Breaking News
9:17 pmତିଗିରିଆ: ତିଗିରିଆ ତହସିଲ ଅନ୍ତର୍ଗତ କୋଇଲିକନ୍ୟା ଗ୍ରାମର ଅଖା ବ୍ୟବସାୟୀ ପ୍ରହଲ୍ଲାଦ ମନ୍ତ୍ରୀଙ୍କ ଗୋଦାମ ଗୃହରେ ଅଗ୍ନିକାଣ୍ଡ 9:15 pmମାଲକାନଗିରି: ଜିଲ୍ଲାର ପଡ଼ିଆ ବ୍ଲକ ଅନ୍ତର୍ଗତ ଏମଭି ୫୬ ଗ୍ରାମରେ ଥିବା ଏକ ଶ୍ରମିକ କ୍ୟାମ୍ପରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଚଢ଼ଉ 9:15 pmମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲାରେ ଜଣେ ମାଓବାଦୀକୁ ପୁଲିସ ଗିରଫ କରିଛି। ତାଠାରୁ ବହୁ ବିସ୍ଫୋରକ ସାମଗ୍ରୀ ଜବତ 9:14 pmବିବାଦ ଭିତରେ ଅକ୍ଟୋବର ୫ ତାରିଖରେ କରାଯିବ ମହାପ୍ରଭୁଙ୍କ ବନକଲାଗି ନୀତି। ସୂଚନା ଦେଲେ ଦତ୍ତ ମହାପାତ୍ର ଓ ମୁଦୁଲି ନିଯୋଗର କର୍ତ୍ତୃପକ୍ଷ । ଏକ ମାସ ଧରି ବନ୍ଦ ରହିଛି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର 10:21 amସିସୋର ଚିଟଫଣ୍ଡ ମାମଲା: ପ୍ରଭାତ ବିଶ୍ବାଳ ଓ ତାଙ୍କ ପତ୍ନୀଙ୍କ ନାମରେ ହେଲା ଚାର୍ଜ ଫ୍ରେମ

ରାସନ ରୁ ବଞ୍ଚିତ ପ୍ରକୃତ ହିତାଧିକାରୀ

29 0

ହରଭଙ୍ଗା:୪/୯ (ଚିତ୍ତରଞ୍ଜନ ସିଂହ)ହରଭଙ୍ଗା ବ୍ଲକ୍ ହରଭଙ୍ଗା ପଞ୍ଚାୟତ ଶୁରୁଣ୍ଡି ଗ୍ରାମରେ ପହଞ୍ଚି ପାରୁନି ସରକାରୀ ଯୋଜନା। ଜଣେ ଜଣାଶୁଣା ଦୁଗ୍ଧ ଚାଷୀ ଭାବେ ପରିଚିତ ଶ୍ରୀଯୁକ୍ତ ପ୍ରକାଶ କମ୍ପ ।ସରକାରଙ୍କ ରାସନ ଯୋଜନା ପାଇବା ପାଇଁ ସେ ଯୋଗ୍ୟ ହୋଇଥିବା ବେଳେ ଆଜି ପର୍ଯ୍ୟନ୍ତ ତାଙ୍କ ନାଁରେ ରାସନ କାର୍ଡ ନାହିଁ। ବର୍ଷ ବର୍ଷ ଧରି ବାରମ୍ବାର ଆବେଦନ କଲା ପରେ ମଧ୍ୟ ଆଜି ପର୍ଯ୍ୟନ୍ତ ତାଙ୍କୁ ରାସନ ଯୋଜନା ରେ ଅନ୍ତର୍ଭୁକ୍ତ କରାଯାଉ ନାହିଁ। ତାଙ୍କୁ ତୁରନ୍ତ ରାସନ ଯୋଜନାରେ ସାମିଲ କରାଯାଇ ରାସନ ଯୋଗାଇ ଦେବାକୁ ସାଧାରଣରେ ଦାବି ହେଉଛି।

Related Post

୨୦୨୪ ବିଧାନସଭା ନିର୍ବାଚନ ପୂର୍ବରୁ ବିଜେଡି ଓ ବିଜେପି ପାଇଁ ପଞ୍ଚାୟତ ନିର୍ବାଚନ ହେବ ଅଗ୍ନି ପରୀକ୍ଷା , କଂଗ୍ରେସ ର ତାଳିପକା ଉଦ୍ୟମ।

Posted by - January 3, 2022 0
କଳାହାଣ୍ଡି:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)ଭବାନୀପାଟଣା,ଆଗାମୀ ତ୍ରି ସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ କଳାହାଣ୍ଡି ଜିଲ୍ଲା ରାଜନୀତି ବେଶ ସରଗରମ ହେବାରେ ଲାଗିଛି। ଯଦି ଓ…

ରାଜ୍ୟରେ କାର୍ଯ୍ୟକାରୀ ହେବ ଇ-ବିଧାନସଭା, ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ସୂଚନା

Posted by - November 1, 2020 0
ଭୁବନେଶ୍ୱର- ରାଜ୍ୟରେ କାର୍ଯ୍ୟକାରୀ ହେବ ଇ-ବିଧାନସଭା । ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଏ ନେଇ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଶୀତ ଅଧିବେଶନ…

ଟିଟିଲାଗଡ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଆୟୋଜିତ

Posted by - July 30, 2023 0
ଟିଟିଲାଗଡ:(ସଞ୍ଜୟ କୁମାର ନାୟକ)ଶନିବାର ଦିନ ସ୍ଥାନୀୟ ଟିଟିଲାଗଡ଼ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି ।…

ଖରଭୁଇଁ କ୍ରସର ଆନ୍ଦୋଳନ ତେଜିଲା, ଆର ଆଇ ଅଫିସ ଘେରିଲେ ଆନ୍ଦୋଳନ କାରୀ

Posted by - September 9, 2021 0
ବୌଦ୍ଧ ୮/୯ ( ଚିତ ରଂଜନ ସିଂ) ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଖରଭୂଇଁ ଅଞ୍ଚଳରେ ଥିବା କ୍ରସର ମାଲିକ ପ୍ରଶାସନ ସହାୟତାରେ କିଛି ଭଡାଟିଆ ଲୋକଙ୍କୁ…