Breaking News
9:17 pmତିଗିରିଆ: ତିଗିରିଆ ତହସିଲ ଅନ୍ତର୍ଗତ କୋଇଲିକନ୍ୟା ଗ୍ରାମର ଅଖା ବ୍ୟବସାୟୀ ପ୍ରହଲ୍ଲାଦ ମନ୍ତ୍ରୀଙ୍କ ଗୋଦାମ ଗୃହରେ ଅଗ୍ନିକାଣ୍ଡ 9:15 pmମାଲକାନଗିରି: ଜିଲ୍ଲାର ପଡ଼ିଆ ବ୍ଲକ ଅନ୍ତର୍ଗତ ଏମଭି ୫୬ ଗ୍ରାମରେ ଥିବା ଏକ ଶ୍ରମିକ କ୍ୟାମ୍ପରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଚଢ଼ଉ 9:15 pmମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲାରେ ଜଣେ ମାଓବାଦୀକୁ ପୁଲିସ ଗିରଫ କରିଛି। ତାଠାରୁ ବହୁ ବିସ୍ଫୋରକ ସାମଗ୍ରୀ ଜବତ 9:14 pmବିବାଦ ଭିତରେ ଅକ୍ଟୋବର ୫ ତାରିଖରେ କରାଯିବ ମହାପ୍ରଭୁଙ୍କ ବନକଲାଗି ନୀତି। ସୂଚନା ଦେଲେ ଦତ୍ତ ମହାପାତ୍ର ଓ ମୁଦୁଲି ନିଯୋଗର କର୍ତ୍ତୃପକ୍ଷ । ଏକ ମାସ ଧରି ବନ୍ଦ ରହିଛି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର 10:21 amସିସୋର ଚିଟଫଣ୍ଡ ମାମଲା: ପ୍ରଭାତ ବିଶ୍ବାଳ ଓ ତାଙ୍କ ପତ୍ନୀଙ୍କ ନାମରେ ହେଲା ଚାର୍ଜ ଫ୍ରେମ

ଛତ୍ରଙ୍ଗ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଯୁଗ୍ମ ଅଭିଯୋଗ ଓ ଜନ ଶୁଣାଣି ଶିବିର

78 0

ବୌଦ୍ଧ:(ଚିତ୍ତ ରଞ୍ଜନ ସିଂ)ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଛତ୍ରଙ୍ଗ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସୋମବାର ଦିନ ଜିଲ୍ଲାପାଳ ଙ୍କ ଯୁଗ୍ମ ଅଭିଯୋଗ ଓ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି!ଉକ୍ତ ଶିବିର ରେ ADM ଦlରିଦ୍ର ଭଂଜନ ମଦନ ମୋହନ ମହାପାତ୍ର, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ,ଉପଜିଲ୍ଲାପାଳ ରବୀନ୍ଦ୍ର ନାଥ କହଁର ,ଜିଲ୍ଲାପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ -ରବିନାରାୟଣ ତ୍ରିପାଠୀ,ହରଭଙ୍ଗା ବିଡିଓ ସ୍ୱପ୍ନିତା ନାଏକ, ତହସିଲଦାର ଶିବାନୀ ଦାସ, ହରଭଙ୍ଗା ଥାନା ଅଧିକାରୀ ନଳିନୀ କାନ୍ତ ଦାସ ଙ୍କ ସମେତ ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l

ଉକ୍ତ ଶିବିର ରେ ସମୁଦାୟ୧୪୫  ଗୋଟି ଅଭିଯୋଗ ଆସିଥିବା ବେଳେ ସେଥିମଧ୍ୟରୁ ବ୍ୟକ୍ତିଗତଅଭିଯୋଗ ୧୩୬ ଟି,ସାମୁହିକ ଅଭିଯୋଗ 9ଗୋଟି ଅଭିଯୋଗ ହୋଇଥିଲା ତନ ମଧ୍ୟରୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି ରୁ ୧୭ ଜଣକୁ ୭୯,୦୦୦ ଟଙ୍କା ପ୍ରଦାନ ଓ ଜଣକୁ ଟ୍ରାର ସାଇକେଲ ପ୍ରଦାନ କରାଯାଇଥିବା ଜଣାପଡିଛି l ଚାଷୀ ଗତ ସମସ୍ୟା କୁ ଉପଜିଲ୍ଲାପାଳ ପ୍ରାଧାନ୍ୟ ଦେଇ ହରଭଙ୍ଗା ଉଠାଜଳସେଚନ ପ୍ରକଳ୍ପ କୁ ଯଥାଶୀଘ୍ର କାର୍ଯ୍ୟକାରୀ କରିବାପାଇଁ ଉଠା ଜଳସେଚନ ବିଭାଗ କୁ ନିର୍ଦେଶ ଦେଇ ଥିବାର ଦେଖିବାକୁ ମିଳିଥିଲା!

