Breaking News
9:17 pmତିଗିରିଆ: ତିଗିରିଆ ତହସିଲ ଅନ୍ତର୍ଗତ କୋଇଲିକନ୍ୟା ଗ୍ରାମର ଅଖା ବ୍ୟବସାୟୀ ପ୍ରହଲ୍ଲାଦ ମନ୍ତ୍ରୀଙ୍କ ଗୋଦାମ ଗୃହରେ ଅଗ୍ନିକାଣ୍ଡ 9:15 pmମାଲକାନଗିରି: ଜିଲ୍ଲାର ପଡ଼ିଆ ବ୍ଲକ ଅନ୍ତର୍ଗତ ଏମଭି ୫୬ ଗ୍ରାମରେ ଥିବା ଏକ ଶ୍ରମିକ କ୍ୟାମ୍ପରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଚଢ଼ଉ 9:15 pmମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲାରେ ଜଣେ ମାଓବାଦୀକୁ ପୁଲିସ ଗିରଫ କରିଛି। ତାଠାରୁ ବହୁ ବିସ୍ଫୋରକ ସାମଗ୍ରୀ ଜବତ 9:14 pmବିବାଦ ଭିତରେ ଅକ୍ଟୋବର ୫ ତାରିଖରେ କରାଯିବ ମହାପ୍ରଭୁଙ୍କ ବନକଲାଗି ନୀତି। ସୂଚନା ଦେଲେ ଦତ୍ତ ମହାପାତ୍ର ଓ ମୁଦୁଲି ନିଯୋଗର କର୍ତ୍ତୃପକ୍ଷ । ଏକ ମାସ ଧରି ବନ୍ଦ ରହିଛି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର 10:21 amସିସୋର ଚିଟଫଣ୍ଡ ମାମଲା: ପ୍ରଭାତ ବିଶ୍ବାଳ ଓ ତାଙ୍କ ପତ୍ନୀଙ୍କ ନାମରେ ହେଲା ଚାର୍ଜ ଫ୍ରେମ

ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟରେ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନା ପୋର୍ଟାଲ ଉଦ୍‌ଘାଟନ ପାଇଁ ସଭା

67 0

ବୌଦ୍ଧ:(ଚିତ୍ତରଞ୍ଜନ ସିଂହ)ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନା ପୋର୍ଟାଲ ଉଦ୍‌ଘାଟନ ଅବସରରେ ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟରେ ଆଜି ଏକ ସଭା ଅନୁଷ୍ଠିତ ହୋଇଛି । ଜିଲାପାଳଙ୍କ କାର୍ଯ୍ୟାଳୟରେ ଜିଲାପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ନୂତନ ଜିଲାପାଳ ନୃସିଂହ ଚରଣ ସ୍ୱାଇଁ ଯୋଗଦେଇଥିଲେ ।

ଆଭାସି ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନା ପୋର୍ଟାଲ ଉଦ୍‌ଘାଟନୀ ଉତ୍ସବର ପ୍ରସାରଣ କରାଯାଇଥିଲା । ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ,ସଚିବ ସଂଜୟ ସିଂହ,ନିର୍ଦ୍ଦେଶକ ସରୋଜ ସାମଲ ଓ ଉତ୍କଳ ପ୍ରସଙ୍ଗର ସଂପାଦିକା କସ୍ତୁରୀ ମହାପାତ୍ର ପ୍ରମୁଖ ଉତ୍ସବରେ ଅତିଥି ଭାବରେ ଉପସ୍ଥିତଥିଲେ ।

ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାର ବିଭିନ୍ନ ଅଂଚଳରୁ ଆସିଥିବା ସାମ୍ବାଦିକମାନେ ଯୋଗଦେଇଥିଲେ । ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକନ୍ତି ବଳିୟାରସିଂହ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବୌଦ୍ଧ ବିଡିଓ ଅବିନାଶ ପାଣ୍ଡିଆ, ଉପଜିଲାପାଳ ରବିନ୍ଦ୍ର ନାଥ କହଁର ପ୍ରମୁଖ ସାମିଲ ହୋଇଥିଲେ ।

