Breaking News
12:10 amରାଜ୍ୟ କ୍ୟାବିନେଟ୍‌ରେ ୩୨ ଟି ପ୍ରସ୍ତାବକୁ ମଞ୍ଜୁରୀ,ପାନୀୟ ଜଳ ପ୍ରକଳ୍ପ ସହ ଶିକ୍ଷା ବିଷୟରେ ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଥିବା ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ସୂଚନା 12:06 amଦୈନିକ ଖର୍ଚ୍ଚ ପାଇଁ ଲୋକଙ୍କୁ ଋଣ ନେବାକୁ ପଡିପାରେ : ପ୍ରିୟଙ୍କା ଗାନ୍ଧୀ 12:06 amଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ ନେଇ ଏଏସ୍‌ଆଇ ଅଧୀକ୍ଷକ କହିଲେ- ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ପୂରାତନ କୀର୍ତ୍ତିରାଜି ଭରି ରହିଛି। ଏ ସଂପର୍କରେ ରାଜ୍ୟ ସରକାରଙ୍କୁ ଜଣାଇଛି। ଯେବେ ବି ଆମେ ଏଠି ଖନନ କରିବା କୀର୍ତ୍ତିରାଜି ମିଳିବ ହିଁ ମିଳିବ। ରାଜ୍ୟ ଅଧିକାରୀଙ୍କ ସହ କଥା ହେଲା ବେଳେ ଅନେକ ଥର କହିଛି 12:03 amକବିସୂର୍ଯ୍ୟନଗର: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଖଜାପଲ୍ଲୀ ପଞ୍ଚାୟତର ପୂର୍ବତନ ସରପଞ୍ଚ ରାଜେନ୍ଦ୍ର ବିଷୋୟୀ (୫୬)ଙ୍କୁ ବିଚ୍‌ ରାସ୍ତାରେ କାର୍‌ରୁ ଟାଣିଆଣି ଖଣ୍ଡାରେ ହାଣି ନିର୍ମମ ଭାବେ ହତ୍ୟା 3:31 pmପ୍ରତିଷ୍ଠା ହେଲା ମା’ ତାରାତାରିଣୀଙ୍କ ଭବ୍ୟ ମନ୍ଦିର,ମୁଖ୍ୟପୁରୋଧା ଭାବେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ରେ ମହିଳା ସାମ୍ବାଦିକାଙ୍କ ଉପରେ ହୋଇଥିବା ଆକ୍ରମଣ କୁ ଯାଜପୁରରେ ବିରୋଧ

358 0

ଯାଜପୁର:( ଆନନ୍ଦ ଚନ୍ଦ୍ର  ସାହୁ)

ଭୁବନେଶ୍ୱର ରେ ମହିଳା ସାମ୍ବାଦିକାଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାକୁ ଯାଜପୁରରେ ବିରୋଧବିଭିନ୍ନ ସାମ୍ବାଦିକ ପ୍ରତିନିଧି ମାନଙ୍କ ପାକ୍ଷରୁ ଗାନ୍ଧିଛକ ଠାରୁ ଏକ ପ୍ରତିବାଦ ଶୋଭାଯାତ୍ରା ବାହାରି ଆକ୍ରମଣକାରୀଙ୍କୁ ଗିରପଂ କରିବା ସହିତ ରାଜ୍ୟରେ ତୁରନ୍ତ ସାମ୍ବାଦିକ ସୁରକ୍ଷା ଆଇନ ଲାଗୁ  କରିବା ପାଇଁ ନାରା ଦିଆଯାଇଥିଲାଏହି ପ୍ରତିବାଦ ଶୋଭାଯାତ୍ରା ଯାଜପୁର ଜିଲାପାଳ ଅପିଂସ ରେ ପହଂଚି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଧେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲାରାଜ୍ୟରେ ବାରମ୍ବାର ସାମ୍ବାଦିକ ମାନଙ୍କ ଉପରେ ହେଉଥିବା ଆକ୍ରମଣ ଘଟଣା ସାମ୍ନାକୁ ଆସୁଥିବା ବେଳେ ଏ ନେଇ ସ୍ୱତନ୍ତ୍ର ଆଇନ ପ୍ରଣୟନ କରିବାକୁ ଦାବୀ କରାଯାଇଥିଲା ।

Facebook Notice for EU! You need to login to view and post FB Comments!

Related Post

ଆସନ୍ତାକାଲି ଯାଜପୁର ଜିଲା ବରୀ ବ୍ଲକ ଅଧ୍ୟକ୍ଷ ପଦବୀ ପାଇଁ ଉପନିର୍ବାଚନ

Posted by - August 20, 2019 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)ଆସନ୍ତାକାଲି ଯାଜପୁର ଜିଲା ବରୀ ବ୍ଲକ ଅଧ୍ୟକ୍ଷ ପଦବୀ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ । ଗତ ସାଧାରଣ ନିର୍ବାଚନରେ ଏଠାରେ ବ୍ଲକ ଅଧ୍ୟକ୍ଷା…

ଯାଜପୁର ଟ୍ୟାକ୍ସି ଏଣ୍ଡ ମିନିବସ ଆସୋସିଏସନର ସାଧାରଣ ସଂପାଦକ ଭାବେ କର୍ଣ୍ଣାଟକେଶରୀ ଦାସ ମନୋନୀତ

Posted by - November 13, 2019 0
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ)ଯାଜପୁର ଟ୍ୟାକ୍ସି ଏଣ୍ଡ ମିନିବସ ଆସୋସିଏସନର ସାଧାରଣ ସଂପାଦକ ଭାବେ କର୍ଣ୍ଣାଟକେଶରୀ ଦାସ ମନୋନୀତ ହୋଇଛନ୍ତି । ପୂର୍ବରୁ ଏହି ପଦବୀରେ ବିଜୟ…

ନିର୍ମାଣାଧୀନ ତୋରଣ ତଳେ ଯୁବକଙ୍କ ଗଲା ଜୀବନ

Posted by - December 25, 2018 0
ଯାଜପୁର :(ଆନନ୍ଦ ଚନ୍ଦ୍ରସାହୁ) ଯାଜପୁର ଟାଉନ ଥାନା ଅଧୀନ ବିରଜା ମନ୍ଦିର ନିକଟରେ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ ଅଧୀନ ଏକ ନିର୍ମାଣାଧୀନ ତୋରଣ ଭୁଶୁଡ଼ି ପଡ଼ିବାରୁ ଭଗ୍ନାଂଶ…

ବାରିକ ମାନଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଯାଜପୁର ଜିଲ୍ଲାପାଳ ଙ୍କୁ ଦାବି ପତ୍ର

Posted by - June 8, 2020 0
ଯାଜପୁର;(ଆନନ୍ଦ ଚନ୍ଦ୍ର ସାହୁ )କୋରୋନା ପାଇଁ ସବୁ ଆଡେ ଲକ ଡାଉନ ଜାରି ରହିଥିବା ବେଳେ ସେଲନ ଗୁଡିକୁ ଖୋଲିବା ପାଇଁ ଅଦ୍ୟାବଧି ଅନୁମତି ମିଳିନାହିଁ। ଫଳରେ…

Leave a comment

Your email address will not be published.