Breaking News
10:10 amଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର: ୨୭ ଏକର ଜମିକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରାଳୟ ଅନୁମତି ୧୧୬୪ ଏକର ଜମିରେ ନିର୍ମାଣ ହେବ ବିମାନବନ୍ଦର 10:10 amକବିସୂର୍ଯ୍ୟନଗର: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅଢ଼େଇବର ଗ୍ରାମରେ ଚରିତ୍ର ଉପରେ ସନ୍ଦେହରୁ ଦୁଃଖଦ ପରିଣାମ: ବିଷଧର ନାଗ ଆଣି ପତ୍ନୀ ଓ ଶିଶୁକନ୍ୟାକୁ ହତ୍ୟା ଅଭିଯୁକ୍ତ ସ୍ବାମୀ ଗିରଫ 10:08 amଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁର ଜିଲ୍ଲା ଅବକାରୀ ବିଭାଗର ସୁପରିଟେଣ୍ଟେଡ଼ ଗଙ୍ଗା ପାଇକରାୟଙ୍କ ନବରଙ୍ଗପୁର ସ୍ଥିତ ଭଡାଘରେ ଆଜି ଭିଜିଲାନ୍ସ ରେଡ଼ କରିଛି 1:47 pmବୌଦ୍ଧ: ବୌଦ୍ଧ ବୁଟୁପାଲିରେ ଥିବା ପୁଲିସ କଲୋନୀର କ୍ୱାଟର୍ସରୁ ଜଣେ ମହିଳା କନେଷ୍ଟବଳଙ୍କ ମୃତଦେହ ଜବତ,ସ୍ୱାମୀ ଅଟକ 1:46 pmଭୁବନେଶ୍ବର: ସର୍ବଦଳୀୟ ବୈଠକ ପରେ ବି ଚାଲିପାରିଲାନି ଗୃହ। ଅପରାହ୍ଣ ୪ଟା ଯାଏ ବିଧାନସଭା ମୁଲତବୀ।

ଲଗାଣ ବର୍ଷା ଓ ବନ୍ୟା ଜନିତ କ୍ଷୟକ୍ଷତି ରିପୋର୍ଟ ତଲବ,କ୍ଷୟକ୍ଷତି ରିପୋର୍ଟ ମାଗିଲା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ.. ଜିଲ୍ଲାପାଳଙ୍କୁ ତୁରନ୍ତ ରିପୋର୍ଟ ଦେବାକୁ ବିଭାଗୀୟ ନିର୍ଦ୍ଦେଶ

36 0

Related Post