Related Post

ଜିଲ୍ଲାପାଳ ଙ୍କ ଐତିହାସିକ ଅସୁରଗଡ଼ ଏବଂ ନିର୍ମାଣାଧୀନ ବୁଦ୍ଧ ପାର୍କ ପରିଦର୍ଶନ

Posted by - May 23, 2022 0
ବୌଦ୍ଧ:(ଚିତ୍ତରଞ୍ଜନ ସିଂ) ବୌଦ୍ଧ ଜିଲ୍ଲାପାଳ ମନମୁଣ୍ଡା ସ୍ଥିତ ଅଧପନ୍ତରିଆ ଭାବେ ନିର୍ମାଣ ହୋଇ ପଡି ରହିଥିବା ଐତିହାସିକ ଅସୁରଗଡ଼ ଇକୋ ଟୁରିଯିମ ପ୍ରକଳ୍ପ ଏବଂ ନୂତନ ଭାବେ…

ସମ୍ୱଲପୁର ଭାରତୀୟ ଷ୍ଟେଟ ବ୍ୟାଙ୍କ୍ ପକ୍ଷରୁ “ବିଭାଜନ ବିଭୀଷିକା ସ୍ମ୍ରୁତି ଦିବସ” ପାଳନ

Posted by - August 17, 2022 0
ସମ୍ୱଲପୁର: 14/08(ରମାକାନ୍ତ ବିଶ୍ବାଳ)ସମ୍ୱଲପୁର ଭାରତୀୟ ଷ୍ଟେଟ ବ୍ୟାଙ୍କ୍ ପକ୍ଷରୁ ଶାଖା ପରିସରରେ “ବିଭାଜନ ବିଭୀଷିକା ସ୍ମ୍ରୁତି ଦିବସ” ପାଳିତ ହୋଇ ଯାଇଛି । ମୂଖ୍ଯ ପ୍ରବନ୍ଧକ ବିଶ୍ୱ…

ଯାତ୍ରା ଡଙ୍ଗରରେ ଚୁଡ଼ାଖାଇ ଯାତ୍ରା ଦେଖିବା ପାଇଁ ହଜାର ହଜାର ଲୋକଙ୍କ ଭିଡ଼

Posted by - December 2, 2022 0
ବୌଦ୍ଧ:(ଚିତ୍ତରଞ୍ଜନ ସିଂହ)ବୌଦ୍ଧ ଜିଲ୍ଲାରେ ବାର ମାସରେ ତେର ତିହାର ସେଥି ମଧ୍ୟରୁ ଚୁଡ଼ା ଖାଇ ଯାତ୍ରା ଅନ୍ୟତମ।ଏହା କାହିଁ ଆଦିମ ଯୁଗରୁ ପାଳନ ହୋଇଆସୁଥିବା ବେଳେ ଏବେ…

ସ୍ୱାଧୀନତାର ୭୫ବର୍ଷ ପୁର୍ତ୍ତି ଅବସରରେ ରାଜ୍ୟ ପରିକ୍ରମା କରୁଥିବା ଅହିଂସା ରଥକୁ ବୌଦ୍ଧ ଜିଲାରେ ଭବ୍ୟ ସମ୍ବର୍ଦ୍ଧନା

Posted by - August 25, 2022 0
ବୌଦ୍ଧ:(ଚିତ୍ତ ରଂଜନ ସିଂ) ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ପରିକ୍ରମା କରୁଥିବା ଅହିଂସା ରଥକୁ ବୌଦ୍ଧଜିଲାରେ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । କନ୍ଧମାଳ ଓ…

୪୩୭ତମ ଦିବସରେ ପହଁଚିଲା କରୋନା ସଚେତନତା କାର୍ଯ୍ୟକ୍ରମ

Posted by - June 3, 2021 0
ଯାଜପୁର:ମହାମାରୀ କରୋନାକୁ ପ୍ରତିହତ କରିବା ପାଇଁ ଦେଶର ଅଗ୍ରଣୀ ସମାଜ କଲ୍ୟାଣକାରୀ ଲୋକସଙ୍ଗଠନ ଚିନ୍ମୟ ଫାଉଣ୍ଡେସନ ଓ ଫାଉଣ୍ଡେସନଦ୍ୱାରା ପରିଚାଳିତ ଡ଼ଲଫିନ ଡ୍ୟାନ୍ସ ସ୍କୁଲ ଆଣ୍ଡ ଗ୍ରୁପ…