Breaking News
9:17 pmତିଗିରିଆ: ତିଗିରିଆ ତହସିଲ ଅନ୍ତର୍ଗତ କୋଇଲିକନ୍ୟା ଗ୍ରାମର ଅଖା ବ୍ୟବସାୟୀ ପ୍ରହଲ୍ଲାଦ ମନ୍ତ୍ରୀଙ୍କ ଗୋଦାମ ଗୃହରେ ଅଗ୍ନିକାଣ୍ଡ 9:15 pmମାଲକାନଗିରି: ଜିଲ୍ଲାର ପଡ଼ିଆ ବ୍ଲକ ଅନ୍ତର୍ଗତ ଏମଭି ୫୬ ଗ୍ରାମରେ ଥିବା ଏକ ଶ୍ରମିକ କ୍ୟାମ୍ପରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଚଢ଼ଉ 9:15 pmମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲାରେ ଜଣେ ମାଓବାଦୀକୁ ପୁଲିସ ଗିରଫ କରିଛି। ତାଠାରୁ ବହୁ ବିସ୍ଫୋରକ ସାମଗ୍ରୀ ଜବତ 9:14 pmବିବାଦ ଭିତରେ ଅକ୍ଟୋବର ୫ ତାରିଖରେ କରାଯିବ ମହାପ୍ରଭୁଙ୍କ ବନକଲାଗି ନୀତି। ସୂଚନା ଦେଲେ ଦତ୍ତ ମହାପାତ୍ର ଓ ମୁଦୁଲି ନିଯୋଗର କର୍ତ୍ତୃପକ୍ଷ । ଏକ ମାସ ଧରି ବନ୍ଦ ରହିଛି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର 10:21 amସିସୋର ଚିଟଫଣ୍ଡ ମାମଲା: ପ୍ରଭାତ ବିଶ୍ବାଳ ଓ ତାଙ୍କ ପତ୍ନୀଙ୍କ ନାମରେ ହେଲା ଚାର୍ଜ ଫ୍ରେମ

ବାମଣ୍ଡା 5ଟି କୋଠାଘର ମନ୍ତ୍ରୀ ଙ୍କ କରକମଳରେ ଭିତ୍ତି ପ୍ରସ୍ତର ସ୍ଥାପନ

23 0

ହରଭଙ୍ଗା: (ଚିତ୍ତରଞ୍ଜନ ସିଂହ ) ଶୁକ୍ରବାର ଦିନ ମାନ୍ୟବର ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତଙ୍କ କରକମଳରେ ନୂତନ ପ୍ରସ୍ତାବିତ ସ୍ଥାନରେ ସରକାରୀ ନୋଡ଼ାଲ ଉଚ୍ଚ ବିଦ୍ୟାଳୟ ବାମଣ୍ଡା 5t କୋଠାଘର ନିର୍ମାଣର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି

ମାନ୍ୟବର ମନ୍ତ୍ରୀ ତାଙ୍କ ଅଭିଭାଷଣ ରେ ଶିକ୍ଷା ଦ୍ଵାରା ହିଁ ସମାଜରେ ପରିବର୍ତ୍ତନ ଅଣାଯାଇ ପାରିବ ଏବଂ ସେଥିପାଇଁ ଓଡ଼ିଶା ସରକାର 5t ରୂପାନ୍ତରଣ କାର୍ଯ୍ୟକ୍ରମ ମାଧ୍ୟମରେ ଏକ ଯୁଗାନ୍ତକାରୀ ପଦକ୍ଷେପ ହାତକୁ ନେଇଛନ୍ତି ବୋଲି ମତ ପ୍ରକାଶ କରିଥିଲେ l

ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ବିଭାଗ ଅଧିକାରୀ ଶ୍ରୀଯୁକ୍ତ ଗେନ୍ଦ୍ରା କୁଜୁର, ବାମଣ୍ଡା ସରପଞ୍ଚ ଶ୍ରୀମତୀ ଇନ୍ଦୁମତୀ ଝାଙ୍କର , ସମିତିସଭ୍ୟା ଶ୍ରୀମତୀ କୁମୁଦିନି ସେଠୀ ,ପୂର୍ବତନ ସରପଞ୍ଚ ତଥା ମୋସ୍କୁଲ ଆଲୁମିନି ସଭାପତି ଶ୍ରୀଯୁକ୍ତ ଲଳିତମୋହନ ଥାଟି, ପୁରାତନ ଛାତ୍ରଛାତ୍ରୀ, ଅଭିଭାବକ ମଣ୍ଡଳି,ଶିକ୍ଷକ ଶିକ୍ଷୟିତ୍ରୀ ତଥା ଛାତ୍ରଛାତ୍ରୀ ଓ ସ୍ଥାନୀୟ ଜନସାଧାରଣ ଯୋଗ ଦେଇଥିଲେ l କାର୍ଯ୍ୟକ୍ରମ ଶେଷରେ ବିଦ୍ୟାଳୟ ନୂତନ ପରିସରରେ ମନ୍ତ୍ରୀ ଙ୍କ ଦ୍ଵାରା ବୃକ୍ଷ ରୋପଣ କରାଯାଇଥିଲା।

