Breaking News
9:17 pmତିଗିରିଆ: ତିଗିରିଆ ତହସିଲ ଅନ୍ତର୍ଗତ କୋଇଲିକନ୍ୟା ଗ୍ରାମର ଅଖା ବ୍ୟବସାୟୀ ପ୍ରହଲ୍ଲାଦ ମନ୍ତ୍ରୀଙ୍କ ଗୋଦାମ ଗୃହରେ ଅଗ୍ନିକାଣ୍ଡ 9:15 pmମାଲକାନଗିରି: ଜିଲ୍ଲାର ପଡ଼ିଆ ବ୍ଲକ ଅନ୍ତର୍ଗତ ଏମଭି ୫୬ ଗ୍ରାମରେ ଥିବା ଏକ ଶ୍ରମିକ କ୍ୟାମ୍ପରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଚଢ଼ଉ 9:15 pmମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲାରେ ଜଣେ ମାଓବାଦୀକୁ ପୁଲିସ ଗିରଫ କରିଛି। ତାଠାରୁ ବହୁ ବିସ୍ଫୋରକ ସାମଗ୍ରୀ ଜବତ 9:14 pmବିବାଦ ଭିତରେ ଅକ୍ଟୋବର ୫ ତାରିଖରେ କରାଯିବ ମହାପ୍ରଭୁଙ୍କ ବନକଲାଗି ନୀତି। ସୂଚନା ଦେଲେ ଦତ୍ତ ମହାପାତ୍ର ଓ ମୁଦୁଲି ନିଯୋଗର କର୍ତ୍ତୃପକ୍ଷ । ଏକ ମାସ ଧରି ବନ୍ଦ ରହିଛି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର 10:21 amସିସୋର ଚିଟଫଣ୍ଡ ମାମଲା: ପ୍ରଭାତ ବିଶ୍ବାଳ ଓ ତାଙ୍କ ପତ୍ନୀଙ୍କ ନାମରେ ହେଲା ଚାର୍ଜ ଫ୍ରେମ

ହରଭଙ୍ଗା : ଚତୁର୍ଥ ଦିନରେ ପ୍ରାଥମିକ ଶିକ୍ଷକ ସଂଘ ର ଗଣଧାରଣା

29 0

ହରଭଙ୍ଗା : (ଚିତ୍ତରଞ୍ଜନ ସିଂହ)ହରଭଙ୍ଗା ବ୍ଲକ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ ପକ୍ଷରୁ ତଥା ରାଜ୍ୟ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ ଆହ୍ବାନ ରେ ହରଭଙ୍ଗା ଗୋଷ୍ଠି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆଜି ଚତୁର୍ଥ ଦିନରେ ଗଣଧାରଣା ଚାଲୁରହିଛି ମୁଖ୍ୟତଃ ତିନି ଦଫା ଦାବି ,,ଯେପରି କି ରାଜ୍ୟ ସରକାର ଠିକା ନିଯୁକ୍ତି ଉଚ୍ଛେଦ କରିଥିବାରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ କାର୍ଯ୍ୟରତ କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରିବା ସହିତ ଶିକ୍ଷାକର୍ମୀ ଓ ଶିକ୍ଷା ସହାୟକଙ୍କ ଠିକା କାର୍ଯ୍ୟକାଳକୁ ନୋସନାଲ ଇନକ୍ରୀମେଣ୍ଟ୍ ପ୍ରଦାନ କରି ମୂଳ ଚାକିରୀ ରେ ଗଣନା କରିବା ସହିତ ଏକ୍ସ କ୍ୟାଡର ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କୁ କ୍ୟାଡର ଭୁକ୍ତ କରିବା,ଗଣଶିକ୍ଷକ, କଳା ଓ କ୍ରୀଡା ଶିକ୍ଷକମାନଙ୍କୁ ନିୟମିତ ଶିକ୍ଷକର ମାନ୍ୟତା ପ୍ରଦାନ କରିବା, ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକମାନଙ୍କୁ କେନ୍ଦ୍ରୀୟ ହାରରେ ବେତନ ( ମୂଳ ବେତନ ଲେଭେଲ୍ ୯ ଗ୍ରେଡପେ ୪୨୦୦ ଅନୁଯାୟୀ ) ପ୍ରଦାନ କରାଯାଉ ।

