Breaking News
12:10 amରାଜ୍ୟ କ୍ୟାବିନେଟ୍‌ରେ ୩୨ ଟି ପ୍ରସ୍ତାବକୁ ମଞ୍ଜୁରୀ,ପାନୀୟ ଜଳ ପ୍ରକଳ୍ପ ସହ ଶିକ୍ଷା ବିଷୟରେ ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଥିବା ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ସୂଚନା 12:06 amଦୈନିକ ଖର୍ଚ୍ଚ ପାଇଁ ଲୋକଙ୍କୁ ଋଣ ନେବାକୁ ପଡିପାରେ : ପ୍ରିୟଙ୍କା ଗାନ୍ଧୀ 12:06 amଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ ନେଇ ଏଏସ୍‌ଆଇ ଅଧୀକ୍ଷକ କହିଲେ- ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ପୂରାତନ କୀର୍ତ୍ତିରାଜି ଭରି ରହିଛି। ଏ ସଂପର୍କରେ ରାଜ୍ୟ ସରକାରଙ୍କୁ ଜଣାଇଛି। ଯେବେ ବି ଆମେ ଏଠି ଖନନ କରିବା କୀର୍ତ୍ତିରାଜି ମିଳିବ ହିଁ ମିଳିବ। ରାଜ୍ୟ ଅଧିକାରୀଙ୍କ ସହ କଥା ହେଲା ବେଳେ ଅନେକ ଥର କହିଛି 12:03 amକବିସୂର୍ଯ୍ୟନଗର: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଖଜାପଲ୍ଲୀ ପଞ୍ଚାୟତର ପୂର୍ବତନ ସରପଞ୍ଚ ରାଜେନ୍ଦ୍ର ବିଷୋୟୀ (୫୬)ଙ୍କୁ ବିଚ୍‌ ରାସ୍ତାରେ କାର୍‌ରୁ ଟାଣିଆଣି ଖଣ୍ଡାରେ ହାଣି ନିର୍ମମ ଭାବେ ହତ୍ୟା 3:31 pmପ୍ରତିଷ୍ଠା ହେଲା ମା’ ତାରାତାରିଣୀଙ୍କ ଭବ୍ୟ ମନ୍ଦିର,ମୁଖ୍ୟପୁରୋଧା ଭାବେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ମହିଳାମାନଙ୍କ ଉପରେ ହେଉଥିବା ଅତ୍ୟାଚାର ଉଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର।

414 0

ଯାଜପୁର :୩/0୧/୨୦(ଆନନ୍ଦ ଚନ୍ଦ୍ର ସାହୁ) ଯାଜପୁର ଉତ୍କଳ ମହିଳା ସମିତି ପକ୍ଷରୁ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି । ମହିଳା ମାନଙ୍କ ଉପରେ ହେଉଥିବା ପାଶବିକ ଅତ୍ୟାଚାର ପ୍ରତିବାଦରେ,ସାମାଜିକ ସୁରକ୍ଷା, ନାରୀ ସଶକ୍ତିକରଣ ଓ ସ୍ମିତାରଣୀ ଘଟଣାର ବିଧିବଦ୍ଧ ତଦନ୍ତ ଦାବି କରିଛି ଉତ୍କଳ ମହିଳା ସମିତି।

ଯାଜପୁର ଗାନ୍ଧୀଛକ ଠାରୁ ଶତାଧିକ ମହିଳା ଏକ ପ୍ରତିବାଦ ଶୋଭାଯାତ୍ରାରେ ଆସି ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ରାଜ୍ୟ ସରକାର ମଦ ପ୍ରୋଛାହନକୁ ବନ୍ଦ କରିବା ସହ ଏହାର ବହୁଳ ବ୍ୟବହାର ଯୋଗୁଁ ରାଜ୍ୟରେ ମହିଳାମାନଙ୍କ ପ୍ରତି ଅତ୍ୟାଚାର,ବଳତ୍କାର ଭଳି ସମ୍ବେଦନଶୀଳ ଘଟଣା ଘଟୁଥିବା କହିଛନ୍ତି ଉତ୍କଳ ମହିଳା ସମିତିର ସଭାପତି ।

Facebook Notice for EU! You need to login to view and post FB Comments!