Related Post

ପୁରୁଣାକଟକ ଜାତୀୟ ରାଜପଥ ପାର୍ଶ୍ଵ ରେ ଥିବା ଗୋଚର ଜମିରୁ ମୂଲ୍ୟବାନ ଗଛ କାଟିଲେ ଦୁର୍ବୁତ୍ତ

Posted by - June 9, 2022 0
ବୌଦ୍ଧ: (ଚିତ୍ତ ରଂଜନ ସିଂ)ହରଭଙ୍ଗା ବ୍ଲକ ପୁରୁଣା କଟକ ସ୍ଥିତ ଜାତୀୟ ରାଜପଥ ପାର୍ଶ୍ଵ ରେ ଥିବା ଗୋଚର ଜମିରୁ ମୂଲ୍ୟବାନ ଗଛ କାଟି କିଛି ଦୁର୍ବୁତ୍ତ…

ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ଥାନା ଅଞ୍ଚଳରେ ହାତୀ ଆକ୍ରମଣରେ ପୁଣି ଜଣଙ୍କର ମୃତ୍ୟୁ

Posted by - October 1, 2019 94
ଛେଣ୍ଡିପଦା – ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ଥାନା ଅଞ୍ଚଳରେ ଆଜି ହାତୀ ଆକ୍ରମଣରେ ପୁଣି ଜଣଙ୍କର ଜୀବନ ଯାଇଛି । ଧାଙ୍ଗୁରୁମୁଣ୍ଡା ଗାଁରେ ହାତୀ ଆକ୍ରମଣ କରିବା…

ନବମ ଦିନରେ ଗୋଲାମୁଣ୍ଡା ବ୍ଲକ ଗଣ୍ଡାମେର ପ୍ରାଥମିକ ବିଦ୍ୟାଳୟ ର ଧାରଣା

Posted by - April 5, 2023 0
ଧର୍ମଗଡ଼: ୪/୪(ହେମନ୍ତ କୁମାର ମାଝୀ)କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଗଣ୍ଡାମେର ପ୍ରାଥମିକ ବିଦ୍ୟାଳୟ ରେ ଅଷ୍ଟମ ଶ୍ରେଣୀ ଖୋଲିବା ପାଇଁ ଗ୍ରାମବାସୀମାନେ ବିଭିନ୍ନ ସମୟରେ ଲୋଖିତ ଅଭିଯୋଗ…

ଟିଟିଲାଗଡ ଧବଳେଶ୍ଵର ମନ୍ଦିରରେ ମହାଶିବରାତ୍ରି ପୂଜାର ପଡ଼ିଲା ପୂର୍ଣ୍ଣାହୁତି

Posted by - March 5, 2022 0
ଟିଟିଲାଗଡ:( ସଞ୍ଜୟ କୁମାର ନାୟକ)ପବିତ୍ର ମହାଶିବରାତ୍ରି ଉପଲକ୍ଷେ ଟିଟିଲାଗଡ଼ ଦଧିବାମନ ଟ୍ରଷ୍ଟ ଏବଂ ପ୍ରଶାସନ ପକ୍ଷରୁ ସରକାରଙ୍କ କୋଭିଡ ନିୟମାନୁଯାୟୀ କେବଳ ରୀତିନୀତି ଅନୁସାରେ ପାଞ୍ଚ ଦିନ…

ଜିଲ୍ଲା ସଂଗ୍ରହାଳୟ ପରିଦର୍ଶନ କଲେ ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନରଙ୍କ କାର୍ଯ୍ୟାଳୟର ଅନୁଶାସନ ସଚିବ

Posted by - November 12, 2021 0
ବୌଦ୍ଧ:(ଚିତ୍ତରଂଜନସିଂ)ଅନୁଶାସନ ସଚିବ ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନରଙ୍କ କାର୍ଯ୍ୟାଳୟ, ବ୍ରହ୍ମପୁର ପାର୍ବତୀ ମଞ୍ଜରୀ ମହାଲିକ ବୌଦ୍ଧକୁ ନଭେମ୍ବର ୧୦ ଏବଂ ୧୧ ତାରିଖ ଦୁଇଦିନିଆ ଗ୍ରସ୍ତରେ ଆସି ଜିଲ୍ଲାପାଳଙ୍କ…