Breaking News
9:17 pmତିଗିରିଆ: ତିଗିରିଆ ତହସିଲ ଅନ୍ତର୍ଗତ କୋଇଲିକନ୍ୟା ଗ୍ରାମର ଅଖା ବ୍ୟବସାୟୀ ପ୍ରହଲ୍ଲାଦ ମନ୍ତ୍ରୀଙ୍କ ଗୋଦାମ ଗୃହରେ ଅଗ୍ନିକାଣ୍ଡ 9:15 pmମାଲକାନଗିରି: ଜିଲ୍ଲାର ପଡ଼ିଆ ବ୍ଲକ ଅନ୍ତର୍ଗତ ଏମଭି ୫୬ ଗ୍ରାମରେ ଥିବା ଏକ ଶ୍ରମିକ କ୍ୟାମ୍ପରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଚଢ଼ଉ 9:15 pmମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲାରେ ଜଣେ ମାଓବାଦୀକୁ ପୁଲିସ ଗିରଫ କରିଛି। ତାଠାରୁ ବହୁ ବିସ୍ଫୋରକ ସାମଗ୍ରୀ ଜବତ 9:14 pmବିବାଦ ଭିତରେ ଅକ୍ଟୋବର ୫ ତାରିଖରେ କରାଯିବ ମହାପ୍ରଭୁଙ୍କ ବନକଲାଗି ନୀତି। ସୂଚନା ଦେଲେ ଦତ୍ତ ମହାପାତ୍ର ଓ ମୁଦୁଲି ନିଯୋଗର କର୍ତ୍ତୃପକ୍ଷ । ଏକ ମାସ ଧରି ବନ୍ଦ ରହିଛି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର 10:21 amସିସୋର ଚିଟଫଣ୍ଡ ମାମଲା: ପ୍ରଭାତ ବିଶ୍ବାଳ ଓ ତାଙ୍କ ପତ୍ନୀଙ୍କ ନାମରେ ହେଲା ଚାର୍ଜ ଫ୍ରେମ

ଶିକ୍ଷକ ଙ୍କ ଘରୁ ଚୋରି,୧୦ ଭରି ସୁନା ଓ ୩୦ ହଜାର ଟଙ୍କା ଚୋରି

33 0

କଣ୍ଟାବାଞ୍ଜି ବ୍ୟୁରୋ: (ନରେନ୍ଦ୍ର ନେଗୀ)ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ରେ ଥିବା ହନୁମାନ ମନ୍ଦିର ପଡ଼ାରେ ଶିକ୍ଷକଙ୍କ ଘରୁ ୧୦ ଭରି ସୁନା ଓ ନଗଦ ୩୦ ହଜାର ଟଙ୍କା ଦୃବୁର୍ତ୍ତ ମାନେ ଚୋରି କରି ନେଇଥିବା ବଙ୍ଗୋମୁଣ୍ଡା ଥାନାରେ ଲିଖିତ ଅଭିଯୋଗ ହୋଇଛି । ଘଟଣା ସ୍ଥଳରେ ବଙ୍ଗୋମୁଣ୍ଡା ପୋଲିସ ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ ଜାରି ରଖିଛି।

ଶିକ୍ଷକ ବୁଢ଼ୀପଦର ଗାଁ ର ସ୍କୁଲ ରେ କାର୍ଯ୍ୟରତ ଜଗତ କଅଁର ଚାକିରୀ ଏବଂ ସ୍ତ୍ରୀ ବେଳପଡା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ରେ ସୁରେଖା ସୁନା ଏଏନଏମ ଭାବେ ଚାକିରୀ କରନ୍ତି ।

ସେମାନେ ଘର କୁ ତାଲା ପକାଇ ଡ୍ୟୁଟି ପାଇଁ ଯାଇଥିବା ବେଳେ କେହି ଦୃବୁର୍ତ୍ତ ମାନେ ଘର ତାଲା ଭାଙ୍ଗି ଚୋରି କରି ନେଇଥିବା ସୂଚନା ମିଳିଛି । ପରେ ଘର କୁ ଆସିଲା ପରେ ଏହି ଘଟଣା ଦେଖିବାକୁ ପାଇଁଥିଲେ । ପରେ ସେ ଏ ନେଇ ବଙ୍ଗୋମୁଣ୍ଡା ଥାନା ରେ ଲିଖିତ ଅଭିଯୋଗ କରିଥିଲେ । ଦିନକୁ ଦିନ ଅଞ୍ଚଳ ରେ ଚୋରି ଡକାୟତି ବଢୁଥିବା ବେଳେ ପୋଲିସ ଉପରୁ ଲୋକଙ୍କ ଭରସା ଉଠୀବାରେ ଲାଗିଛି ।

Related Post

ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରର ସନ୍ଦିପ ସାହୁ ହତ୍ୟା ଘଟଣାର ପର୍ଦାଫାସ

Posted by - September 24, 2021 0
ସୋନପୁର:(ଅଜିତ୍ କୁମାର ପୁଝାରୀ)ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରର ସନ୍ଦିପ ସାହୁ ହତ୍ୟା ଘଟଣାର ପର୍ଦାଫାସ କରିଛି ସୁବର୍ଣ୍ଣପୁର ଜିଲ୍ଲା ପୋଲିସ । ଏହି ଘଟଣାରେ ୩ଜଣ ଅଭିଯୁକ୍ତଙ୍କୁ…

ଡକାୟତି ଯୋଜନା ଉଦ୍ୟମ ପଣ୍ଡ, ବଡ଼ଚଣା ପୋଲିସ ଦ୍ୱାରା ୬ଡକାୟତ ଗିରଫ, ହାତବୋମା, ବନ୍ଧୁକ, ବିଭିନ୍ନ ମାରଣାସ୍ତ୍ର ସହ ବାଇକ ଜବତ l

Posted by - November 20, 2019 0
ଯାଜପୁର: (ଆନନ୍ଦ ଚନ୍ଦ୍ର ସାହୁ) ବଡ଼ ଧରଣର ଡକାୟତି ଯୋଜନା ଉଦ୍ୟମକୁ ପଣ୍ଡ କଲା ବଡ଼ଚଣା ପୋଲିସ। ଏହି ଘଟଣାରେ ସମ୍ପୃକ୍ତ ୬ ଜଣ ଡକାୟତକୁ ଗିରଫ…

୧.୧୨ କୁଇଣ୍ଟାଲ ଗଞ୍ଜାଇ ଜବତ,୨ଅଭିଯୁକ୍ତ ଫେରାର

Posted by - March 19, 2022 0
ବୌଦ୍ଧ:(ଚିତ୍ତରଞ୍ଜନ ସିଂ) ବୁଧବାର ମନମୁଣ୍ଡା ପୁଲିସ ୧ କୁଇଣ୍ଟାଲ ୧୨ କେ ଜି ଗଞ୍ଜାଇ ଜବତ କରିଥିବାବେଳେ ସେଥିରେ ସମ୍ପୃକ୍ତ ୨ଜଣ ଅଭିଯୁକ୍ତ ଫେରାର ହୋଇଯାଇଥିବା ଜାଣିବାକୁ…