Breaking News
10:45 pmଭୁବନେଶ୍ୱର: ଜମିଜମା ବିବାଦକୁ ନେଇ ପୁରୁଣା ଭୁବନେଶ୍ୱର ରଥରୋଡରେ ପୁଲିସ ଉପସ୍ଥିତିରେ ବଡ଼ଭାଇକୁ ହାଣିଲା ସାନଭାଇ। ଖଣ୍ଡା ଆକ୍ରମଣରେ ବଡ଼ଭାଇ ଗୁରୁତର। ହସ୍ପିଟାଲରେ ଭର୍ତ୍ତି। 10:44 pmଭୁବନେଶ୍ବର: ବରିଷ୍ଠ ଅଭିନେତା ବିରାଜ ଦାସଙ୍କ ପରଲୋକ। ୬୩ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କଲେ ବିରାଜ ଦାସ। କଟକର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। 10:43 pmରକ୍ଷକ ସାଜିଲା ଭକ୍ଷକ ମାମଲା : ଶିଶୁ ‌‌‌ଯୌନ ନିର୍ଯାତନା ମାମଲାରେ କନଷ୍ଟେବଳ ରଜନୀକାନ୍ତ ଗମାଙ୍ଗୋ ଗିରଫ 12:38 amଭିଜିଲାନ୍ସ ଜାଲରେ ନାରାୟଣପାଟଣା ବ୍ଲକରେ କାର୍ଯ୍ୟରତ ସିଆରସିସି ଏସ କିଶାନ କୁମାର। ୨୦ ହଜାର ଟଙ୍କା ଲାଞ୍ଚ ନେଇ ଗିରଫ 12:36 amପୁରୀ: ଶ୍ରୀମନ୍ଦିର ସାମ୍ନାରେ ଗୁଳିକାଣ୍ଡ,ଜଣେ ଯୁବକଙ୍କୁ ଟାର୍ଗେଟ କରି ଦୁର୍ବୃତ୍ତଙ୍କ ଗୁଳିମାଡ଼,ଗୁଳମାଡ଼ରେ ଶ୍ରୀଲୋକନାଥ ସେବାୟତ ଗୁରୁତର

ଚାଷୀଙ୍କୁ ଭଣ୍ଡେଇଥିବା ପ୍ରତିବାଦରେ ନବ ନିର୍ମାଣ କୃଷକ ସଂଗଠନର ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାରଙ୍କ ଅନଶନ

607 0

ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ଚାଷୀଙ୍କୁ ଦେଇଥିବା ପ୍ରତିଶୃତିକୁ ପୁରଣ କରିନାହାଁନ୍ତି । ପ୍ରତ୍ୟେକ ଚାଷୀଙ୍କୁ ବର୍ଷକୁ ଦୁଇଟି କିସ୍ତିରେ ୧୦ ହଜାର ଟଙ୍କା ଲେଖାଏଁ କାଳିଆ ଯୋଜନାରେ ପ୍ରଦାନ ପାଇଁ କରିିଥିବା ଘୋଷଣା କରି ଏବେ ଚାଷୀଙ୍କୁ ଭଣ୍ଡେଇଥିବା ଅଭିଯୋଗ କରିଛି ନବ ନିର୍ମାଣ କୃଷକ ସଂଗଠନ । ନିର୍ବାଚନ ପରେ ରାଜ୍ୟ ସରକାର କାଳିଆ ଯୋଜନାକୁ କେନ୍ଦ୍ରସରକାରଙ୍କ ପ୍ରଧାନମନ୍ତ୍ରୀ କିଶାନ ନିଧି ଯୋଜନାରେ ମିଶ୍ରଣ କରିବା ପାଇଁ ଘୋଷଣା କରିଛନ୍ତି ।

ଏହାର ପ୍ରତିବାଦରେ ସଂଗଠନର ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାର ଅନଶନରେ ବସିଛନ୍ତି । ଏହାକୁ ସମର୍ଥନ ଜଣାଇ ଯାଜପୁର ଜିଲାପାଳ ଅପିଂସ ସମ୍ମୁଖରେ ସଂଗଠନର ଶତାଧିକ କାର୍ଯ୍ୟକର୍ତା ଧାରଣାରେ ବସିଥିଲେ । ଜିଲାପାଳଙ୍କ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଧେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇ ତୁରନ୍ତ ଚାଷୀ ମାନଙ୍କୁ ପ୍ରତିଶୃତି ମୁତାବକ କାଳିଆ ଯୋଜନାର ଅର୍ଥରାଶି ପ୍ରଦାନ କରିବାକୁ ଦାବି କରିିଥିଲେ ।

Facebook Notice for EU! You need to login to view and post FB Comments!

