଲ)ରାୟଗଡା ଜିଲ୍ଲା ସ୍ୱାସ୍ଥ୍ୟ ସେବା ପରିଦର୍ଶନରେ ଆସିଥିବା କେନ୍ଦ୍ରୀୟ ସ୍ୱାସ୍ଥ୍ୟ ଟିମ ଆଜି ମୁନିଗୁଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନରେ ଆସି ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ବିଭିନ୍ନ…

ଭିମସାର ରେ ଆଉ ୧୭ ଜଣ ଛାତ୍ରଛାତ୍ରୀ କୋଭିଡ ଆକ୍ରାନ୍ତ

Posted by - November 25, 2021 0
ସମ୍ବଲପୁର:(ରମାକାନ୍ତ ବିଶ୍ବାଳ) ସମ୍ବଲପୁର ବୁର୍ଲା ସ୍ଥିତ ଭୀମସାର ମେଡ଼ିକାଲ କଲେଜ ରେ କ୍ରମଶ କୋଭିଡ ପଜିଟିଭ ଙ୍କ ସଂଖ୍ୟା ବଡିବାରେ ଲାଗିଛି । ଗତକାଲି ମୋଟ ୩୪ ଜଣ…

ଅଖିଳ ଭାରତୀୟ ମାରୱାଡ଼ି ମହିଲା ସମ୍ମେଳନ ଦ୍ୱାରା ମାଗଣା ଚକ୍ଷୁ ଚିକିତ୍ସା ଶିବିର

Posted by - August 5, 2023 0
କଣ୍ଟାବାଞ୍ଜୀ:(ନରେନ୍ଦ୍ର ନେଗୀ)ସ୍ଥାନୀୟ ହରିଭବନ୍ ଠାରେ ଏସସିଡି ଟିଟିଲାଗଡ ଚକ୍ଷୁ ଚିକିତ୍ସାଳୟର ସହଯୋଗରେ ଅଖିଳ ଭାରତୀୟ ମାରୱାଡ଼ି ମହିଲା ସମ୍ମେଳନ କଣ୍ଟାବାଞ୍ଜି ଶାଖା ଦ୍ୱାରା ଏକ ମାଗଣା ଚକ୍ଷୁ…