Breaking News
9:17 pmତିଗିରିଆ: ତିଗିରିଆ ତହସିଲ ଅନ୍ତର୍ଗତ କୋଇଲିକନ୍ୟା ଗ୍ରାମର ଅଖା ବ୍ୟବସାୟୀ ପ୍ରହଲ୍ଲାଦ ମନ୍ତ୍ରୀଙ୍କ ଗୋଦାମ ଗୃହରେ ଅଗ୍ନିକାଣ୍ଡ 9:15 pmମାଲକାନଗିରି: ଜିଲ୍ଲାର ପଡ଼ିଆ ବ୍ଲକ ଅନ୍ତର୍ଗତ ଏମଭି ୫୬ ଗ୍ରାମରେ ଥିବା ଏକ ଶ୍ରମିକ କ୍ୟାମ୍ପରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଚଢ଼ଉ 9:15 pmମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲାରେ ଜଣେ ମାଓବାଦୀକୁ ପୁଲିସ ଗିରଫ କରିଛି। ତାଠାରୁ ବହୁ ବିସ୍ଫୋରକ ସାମଗ୍ରୀ ଜବତ 9:14 pmବିବାଦ ଭିତରେ ଅକ୍ଟୋବର ୫ ତାରିଖରେ କରାଯିବ ମହାପ୍ରଭୁଙ୍କ ବନକଲାଗି ନୀତି। ସୂଚନା ଦେଲେ ଦତ୍ତ ମହାପାତ୍ର ଓ ମୁଦୁଲି ନିଯୋଗର କର୍ତ୍ତୃପକ୍ଷ । ଏକ ମାସ ଧରି ବନ୍ଦ ରହିଛି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର 10:21 amସିସୋର ଚିଟଫଣ୍ଡ ମାମଲା: ପ୍ରଭାତ ବିଶ୍ବାଳ ଓ ତାଙ୍କ ପତ୍ନୀଙ୍କ ନାମରେ ହେଲା ଚାର୍ଜ ଫ୍ରେମ

ଏକ ସଙ୍ଗେ ଜଣେ ଶିକ୍ଷକ ଦୁଇ ଜଣ ଶିକ୍ଷୟତ୍ରୀଙ୍କ ବଦଳିକୁ ନେଇ ତାତିଲେ ଛାତ୍ରଛାତ୍ରୀ

131 0

ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଏକ ସଙ୍ଗେ ଜଣେ ଶିକ୍ଷକ ଦୁଇ ଜଣ ଶିକ୍ଷୟତ୍ରୀଙ୍କ ବଦଳିକୁ ନେଇ ତାତିଲେ ଛାତ୍ରଛାତ୍ରୀ। ପ୍ରତିବାଦରେ ଗେଟରେ ତାଲା ପକାଇ ବିଦ୍ୟାଳୟ ସମ୍ମୁଖରେ ଧାରଣାରେ ବସିଲେ ଛାତ୍ରଛାତ୍ରୀ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଯାଜପୁର ବ୍ଳକ ଅନ୍ତର୍ଗତ ବଖାଣପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ। ଏହି ବିଦ୍ୟାଳୟର ତିନିଜଣ ଶିକ୍ଷକ ଶିକ୍ଷୟତ୍ରୀ ଙ୍କୁ ଏକ ସଂଗେ ଅନ୍ୟତ୍ର ବଦଳି ପାଇଁ ନିର୍ଦ୍ଦେଶ ଆସିଛି।

ଏଣୁ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ସ୍କୁଲ ଫାଟକ ସମ୍ମୁଖରେ ଧାରଣାରେ ବସି ବିଭିନ୍ନ ନାରବାଜି କରିଛନ୍ତି। ଶିକ୍ଷୟିତ୍ରୀଙ୍କ ବଦଳି ହେଲେ ଛାତ୍ରଛାତ୍ରୀଙ୍କ ପାଠପଢ଼ାରେ ବହୁ ସମସ୍ୟା ସୃଷ୍ଟି ହେବ ବୋଲି ଛାତ୍ରଛାତ୍ରୀ ମାନେ କହିଛନ୍ତି। ଏଥିସହ ଶିକ୍ଷକ ଶିକ୍ଷୟତ୍ରୀଙ୍କ ବଦଳି ନିର୍ଦ୍ଦେଶକୁ ତୁରନ୍ତ ବାତିଲ କରିବା ପାଇଁ ଛାତ୍ରଛାତ୍ରୀ ମାନେ ଦାବି କରିଛନ୍ତି।  ଏନେଇ ପ୍ରଧାନ ଶିକ୍ଷୟତ୍ରୀ ବ୍ଳକ ଶିକ୍ଷାଧିକାରୀଙ୍କୁ ଅବଗତ କରିଛନ୍ତି।