Related Post

ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ନବରଙ୍ଗପୁର ନୂତନ କୋର୍ଟରେ ଅନୁଷ୍ଠିତ

Posted by - December 11, 2021 0
ନବରଙ୍ଗପୁର:(ବେଣୁ ଗୋପାଳ ରାଓ )ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ନବରଙ୍ଗପୁର ନୂତନ କୋର୍ଟରେ ଅନୁଷ୍ଠିତ ହୋଇଯାଇଛି ଉକ୍ତ ଲୋକ ଅଦାଲତ ରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ…

ବୁଗୁଡ଼ା ବିରଞ୍ଚି ନାରାୟଣ କଲ୍ୟାଣ ମଣ୍ଡପରେ ସାମ୍ବାଦିକ ସମ୍ମଳନୀ

Posted by - July 6, 2021 0
ବୁଗୁଡ଼ା: (ଦିଲ୍ଲୀପ କୁମାର ଖାଡଙ୍ଗା)ବୁଗୁଡ଼ା ବିରଞ୍ଚି ନାରାୟଣ କଲ୍ୟାଣ ମଣ୍ଡପ ଠାରେ ବ୍ଲକ୍ ଅଧ୍ୟକ୍ଷା ମମି ସେନାପତି , ଉପାଧ୍ୟକ୍ଷ ଟୁକୁନା ସ୍ୱାଇଁ, ଜିଲ୍ଲା ପରିଷଦ ଅଶୋକ…

ବରିଷ୍ଠ କଂଗ୍ରେସ ନେତା ସେକ ଅବଦୁଲ ରେହେମାନ ଙ୍କ ଅକାଳ ବିୟୋଗ

Posted by - July 1, 2020 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ଜିଲ୍ଲା ଦଶରଥ ପୁରୁ ବ୍ଲକ ଗୋପାଳପୁର ଗ୍ରାମ ପଞ୍ଚାୟତ ର ପଞ୍ଚାୟତ କଂଗ୍ରେସ ସଭାପତି ତଥା ବରିଷ୍ଠ କଂଗ୍ରେସ ନେତା ସେକ…

ଯାଜପୁର ଭବାନିଗଞ୍ଜରେ ଅଶୋକ ଦାସ ଫାଉଣ୍ଡେସନ ପକ୍ଷରୁ ରକ୍ତ ଦାନ ଶବିର

Posted by - July 19, 2020 8,080
ଯାଜପୁର ଅଫିସ : ଆଜି ଯାଜପୁର ନଗର ଭାବନିଗଞ୍ଜ ଠାରେ ଅଶୋକ ଦାସ ଫାଉଣ୍ଡେସନ ପକ୍ଷରୁ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।  ପୂର୍ବ  ପାରିଷଦ ଦୀପକ କୁମାର…

ଭୀଷଣ ଅଗ୍ନି କାଣ୍ଡ ରେ ଦୁଇ ବଖରା ଘର ଭସ୍ମୀଭୂତ , ଲକ୍ଷାଧିକ ଟଙ୍କା ର ସମ୍ପତି ନଷ୍ଟ।

Posted by - March 15, 2021 0
ନୀଳଗିରି:(ସୌମ୍ୟାସାଇ ବାରିକ)ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସାରା ରାଜ୍ୟରେ ପ୍ରବାହିତ ହେଉଛି। ତାର ପ୍ରଭାବ ରେ ଗାଆଁ ଗଣ୍ଡା ରେ ଅଗ୍ନି କାଣ୍ଡ ଘଟିବା ଏକ ନୀତି ଦିନିଆ…

Leave a comment

Your email address will not be published.