Breaking News
9:17 pmତିଗିରିଆ: ତିଗିରିଆ ତହସିଲ ଅନ୍ତର୍ଗତ କୋଇଲିକନ୍ୟା ଗ୍ରାମର ଅଖା ବ୍ୟବସାୟୀ ପ୍ରହଲ୍ଲାଦ ମନ୍ତ୍ରୀଙ୍କ ଗୋଦାମ ଗୃହରେ ଅଗ୍ନିକାଣ୍ଡ 9:15 pmମାଲକାନଗିରି: ଜିଲ୍ଲାର ପଡ଼ିଆ ବ୍ଲକ ଅନ୍ତର୍ଗତ ଏମଭି ୫୬ ଗ୍ରାମରେ ଥିବା ଏକ ଶ୍ରମିକ କ୍ୟାମ୍ପରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଚଢ଼ଉ 9:15 pmମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲାରେ ଜଣେ ମାଓବାଦୀକୁ ପୁଲିସ ଗିରଫ କରିଛି। ତାଠାରୁ ବହୁ ବିସ୍ଫୋରକ ସାମଗ୍ରୀ ଜବତ 9:14 pmବିବାଦ ଭିତରେ ଅକ୍ଟୋବର ୫ ତାରିଖରେ କରାଯିବ ମହାପ୍ରଭୁଙ୍କ ବନକଲାଗି ନୀତି। ସୂଚନା ଦେଲେ ଦତ୍ତ ମହାପାତ୍ର ଓ ମୁଦୁଲି ନିଯୋଗର କର୍ତ୍ତୃପକ୍ଷ । ଏକ ମାସ ଧରି ବନ୍ଦ ରହିଛି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର 10:21 amସିସୋର ଚିଟଫଣ୍ଡ ମାମଲା: ପ୍ରଭାତ ବିଶ୍ବାଳ ଓ ତାଙ୍କ ପତ୍ନୀଙ୍କ ନାମରେ ହେଲା ଚାର୍ଜ ଫ୍ରେମ

ନୀଳ ଆକାଶ ନିମନ୍ତେ ସ୍ଵଚ୍ଛ ବାୟୁ ଦିବସ ପାଳିତ

47 0

ସୁବର୍ଣ୍ଣପୁର:(ଅଜିତ କୁମାର ପୁଜାହାରୀ)ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଲକ ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ତରଫରୁ ବ୍ଲକସ୍ତରୀୟ ଆନ୍ତର୍ଜାତୀୟ ନୀଲ ଆକାଶ ନିମନ୍ତେ ସ୍ଵଚ୍ଛ ବାୟୁ ଦିବସ ସ୍ଥାନୀୟ ନାରାୟଣପୁର ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ପାଳିତ ହୋଇଯାଇଛି l ଏହି ଅବସରରେ ପ୍ରାୟ ୪୦୦ ଜଣ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ସହକାରୀ ପରିଚାଳିକା ଅଣସଂକ୍ରାମକ ରୋଗ ଗୀତାଞ୍ଜଳି ମେହେର, ସ୍ଵାସ୍ଥ୍ୟ କର୍ମଚାରୀଙ୍କୁ ନେଇ ଏକ ସଚେତନତା ରାଲି ବିଦ୍ୟାଳୟରୁ ବାହାରି ନାରାୟଣପୁର ଛକ ଦେଇ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଯାଏଁ ପଦଯାତ୍ରା କରିଥିଲେ l

ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଅଧୀକ୍ଷକ ଡାକ୍ତର ରାମଶଙ୍କର ତ୍ରିପାଠୀ ଏବଂ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭୁବନେଶ୍ଵର ପାଣିଗ୍ରାହୀ ମିଳିତ ଭାବେ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ରାଲିର ଶୁଭାରମ୍ଭ କରିଥିଲେ l ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l

