Breaking News
10:10 amଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର: ୨୭ ଏକର ଜମିକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରାଳୟ ଅନୁମତି ୧୧୬୪ ଏକର ଜମିରେ ନିର୍ମାଣ ହେବ ବିମାନବନ୍ଦର 10:10 amକବିସୂର୍ଯ୍ୟନଗର: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅଢ଼େଇବର ଗ୍ରାମରେ ଚରିତ୍ର ଉପରେ ସନ୍ଦେହରୁ ଦୁଃଖଦ ପରିଣାମ: ବିଷଧର ନାଗ ଆଣି ପତ୍ନୀ ଓ ଶିଶୁକନ୍ୟାକୁ ହତ୍ୟା ଅଭିଯୁକ୍ତ ସ୍ବାମୀ ଗିରଫ 10:08 amଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁର ଜିଲ୍ଲା ଅବକାରୀ ବିଭାଗର ସୁପରିଟେଣ୍ଟେଡ଼ ଗଙ୍ଗା ପାଇକରାୟଙ୍କ ନବରଙ୍ଗପୁର ସ୍ଥିତ ଭଡାଘରେ ଆଜି ଭିଜିଲାନ୍ସ ରେଡ଼ କରିଛି 1:47 pmବୌଦ୍ଧ: ବୌଦ୍ଧ ବୁଟୁପାଲିରେ ଥିବା ପୁଲିସ କଲୋନୀର କ୍ୱାଟର୍ସରୁ ଜଣେ ମହିଳା କନେଷ୍ଟବଳଙ୍କ ମୃତଦେହ ଜବତ,ସ୍ୱାମୀ ଅଟକ 1:46 pmଭୁବନେଶ୍ବର: ସର୍ବଦଳୀୟ ବୈଠକ ପରେ ବି ଚାଲିପାରିଲାନି ଗୃହ। ଅପରାହ୍ଣ ୪ଟା ଯାଏ ବିଧାନସଭା ମୁଲତବୀ।

ସ୍ତ୍ରୀକୁ ହତ୍ୟା କରି ସ୍ୱାମୀ ଫେରାର

66 0

ବୌଦ୍ଧ: (ଚିତ୍ତରଞ୍ଜନ ସିଂହ)ବୌଦ୍ଧ ଥାନା ଜହ୍ନlପଙ୍କ ଫାଣ୍ଡି ନିକଟସ୍ଥ ଚନ୍ଦ୍ରପୁର ଗ୍ରାମରେ ଶୁକ୍ରବାର ରାତିରେ ଏକ ହତ୍ୟା କାଣ୍ଡ ଘଟିଛି l ଏଥିରେ ଏକ ଯୁବକ ତାଙ୍କ ସ୍ତ୍ରୀକୁ ପିଟିପିଟି ମାରି ଦେଇଥିବା ଜଣା ପଡିଛି ।

ଗ୍ରାମର ପୂର୍ଣ୍ଣ ପ୍ରଧାନ ତାଙ୍କ ସ୍ତ୍ରୀ କନକ ପ୍ରଧାନଙ୍କ ଗତକାଲି ପିଟିପିଟି ମାରିଦେଇ ଥିବା ପୂର୍ଣ୍ଣର ବାପା ରତ୍ନାକର ପ୍ରଧାନ ଜହ୍ନlପଙ୍କ ପୋଲିସକୁ ସୂଚନା ଦେଇଛି ।

ପୂର୍ଣ୍ଣ ବର୍ତମାନ ସୁଦ୍ଧା ଫେରାର ହୋଇଛି ।  ଖବର ପାଇଁ ଜହ୍ନlପଙ୍କ ଫାଣ୍ଡି ପୋଲିସ ପହଂଚି ଘଟଣାର ତଦନ୍ତ କରୁଥିବା ଜଣା ପଡିଛି ।  କଣ ପାଇଁ ତାକୁ ହତ୍ୟା କରାଯାଇଛି ପୋଲିସ ତଦନ୍ତ ପରେ ଜଣା ପଡିବ ବୋଲି ସୂଚନା ମିଳିଛି ।

Related Post

ନାବାଳିକା ଅପହରଣ ମାମଲା, ଦୁଇ ଗିରଫ

Posted by - March 5, 2023 0
ସୁବର୍ଣ୍ଣପୁର:(ଅଜିତ କୁମାର ପୁଜାହାରୀ)ନାବାଳିକା ଅପହରଣ ମାମଲାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ତରଭା ପୋଲିସ I ପୋଲିସର ସୂଚନା ମୁତାବକ ଗତ…

ମଟର ସାଇକଲ ଚୋର କୁ ଧରି କୋର୍ଟ ଚାଲାଣ

Posted by - May 9, 2023 0
କେସିଙ୍ଗା :୮/୫(ପ୍ରିତେଶ ପଟେଲ୍)କଳାହାଣ୍ଡି ଜିଲ୍ଲା କେସିଙ୍ଗା ରେ ଦିନକୁ ଦିନ ଚୋରି ସଂଖ୍ୟା ବଢ଼ି ଚାଲୁଥିବା ବେଳେ ଗତକାଲି କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଗୋଟିଏ ମଟର…

ମାଓବାଦୀ ନାଁରେ ଟଙ୍କା ମାଗିବା ଅଭିଯୋଗ ରେ ୨ଜଣ ଗିରଫ

Posted by - April 22, 2023 0
ନର୍ଲା:(ଅମୀୟ କୁମାର ଦାସ)ନର୍ଲା ଥାନା ଅନ୍ତର୍ଗତ ବାଲିସିଙ୍ଗା ପଞ୍ଚାୟତ ଅଧିନସ୍ଥ ବୋରିଙ୍ଗ ପଦର ଗ୍ରାମର ବାସିନ୍ଦା ଡମ୍ବରୂଧର ଗଡତିଆଙ୍କ ଅଭିଯୋଗ ଅନୁଯାୟୀ ଗତ ୧୧ ତାରିଖରେ କେହି…

ସଂରକ୍ଷିତ ଜଙ୍ଗଲ କାଟିବା ଅଭିଯୋଗ ରେ ଅଭିଯୁକ୍ତ କୁ କୋର୍ଟ ଚାଲାଣ

Posted by - June 4, 2023 0
ଧର୍ମଗଡ଼: ତା ୩/୬ କଳାହାଣ୍ଡି ଜିଲ୍ଲା ଦକ୍ଷିଣ ବନାଞ୍ଚଳ ଅଧୀନରେ ଥିବା ଧର୍ମଗଡ ରେଞ୍ଜ ଆମପାଣି ଫରେଷ୍ଟ ସେକ୍ସନ କୂଟରୁ ବିଟ ର ପ୍ରାୟ ୫ ଏକଡ଼…