Breaking News
9:17 pmତିଗିରିଆ: ତିଗିରିଆ ତହସିଲ ଅନ୍ତର୍ଗତ କୋଇଲିକନ୍ୟା ଗ୍ରାମର ଅଖା ବ୍ୟବସାୟୀ ପ୍ରହଲ୍ଲାଦ ମନ୍ତ୍ରୀଙ୍କ ଗୋଦାମ ଗୃହରେ ଅଗ୍ନିକାଣ୍ଡ 9:15 pmମାଲକାନଗିରି: ଜିଲ୍ଲାର ପଡ଼ିଆ ବ୍ଲକ ଅନ୍ତର୍ଗତ ଏମଭି ୫୬ ଗ୍ରାମରେ ଥିବା ଏକ ଶ୍ରମିକ କ୍ୟାମ୍ପରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଚଢ଼ଉ 9:15 pmମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲାରେ ଜଣେ ମାଓବାଦୀକୁ ପୁଲିସ ଗିରଫ କରିଛି। ତାଠାରୁ ବହୁ ବିସ୍ଫୋରକ ସାମଗ୍ରୀ ଜବତ 9:14 pmବିବାଦ ଭିତରେ ଅକ୍ଟୋବର ୫ ତାରିଖରେ କରାଯିବ ମହାପ୍ରଭୁଙ୍କ ବନକଲାଗି ନୀତି। ସୂଚନା ଦେଲେ ଦତ୍ତ ମହାପାତ୍ର ଓ ମୁଦୁଲି ନିଯୋଗର କର୍ତ୍ତୃପକ୍ଷ । ଏକ ମାସ ଧରି ବନ୍ଦ ରହିଛି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର 10:21 amସିସୋର ଚିଟଫଣ୍ଡ ମାମଲା: ପ୍ରଭାତ ବିଶ୍ବାଳ ଓ ତାଙ୍କ ପତ୍ନୀଙ୍କ ନାମରେ ହେଲା ଚାର୍ଜ ଫ୍ରେମ

ସୁବର୍ଣ୍ଣପୁର ଜିଲ୍ଲପାଳଙ୍କ ସମ୍ମିଳନି କକ୍ଷରେ ଜିଲ୍ଲାପରିଷଦ ବୈଠକ

18 0

ସୁବର୍ଣ୍ଣପୁର:(ଅଜିତ କୁମାର ପୁଜାହାରୀ)ସୁବର୍ଣ୍ଣପୁର ଜିଲ୍ଲପାଳଙ୍କ ସମ୍ମିଳନି କକ୍ଷରେ ଜିଲ୍ଲାପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୂପାରା ଠେଲାଙ୍କ ଅଧ୍ୟକ୍ଷତାରେ ଅୟୋଜିତ ହୋଇଥିବା ଏହି ବୈଠକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୁଝାରୀ ଯୋଗ ଦେଇ ଜିଲ୍ଲାର ଶିକ୍ଷା ସ୍ୟାସ୍ଥ୍ୟ, ଗମନାଗମନ, ପନିୟ ଜଳ, ତଥା ରାଜ୍ୟ ସରକାରଙ୍କ ବିଭିନ୍ନ ଜନ ହିତକର ଯୋଜନା ସମ୍ପର୍କରେ ଆଲୋଚନା କରିଥଲେ।

ଏଥିରେ ଜିଲ୍ଲାର ସମସ୍ତ ଜୋନର ଜିଲ୍ଲା ପରିଷଦ ସଭ୍ୟ ଓ ସଭ୍ୟା ମାନେ ଯୋଗ ଦେଇଥିବା ବେଳେ ଜିଲ୍ଲାପାଳ ଓ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ପଦାଧିକାରି ମାନେ ଯୋଗଦେଇ ଜିଲ୍ଲାର ଉନ୍ନୟନ ଯୋଜନା ସମ୍ପର୍କରେ ଆଲୋଚନା କରିଥିଲେ ।