 

Related Post

ଖଇର କାଠ ଚୋରାଚାଲାଣ କରୁଥିବା ପିକଅପ ଗାଡ଼ି ଜବତ , ମୁଖ୍ୟ ଅଭିଯୁକ୍ତ ଗିରଫ

Posted by - May 4, 2023 0
ଖପ୍ରାଖୋଲ:(ତାପସ ରଞ୍ଜନ ବେହେରା )ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ହରିଶଙ୍କର ରେଞ୍ଜ ଅନ୍ତର୍ଗତ ଡୁଡୁକିପଦର୍ ଗାଁ ନିକଟ ଠୁଟା ଜଙ୍ଗଲ ରୁ ଖଇର କାଠ ଚୋରାଚାଲାଣ ହେଉଥିବା…

ନୀଳଗିରି ମହିଳା ବିଜେଡି ପକ୍ଷରୁ ବିକ୍ଷୋଭ ଓ ପ୍ରତିବାଦ ସଭା

Posted by - November 2, 2021 0
ନୀଳଗିରି:( ସୌମ୍ୟା ସାଇ ବାରିକ) କେନ୍ଦ୍ର ସରକାର ଙ୍କ ପେଟ୍ରୋଲ, ଡିଜେଲ (ଏଲ୍ ପି ଜି), ରନ୍ଧନ ଗ୍ଯାସ, ନିତ୍ୟ ବ୍ୟବହାର୍ଯ୍ୟ ଓ ଅତ୍ୟାବଶ୍ୟକୀୟ ସାମଗ୍ରୀ ର, ଅହେତୁକ…

କଳାହାଣ୍ଡି ରେ ଶାନ୍ତିପୂର୍ଣ୍ଣ ନିର୍ବାଚନ ପାଇଁ ପୋଲିସ ବିଭାଗ ତତ୍ପର, ଏସପି ଙ୍କ ଅଧ୍ୟକ୍ଷତାରେ ସ୍ଵତନ୍ତ୍ର ବୈଠକ

Posted by - February 16, 2022 0
କଳାହାଣ୍ଡି:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)କଳାହାଣ୍ଡି ଜିଲ୍ଲା ରେ ସକ୍ରିୟ ହେଉଛି ମାଓ ସଂଗଠନ। ବଣ ପାହାଡ ଘେରା ଦୁର୍ଗମ ଅଞ୍ଚଳ ପରିବେଷ୍ଟିତ ଅଞ୍ଚଳରେ ଶାନ୍ତିପୂର୍ଣ୍ଣ…

ଗାଙ୍ଗପୁରରେ ଐତିହାସିକ ନଳଯାତ୍ରା

Posted by - September 23, 2023 0
ବେଲଗୁଣ୍ଠା:(ସୁଶାନ୍ତ କୁମାର ବେହେରା )ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଲଗୁଣ୍ଠା ବ୍ଳକ୍ ଗାଙ୍ଗପୁରରେ ଐତିହାସିକ କୃଷିଭିତ୍ତିକ ପର୍ବ ନଳ ଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି I…

ଆସନ୍ତା ରବିବାର ଦିନ ବାଲିବନ୍ଧା ରେ  ପୁଣି ବସିବ କମଲି ବଜାର ସାପ୍ତାହିକ ହାଟ

Posted by - June 29, 2022 0
ସମ୍ବଲପୁର:(ରମାକାନ୍ତ ବିଶ୍ବାଳ )ଆସନ୍ତା ରବିବାର ଦିନ ବାଲିବନ୍ଧା ରେ ପୁଣି ବସିବ କମଲି ବଜାର ସାପ୍ତାହିକ ହାଟ।ସୂଚନା ଦେଲେ ଉପ କମିଶନର ମହାନଗର ନିଗମ।ସମଲେଇ ଯୋଜନାରେ କମଲିବଜାର…