Breaking News
7:32 amପୁରୀ: ଶ୍ରୀମନ୍ଦିରର ନୀଳଚକ୍ର ଯାଏଁ ଚଢ଼ିଗଲେ ପୂଜକ । ନୀଳଚକ୍ର ଯାଏଁ ଚଢ଼ିଯାଇଥିବା ପୂଜକ ଜଣକ ଅଗ୍ନିଶ୍ଚର ମହାଦେବ ମନ୍ଦିରର ହୋଇଥିବା ଜଣାପଡ଼ିଛି । ତାଙ୍କ ନାଁ ଚନ୍ଦ୍ରଶେଖର ପଣ୍ଡା 7:30 amନୟାଗଡ଼: ଦଶପଲ୍ଲାର ଗୋଡ଼ିବିଡା ଓ ଅଭୟପୁର ମଧ୍ୟରେ ଘରୋଇ ଯାତ୍ରୀବାହୀ ବସ୍‌ ଓଲଟିଲା। ବ୍ୟାଙ୍କ ମ୍ୟାନେଜର ମୃତ। ବ୍ରହ୍ମପୁରରୁ ଦଶପଲ୍ଲା ଆସୁଥିଲା କାଳେଶ୍ୱର ନାମକ ବସ୍‌ 7:29 amଭୁବନେଶ୍ବର: ଟ୍ରେନ୍‌ଲାଇନକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା। ବାପୁଜୀନଗର ଟ୍ରେନ୍‌ଲାଇନକୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା। ଯୁବକ ଜଣକ ହେଉଛନ୍ତି କେଦାରପଲି ବସ୍ତି ଅଞ୍ଚଳର, ଘଟଣା ସ୍ଥଳରେ ଜିଆରପି ପୋଲିସ ପହଂଚି ମୃତ ଦେହ ଜବତ କରି ତଦନ୍ତ କରୁଛି 7:16 amସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁଯାୟୀ ମୟୂରଭଞ୍ଜ ଜିଲ୍ଲାରେ କମିବାରେ ଲାଗିଛି ଝିଅଙ୍କ ସଂଖ୍ୟା 8:34 amପୁରୀ: ଦଶହରାରେ ଖଣ୍ଡା ଦେଖାଇ ଦାଦାବଟି ଆକାରରେ ଦୁର୍ଗାପୂଜା ଖର୍ଚ୍ଚ ଦାବି କରିଥିବା ୪ ଅଭିଯୁକ୍ତ ବାସେଳିସାହି ଥାନା ପୁଲିସ ଦ୍ବାରା ଗିରଫ

ଶ୍ରୀଜିଉଙ୍କୁ ଦର୍ଶନ କଲେ ଅଭିନେତ୍ରୀ ମନୀଷା କୋଇରାଲା

939 0

ପୁରୀ : ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ବଲିଉଡ ଅଭିନେତ୍ରୀ ମନୀଷା କୋଇରାଲା। ଅାଜି ଚତୁର୍ଦ୍ଧା ମୂର୍ତ୍ତିଙ୍କ ମଙ୍ଗଳ ଅାଳତୀ ଦର୍ଶନ କରିଛନ୍ତି ମନୀଷା। ମନିଷାଙ୍କ ସହ ତାଙ୍କ କୌଳିକା ପଣ୍ଡା ଉପସ୍ଥିତ ଥିଲେ।ଗତକାଲି ମନୀଷା ବ୍ରହ୍ମପୁର ଉପକଣ୍ଠ ରଙ୍ଗେଇଲୁଣ୍ଡା ଅାର୍ମି ଏୟାର ଡିଫେନ୍ସ କଲେଜକୁ ଯାଇଥିଲେ। ସେଠାରେ ଏଡସ୍ ସଚେତନତା ନେଇ ଅାୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

Related Post

କଳାକାର ସମ୍ମାନ ସମାରୋହ

Posted by - October 4, 2021 0
ବାଲିଆପାଳ:(ପ୍ରଭାକର ମଲ୍ଲିକ)ବାଲେଶ୍ୱର ଜିଲ୍ଲାର କଳାକାର ମାନଙ୍କୁ ସମ୍ମାନିତ କରିବାପାଇଁ ଆଞ୍ଚଳିକ ବିକାଶ ପରିଷଦ ନାଇକୁଡି ତରଫରୁ ଏକ କଳାକାର ସମ୍ମାନ ସମାରୋହ 2021 ନାଇକୁଡି ଗ୍ରାମ ପଞ୍ଚାୟତ…

ଟେଲି ଅଭିନେତ୍ରୀ ନିକିତାଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ସାମ୍ନାକୁ ଆସିଛି

Posted by - January 9, 2019 97
କଟକ: ବୁଧବାର ଟେଲି ଅଭିନେତ୍ରୀ ନିକିତାଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ସାମ୍ନାକୁ ଆସିଛି। ପୋଷ୍ଟମର୍ଟମ ରିପୋର୍ଟରୁ ସ୍ପଷ୍ଟ ହୋଇଛି କି ନିକିତାଙ୍କ ମୃତ୍ୟୁ ଛାତରୁ ପଡ଼ିଯିବା ହେତୁ…

ଓମ ସାଇ ଡ଼୍ୟାନ୍ସ ଗ୍ରୁପର ମହାଲଷ୍ମୀ ତୃତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ

Posted by - December 9, 2020 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ରକ୍ଷାକାଳୀ ମନ୍ଦିର ନିକଟସ୍ଥ ଓମ ସାଇ ଡ଼୍ୟାନ୍ସ ଗ୍ରପର ମହାଲଷ୍ମୀ ତୃତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଗ୍ରୁପର ସଭାପତି…

Leave a comment

Your email address will not be published.