 

Related Post

ବୌଦ୍ଧରେ ଜିଲ୍ଲା ସ୍ତରୀୟ ଆନ୍ତଃ ବିଦ୍ୟାଳୟ ଫୁଟବଲ ପ୍ରତିଯୋଗିତା

Posted by - October 13, 2022 0
ବୌଦ୍ଧ : (ଚିତ୍ତରଞ୍ଜନ ସିଂହ,) ବୌଦ୍ଧରେ ଜିଲ୍ଲା ସ୍ତରୀୟ ଆନ୍ତଃ ବିଦ୍ୟାଳୟ ଫୁଟବଲ ପ୍ରତିଯୋଗିତା ପ୍ରାରମ୍ଭିକ କାର୍ଯ୍ୟକ୍ରମ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ହରଭଙ୍ଗା ବ୍ଲକ ଅନ୍ତର୍ଗତ ବିରନରସିଂହପୁର…

ସମ୍ବଲପୁର ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ କର୍ମକର୍ତ୍ତା ନିର୍ବାଚନ ସଂପନ୍ନ

Posted by - August 22, 2022 0
ସମ୍ବଲପୁର:(ରମାକାନ୍ତ ବିଶ୍ଵାଳ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ସହ ଅନୁବନ୍ଧିତ ସମ୍ବଲପୁର ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତା ନିର୍ବାଚନ ସଂପୂର୍ଣ୍ଣ ସାମ୍ବିଧାନିକ ଓ ଗଣତାନ୍ତ୍ରିକ…

ବାରିପଦା ରେ ରାବଣ ପୋଡି ଉତ୍ସବ

Posted by - October 9, 2019 0
ମୟୁରଭଞ୍ଜବା:ରିପଦା ସ୍ଥିତ ମଧୁବନ ପଡିଆରେ ଧୁମଧାମରେ ପାଳିତ ହୋଇଯାଇଛି ରାବଣପୋଡି ମହୋତ୍ସବ।  ବାରିପଦା ସହରରେ ଗୋଟିଏ ସ୍ଥାନରେ ଏହି ରାବଣପୋଡି ମହୋତ୍ସବ ହେଉଥିବାରୁ ଏଠାରେ ନାହିଁ ନଥିବା…

ଭୂମିହୀନ ସହରବାସୀନ୍ଦାଙ୍କ ଜମି ଯୋଗାଇଦେବେ ସରକାର

Posted by - March 3, 2020 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)ଯାଜପୁର ଜିଲାର ଭୂମିହୀନ ସହରବାସୀନ୍ଦାଙ୍କ ଜମି ଯୋଗାଇଦେବେ ସରକାର । ଜାଗା ମିଶନ ମାଧ୍ୟମରେ ଯାଜପୁର ଓ ବ୍ୟାସନଗର ପୌରାଂଚଳରେ ରହୁଥିବା ଭୂମିିହୀନ ପରିବାରଙ୍କୁ…

ନାଟ୍ୟକାର ଡକ୍ଟର ପୁରୁଷୋତ୍ତମ ମିଶ୍ର ପାଇବେ ସୁରେଶ ସୃଜନ ସମ୍ମାନ

Posted by - October 16, 2022 0
ସୋନପୁର : (ଅଜିତ କୁମାର ପୂଜାହାରୀ) ସୁସାହିତ୍ୟିକ, ସଂସ୍କୃତି ଗବେଷକ ଦିବଂଗତ ସୁରେଶ ବଳବନ୍ତରାୟଙ୍କ ସ୍ମୃତି ଉଦ୍ଦେଶ୍ୟରେ ଗଠିତ ହୋଇଥିବା ରାଜ୍ୟର ଅଗ୍ରଣୀ ଅନୁଷ୍ଠାନ ସୁରେଶ ବଳବନ୍ତରାୟ…