ଏହି ଅବସରରେ ବିଦ୍ୟାଳୟ ପରିସରରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ହୋଇଥିଲା l ଚଳିତ ବର୍ଷ ୪ ସେପ୍ଟେମ୍ବର ଠାରୁ ୯ ସେପ୍ଟେମ୍ଵର ଯାଏଁ ଏହି ଦିବସଟି ଏକ ଅଭିଯାନ ଭାବେ ସମଗ୍ର ବିଶ୍ଵରେ ପାଳିତ ହେଉଛି l

 

Related Post

ବୌଦ୍ଧରେ ୭୭ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ପାଳିତ

Posted by - August 16, 2023 0
ବୌଦ୍ଧ:୧୬ା୮(ଚିତ୍ତରଞ୍ଜନ ସିଂହ)ବୌଦ୍ଧରେ ୭୭ତମ ଜିଲାସ୍ତରୀୟ ସ୍ୱାଧନତା ଦିବସ ମହାସାରୋହରେ ପାଳିତ ହୋଇଯାଇଛି । ଜିଲା ଷ୍ଟାଡିୟମଠାରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥି ଭାବରେ ଜିଲାପାଳ ନୃସିଂହ ଚରଣ ସ୍ୱାଇଁ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଭାଲୁର ମ୍ରୁତ୍ୟୁ

Posted by - July 20, 2021 0
ବୌଦ୍ଧ :(ଚିତ୍ତରଞ୍ଜନ ସିଁ )ଗତକାଲି ବିଳମ୍ବିତ ରାତିରେ ହରଭଙ୍ଗା ବ୍ଲକ୍ ବୀରରାମଚନ୍ଦ୍ରପୁର ଗ୍ରାମ ନିକଟରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଏକ ଭାଲୁ ମ୍ରୁତ୍ୟୁବରଣ କରିଥିବା ଜଣା…

ବିଷମ କଟକ ନାଗେଶ୍ବର ମନ୍ଦିର ପ୍ରାଙ୍ଗଣ ରେ ଶୀତଳ ଷଷ୍ଠୀ ପାଳିତ

Posted by - May 26, 2023 0
ମୁନିଗୁଡା :(ରମାକାନ୍ତ ପୋଡାଲ )ରାୟଗଡା ଜିଲ୍ଲା ବିଷମ କଟକ ନାଗେଶ୍ବର ମନ୍ଦିର ପ୍ରାଙ୍ଗଣ ରେ ଶିବ ବିବାହ ଅନୁଷ୍ଟିତ ହୋଇଥିଲା। ଏହି ଶୁଭ ବିବାହ ରେ ଶିବଙ୍କ…

ବୌଦ୍ଧ ଜିଲ୍ଲା ପାଳଙ୍କୁ ଗାଁ ସାଥୀ ଙ୍କ ୪ ଦଫା ଦାବି

Posted by - September 4, 2021 0
ବୌଦ୍ଧ:(ଚିତ୍ତରଂଜନସିଂ)ବୌଦ୍ଧ ଜିଲ୍ଲା ଗାଁ ସାଥୀ ସଂଘ ତରଫରୁ ବୌଦ୍ଧ ସହର ଠାରେ ରାଲି କରିବା ସହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଗାଁସାଥୀ…

ବୌଦ୍ଧରେ ମେଗା ସ୍ୱଚ୍ଛ ଭାରତ ୨.୦ ଅନୁଷ୍ଠିତ

Posted by - October 20, 2022 0
ହରଭଙ୍ଗା : (ଚିତ୍ତରଂଜନସିଂ) ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବ ମନ୍ତ୍ରଣାଳୟ ଅଧୀନସ୍ଥ ନେହେରୁ ଯୁବ କେନ୍ଦ୍ର ବୌଦ୍ଧ ଆନୁକୂଲ୍ୟରେ ନେହେରୁ ଯୁବ କେନ୍ଦ୍ର କର୍ମକର୍ତ୍ତା ଆସମାନ…