Related Post

ପୃଥକ ପୃଥକ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ ଜଣଙ୍କ ର ମୃତ୍ୟୁ

Posted by - July 11, 2019 0
ଯାଜପୁରରେ ଅଘଟଣ । ପୃଥକ ପୃଥକ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ବିଂଝାରପୁର ଥାନା ହଳଦୀଢିହ ପଂଚାୟତ ଫଳପୁର ଗାଁରେ…

କଳାହାଣ୍ଡିର ସାମୁହିକ ବିକାଶରେ ସାମ୍ବାଦିକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

Posted by - November 17, 2021 0
କଳାହାଣ୍ଡି:(ନରେନ୍ଦ୍ର ନେଗୀ/ଅର୍ଜୁନ ପଟ୍ଟନାୟକକ)ଳାହାଣ୍ଡି ଜିଲ୍ଲା ଭବାନିପାଟଣା ସ୍ଥିତ ଅମଲାଭବନ ଠାରେ ନଭେମ୍ବର ୧୬ ତାରିଖ ଦିନ ଜିଲ୍ଲା ପ୍ରଶାସନ ଓ କଳାହାଣ୍ଡି ପେଶାଦାର ସାମ୍ବାଦିକ ସଂଘର ମିଳିତ…

ଯାଜପୁର ପ୍ରେସ କ୍ଲବର ବନ୍ଧୁମିଳନ ୨୦୨୧

Posted by - January 12, 2021 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ ) ଯାଜପୁର ପ୍ରେସ କ୍ଲବର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ,ଏହି ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଉଭୟ ସମ୍ବାଦପତ୍ର ଓ ଟିଭି ସାମ୍ବାଦିକ ମାନେ ଯୋଗ ଦେଇ ସେମାନଙ୍କ ଭଲ ମନ୍ଦ ସଂପର୍କରେ ଆଲୋଚନା କରିଥିଲେ । ଏହି ଅବସରରେ ଯାଜପୁର ପୌରପାଳିକାର ପୂର୍ବତନ ଅଧ୍ୟକ୍ଷ ଭବପ୍ରସାଦ ଦାସଙ୍କ ସମେତ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ନିମନ୍ତ୍ରିତ ଅତିଥି ଭାବେ ଯୋଗ ଦେଇ ସାମ୍ବାଦିକ ମାନଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇଥିଲେ । ଏଥିସହିତ ଭବପ୍ରସାଦ ଦାସଙ୍କୁ ପ୍ରେସ କ୍ଲବ ପକ୍ଷରୁ ସମ୍ବର୍ଧିତ କରାଯାଇଥିଲା । Facebook Notice for EU! You need to login to view and post FB Comments!

ହୃଦ ଘାତରେ ସାମ୍ବାଦିକଙ୍କ ମୃତ୍ୟୁ, ବିଭିନ୍ନ ମହଲରେ ଶୋକ

Posted by - December 20, 2021 0
ବାଲେଶ୍ଵର:(ପ୍ରଭାକର ମଲ୍ଲିକ )ବାଲିଆପାଳ ବ୍ଲକ ଶ୍ରୀରାମପୁର ପଞ୍ଚାୟତର ନେପୁରା ଗ୍ରାମର ସାମ୍ବାଦିକ ମୃତ୍ୟୁଞ୍ଜୟ ଦେ(୫୬)ଙ୍କ ଆଜି ହୃଦଘାତରେ ମୃତ୍ୟୁ ଘଟିଛି।ସ୍ବର୍ଗତ ଦେଙ୍କ ପତ୍ନୀ ବୃନ୍ଦାବତୀ କେଉଁଝରରେ ଶିକ୍ଷକତା…

ଗନ୍ଧରାଡ଼ି ଲୋକ କଳା ମହୋତ୍ସବ-୨୦୨୨ ପାଈଁ କ୍ଷେତ୍ର ପରିଦର୍ଶନ

Posted by - May 11, 2022 0
ବୌଦ୍ଧ:(ଚିତ୍ତ ରଂଜନ ସିଂ) ବୌଦ୍ଧ ବ୍ଳକ ଲଷ୍ମୀପ୍ରସ।ଦ ପଂଚାୟତ ଅନ୍ତର୍ଗତ ଐତିହାସିକ ଗନ୍ଧରାଡି ପୀଠ ପ୍ରାଙ୍ଗଣରେ ଗନ୍ଧରାଡି ଲୋକକଳା ମହୋତ୍ସବ-୨୦୨୨ ପାଈଁ କ୍ଷେତ୍ର ପରିଦର୍ଶନ କାର୍ଯ୍ୟକ୍ରମ  ହୋଇ…

Leave a comment

Your email address will not be published.