Related Post

ଏକମାତ୍ର ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନୀଳାଚଳ ଇସ୍ପାତ୍ କାରଖାନାର ଘରୋଇକରଣ ନିଷ୍ପତ୍ତି ପ୍ରତିବାଦରେ ତେଜୁଛି ଆନ୍ଦୋଳନ

Posted by - November 30, 2019 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ) ଯାଜପୁର କଳିଙ୍ଗନଗର ଶିଳ୍ପାଞ୍ଚଳର ଏକମାତ୍ର ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନୀଳାଚଳ ଇସ୍ପାତ୍ କାରଖାନାର ଘରୋଇକରଣ ନିଷ୍ପତ୍ତି ପ୍ରତିବାଦରେ ତେଜୁଛି ଆନ୍ଦୋଳନ । ଗୋଟିଏ ପଟେ…

ହରଭଙ୍ଗା ବ୍ଲକ ରେ ବିଜୁ ସ୍ୱାସ୍ଥ୍ୟ ସ୍ମାଟ କାର୍ଡ ବଣ୍ଟନ

Posted by - November 27, 2021 0
ବୌଦ୍ଧ(ଚିତ୍ତ ରଂଜନ ସିଂ)ସାରାରାଜ୍ୟରେ ବିତରଣ ହେଉଥିବା ବିଜୁ ସ୍ୱାସ୍ଥ୍ୟ କାର୍ଡ କୁ ପ୍ରତି ଆଜି ବୌଦ୍ଧ ଜିଲ୍ଲା ରେ ବିତରଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି!ବୌଦ୍ଧ 3ଗୋଟି ବ୍ଲକ…

ସ୍ବତନ୍ତ୍ର କୋଶଳ ପ୍ରଦେଶ ଗଠନ ଦାବିରେ ସୁବର୍ଣ୍ଣପୁର ଜିଲ୍ଲା ବନ୍ଦ

Posted by - September 8, 2022 0
ସୋନପୁର :(ଅଜିତ କୁମାର ପୂଜାହାରୀ) ସ୍ବତନ୍ତ୍ର କୋଶଳ ପ୍ରଦେଶ ଗଠନ ଦାବିରେ ସୁବର୍ଣ୍ଣପୁର ଜିଲ୍ଲା ବନ୍ଦ।ଆଜି ସାରା ପଶ୍ଚିମ ଓଡିଶାରେ କୋଶଳ ମହାବନ୍ଦ ପାଳନ କରାଯାଉଥିବା ବେଳେ…

ଜିଲା ପର୍ଯ୍ୟଟନ ଅଧିକାରୀଙ୍କ ରାଣୀପୁର ଝରିଆଲ ମନ୍ଦିର କମିଟି ସହ ଆଲୋଚନା

Posted by - January 6, 2022 0
ବଙ୍ଗୋମୁଣ୍ଡା:(ଅଭିମନ୍ୟୁ ବହିଦାର)-ବଲାଙ୍ଗୀର ଜିଲ୍ଲାର ବହୁ ପୁରାତନ ଯୋଗିନୀ ପୀଠ ରାଣୀପୁର ଝରିଆଲ ପାଇଁ ଓଡିଶା ସରକାର ପର୍ଯ୍ୟଟନ ବିଭା-ଗ ଭିତ୍ତିଭୁମି ଉନ୍ନୟନ ପାଇଁ ଅନୁଦାନ ମଞ୍ଜୁର କରିଥିବାରୁ…

ବୌଦ୍ଧ ପ୍ରଶାସନ ଓ଼ ପୋଲିସ ତରଫରୁ ତିଲେଶ୍ୱର ପଂଚାୟତ ରେ ଫ୍ଲାଗ ମାର୍ଚ୍ଚ

Posted by - February 12, 2022 0
ବୌଦ୍ଧ:(ଚିତ୍ତ ରଂଜନ ସିଂ)ବୌଦ୍ଧ ଜିଲ୍ଲା ପ୍ରଶାସନ ଓ଼ ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ ଆରମ୍ଭ ହୋଇଯାଇଛି l ସୂଚନା ଅନୁଯାଇ ଗତ ଦୁଇଦିନ ତଳେ ଏହି ପଂଚାୟତ…