ନୂତନ ପେନସନ ପ୍ରଥା ଉଚ୍ଛେଦ କରି ପୁରୁଣା ପେନସନ ବ୍ୟବସ୍ଥା ପୁନଃ ପ୍ରଚଳନ କରାଯାଉ ଆଦି ତିନି ଦଫା ଦାବି ନେଇ ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ଉପଦେଷ୍ଟା ଶ୍ରୀ ସାଧୁ ଚରଣ ଦେହୁରୀ,, ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ NPS ସଭାପତି ଶ୍ରୀ ରଜତ କୁମାର ନାୟକ, ମିଳିତ ଶିକ୍ଷକ ସଂଘସାଧାରଣ ସମ୍ପାଦକ ଶ୍ରୀ ବାମଦେବ ଦାଶ, ଜିଲ୍ଲା ଏକ୍ସ କ୍ୟାଡର ଓ ଗଣଶିକ୍ଷକ ସଂଘ ଉପସଭାପତି ଅଜୟ କୁମାର ପ୍ରଧାନ ଓ କୋଷାଧ୍ୟକ୍ଷ ଶ୍ରୀ ରଂଜିତ ଷଡଙ୍ଗୀ ତଥା ଶିକ୍ଷକ ନେତା ପ୍ରସନ୍ନଭୋକ୍ତା,ହରମୋହନ ଦନାୟକ୍,ଦିଲୀପ ମହାନ୍ତି,ସୁବାଷ ଚନ୍ଦ୍ର ପ୍ରଧାନ, ଅନିଲ କର୍ମୀ , ସକୁନ୍ତଳା ବେହେରା, ସୁବାଷ ଜାନୀ,ସରିତା ବିଶୋଇ, ,ଶଦ୍ଧାଞଳୀ ପ୍ରଧାନ, ବୃନ୍ଦାବନ ସାହୁ, ରଂଜିତ ପ୍ରଧାନ, ସମିର ପ୍ରଧାନ, ସମେତ ଶତାଧିକ ଶିକ୍ଷକ ଶିକ୍ଷୟତ୍ରୀ ଯୋଗଦେଇଥିଲେ

ପ୍ରକାଶ ଥାଉକି ନିମ୍ନଲିଖିତ ଦାବି ସମୂହ ପୂରଣ କରିବା ଦିଗରେ ଟାଳଟୁଳ ନିତି ଅବଲମ୍ବନ କରୁଥିବାରୁ ଗତ ତା 8 ତାରିଖ ଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ହରଭଙ୍ଗା ବ୍ଲକରେ କାର୍ଯ୍ୟରତ ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକମାନେ ସମୂହ ଛୁଟିରେ ରହି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଗଣ ଧାରଣାରେ ସାମିଲ ହୋଇଛନ୍ତି। ଆଗାମୀ ଦିନରେ ଏହା ତିବ୍ରତର ହେବବୋଲି ସଂଘ ପକ୍ଷରୁ କୁହାଯାଇଛି।

Related Post

ପାନୀୟ ଜଳଯୋଗାଣ ପ୍ରକଳ୍ପ ହସ୍ତାନ୍ତରରେ ବିଳମ୍ବ,ଶୀତଳ ଭଣ୍ଡାର ରେ ‘ବସୁଧା ଯୋଜନା’

Posted by - April 7, 2022 0
କଳାହାଣ୍ଡି:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)ସରକାର ଗ୍ରାମାଞ୍ଚଳ ଠାରୁ ସହରାଞ୍ଚଳ ଜନସାଧାରଣଙ୍କ ପାନୀୟଜଳର ବ୍ୟବସ୍ଥା ପାଇଁ ବିଭିନ୍ନ ଯୋଜନା ମାଧ୍ୟମରେ କୋଟିକୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି।ହେଲେ…

ଗୁଞ୍ଚିଜୋର୍ ଗାଁରେ ୭୪ ତମ ବନ ମହୋତ୍ସବ ପାଳନ

Posted by - July 4, 2023 0
ଭୁବନେଶ୍ବର/କଂଟାବାଞ୍ଜି/ ବଲାଙ୍ଗୀର 🙁 ନରେନ୍ଦ୍ର ନେଗୀ)ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ଗୁଂଚିଜୋର୍ ଗାଁରେ ବନ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଫରେଷ୍ଟର ନୃତ୍ୟମଣି ମହାନନ୍ଦଙ୍କ ତତ୍ୱାବଧାନରେ…

ସାର କହିଲେ ଶନିବାର ବିଦ୍ୟାଳୟ ଛୁଟି

Posted by - September 13, 2022 0
କାଶୀପୁର:(ଅଞ୍ଜନ କୁମାର ନାଏକ)ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ ଅନ୍ତର୍ଗତ ତଳ ଝିରି ପଞ୍ଚାୟତର ତଳପଙ୍ଗା ପ୍ରାଥମିକ ବିଦ୍ୟାଳୟ ଗତ ଶନିବାର ୧୦ ତାରିଖ ଦିନ ସମ୍ପୂର୍ଣ୍ଣ ଭାବେ…

ପ୍ରଦୀପ ପାଣିଗ୍ରାହୀ ଓଡ଼ିଶାବାସୀଙ୍କୁ ବୋକା ଭାବି ଭୂଆଁ ବୁଲାଉଛନ୍ତି :- ବିଜେଡି

Posted by - December 2, 2020 0
ଭୁବନେଶ୍ବର :ଦୁର୍ନୀତିର ପାହାଡ଼ ଉପରେ ଠିଆ ହୋଇ କଳାଟଙ୍କାର ସାମ୍ରାଜ୍ୟ ଗଢ଼ିଥିବା ଆଇଏଏଫ୍ ଅଫିସର ଅଭୟ ପାଠକ୍ ଏବଂ ତାଙ୍କ ପରିବାରରେ ବନ୍ଧୁ ବାନ୍ଧିଥିବା ପୂର୍ବତନ ମନ୍ତ୍ରୀ…