Breaking News
10:10 amଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର: ୨୭ ଏକର ଜମିକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରାଳୟ ଅନୁମତି ୧୧୬୪ ଏକର ଜମିରେ ନିର୍ମାଣ ହେବ ବିମାନବନ୍ଦର 10:10 amକବିସୂର୍ଯ୍ୟନଗର: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅଢ଼େଇବର ଗ୍ରାମରେ ଚରିତ୍ର ଉପରେ ସନ୍ଦେହରୁ ଦୁଃଖଦ ପରିଣାମ: ବିଷଧର ନାଗ ଆଣି ପତ୍ନୀ ଓ ଶିଶୁକନ୍ୟାକୁ ହତ୍ୟା ଅଭିଯୁକ୍ତ ସ୍ବାମୀ ଗିରଫ 10:08 amଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁର ଜିଲ୍ଲା ଅବକାରୀ ବିଭାଗର ସୁପରିଟେଣ୍ଟେଡ଼ ଗଙ୍ଗା ପାଇକରାୟଙ୍କ ନବରଙ୍ଗପୁର ସ୍ଥିତ ଭଡାଘରେ ଆଜି ଭିଜିଲାନ୍ସ ରେଡ଼ କରିଛି 1:47 pmବୌଦ୍ଧ: ବୌଦ୍ଧ ବୁଟୁପାଲିରେ ଥିବା ପୁଲିସ କଲୋନୀର କ୍ୱାଟର୍ସରୁ ଜଣେ ମହିଳା କନେଷ୍ଟବଳଙ୍କ ମୃତଦେହ ଜବତ,ସ୍ୱାମୀ ଅଟକ 1:46 pmଭୁବନେଶ୍ବର: ସର୍ବଦଳୀୟ ବୈଠକ ପରେ ବି ଚାଲିପାରିଲାନି ଗୃହ। ଅପରାହ୍ଣ ୪ଟା ଯାଏ ବିଧାନସଭା ମୁଲତବୀ।

କୋଟିପତି କିରାଣୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

8647 0

ଯାଜପୁର: ଯାଜପୁର ଡେପୁଟି ଡାଇରେକ୍ଟର ଅଫ ମାଇନ୍ସଙ୍କ କାର୍ଯ୍ୟାଳୟରେ କିରାଣୀ ଥିବା ଚିନ୍ମୟ ବେହୁରାଙ୍କ ଘରେ ଓ ଅଫିସରେ ଆଜି ଭିଜିଲାନସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବର୍ହିଭୂତ ସମ୍ପତ୍ତି ଆହରଣ କରିବା ଅଭିଯୋଗରେ ଭିଜିଲାନ୍ସର ୫ଟି ଟିମ୍‌ ଏକକାଳୀନ ବିଭିନ୍ନ ସ୍ଥାନରେ ଚଢ଼ାଉ ଚଳାଇଛି। କୋଟିପତି କିରାଣୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ନେଇ ଏବେ ସମଗ୍ର ଯାଜପୁର ଜିଲ୍ଲାରେ ଚର୍ଚ୍ଚା ହେଉଛି।

ମିଳିଥିବା ସୂଚନା ଅନୁଯାୟୀ, ଯାଜପୁର ଜିଲ୍ଲା କାଳିଆପାଣି ଖଣି ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ କିରାଣୀ ଥିବା ଚିନୟ ବେହୁରାଙ୍କ ନାମରେ ପୂର୍ବରୁ ବହୁ ଦୁର୍ନୀତି ଅଭିଯୋଗ ଥିଲା। ଏପରିକି ଅସତ ଉପାୟ ଅବଲମ୍ବନ କରି ଶ୍ରୀ ବେହୁରା ନିଜ ଆୟଠାରୁ ଯଥେଷ୍ଟ ଅଧିକ ସମ୍ପତ୍ତି ଠୁଳ କରିଥିବା ନେଇ ଭିଜିଲାନସ ନିକଟରେ ଅଭିଯୋଗ ହୋଇଥିିଲା। ଏହି ଅଭିଯୋଗ ଆଧାରରେ ଆଜି ସକାଳୁ ଭିଜିଲାନ୍‌ସର ୫ଟି ଟିମ୍‌ ଶ୍ରୀ ବେହରାଙ୍କ କାଳିଆପାଣିସ୍ଥିତ ଅଫିସ, ସୁକିନ୍ଦାସ୍ଥିତ ଘର, ଶ୍ୱଶୁର ଘର, ପୈତୃକ ଘର ସହିତ ସମ୍ପର୍କୀୟଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଆରମ୍ଭ କରାଯାଇଛି।

Related Post

ଶେଷରେ ମୈତ୍ରୀ ଇଂଫ୍ରା କୁ ସୁଙ୍ଗେର ଅଞ୍ଚଳରେ ସ୍ୱାଗତ ସମ୍ବର୍ଦ୍ଧନା

Posted by - August 5, 2023 0
କାଶୀପୁର:(ଅଞ୍ଜନ କୁମାର ନାଏକ)ରାୟଗଡା ଜିଲ୍ଲା କାଶୀପୁର ବ୍ଲକ ଅନ୍ତର୍ଗତ ସୁଙ୍ଗେର ଗ୍ରାମରେ ଆଜି ମୈତ୍ରୀ ଇଂଫ୍ରା ପ୍ରାଇଭେଟ ଲିଃ ର ମାଲିକ ସହିତ ଅନ୍ୟ କର୍ମଚାରୀ ଙ୍କୁ…

ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୪୦ ତମ ସ୍ଵନକ୍ଷତ୍ର ଉତ୍ସବ ପାଳିତ

Posted by - July 26, 2023 0
ମନେ ପଡୁଛି ସ୍ୱର୍ଗତ ଅଧ୍ୟକ୍ଷ ଅମୂଲ୍ୟ ଦାସଙ୍କ କଥା: ବିଧାୟକ ବେଲଗୁଣ୍ଠା: (ସୁଶାନ୍ତ କୁମାର ବେହେରା )ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବରପୁର ସ୍ଥିତ ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ…

୨୫ ରୁ ତିନି ଦିନ ଧର୍ମଘଟକୁ ଓହ୍ଲାଇବେ ୧୭ ସମବାୟ ବ୍ୟାଙ୍କ

Posted by - October 21, 2023 0
ଧର୍ମଘଟ ରେ ସାମିଲ୍ ହେବ ବୌଦ୍ଧ କେନ୍ଦ୍ର ସମବାୟ ବ୍ୟାଙ୍କ୍ ବୌଦ୍ଧ :(ଚିତ୍ତରଞ୍ଜନ ସିଂହ)ରାଜ୍ୟରେ କାର୍ଯ୍ୟରତ ୧୭  ଗୋଟି କେନ୍ଦ୍ର ସମବାୟ ବ୍ୟାଙ୍କ୍ ରେ କର୍ମଚାରୀ ମାନଙ୍କ…

କପିଳେଶ୍ୱର ମିତ୍ର ସମ୍ମାନ ରେ ସମ୍ବର୍ଦ୍ଧିତ ହେଲେ ସାମ୍ବାଦିକ ହୁଲେଶ୍ୱର ହଂସ

Posted by - September 28, 2023 0
ଜୁରାବନ୍ଧ କପିଳେଶ୍ୱର ଯୁବକ ସଂଘ ପକ୍ଷରୁ ନୂଆଖାଇ ଭେଟଘାଟ ଉତ୍ସବ କଣ୍ଟାବାଞ୍ଜି ବ୍ୟୁରୋ :୨୭।୦୯ (ନରେନ୍ଦ୍ର ନେଗୀ)ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଜୁରାବନ୍ଧ ଗ୍ରାମ ର କପିଳେଶ୍ୱର…

ଇଷ୍ଟ କୋଷ୍ଟ ରେଲୱେ ଶ୍ରମିକ ୟୁନିଅନ ତରଫରୁ ପୁରୁଣା ପେନସନ ଯୋଜନା ଲାଗୁ କରିବାକୁ ନେଇ ଦାବିପତ୍ର

Posted by - February 21, 2023 0
ଟିଟିଲାଗଡ଼:(ସଞ୍ଜୟ କୁମାର ନାୟକ)NCJA ଏବଂ JFROPS (Odisha) ର ଆବାହକ ଶ୍ରୀଯୁକ୍ତ ପି. କେ. ପାଟଶାଣୀଙ୍କ ଆହ୍ୱାନ କ୍ରମେରେ ଇଷ୍ଟକୋଷ୍ଟ ରେଲୱେ ଶ୍ରମିକ ୟୁନିଅନ ଟିଟିଲାଗଡ଼ ଶାଖା…

There are 1 comments

Leave a comment

Your email address will not be published.