Breaking News
9:17 pmତିଗିରିଆ: ତିଗିରିଆ ତହସିଲ ଅନ୍ତର୍ଗତ କୋଇଲିକନ୍ୟା ଗ୍ରାମର ଅଖା ବ୍ୟବସାୟୀ ପ୍ରହଲ୍ଲାଦ ମନ୍ତ୍ରୀଙ୍କ ଗୋଦାମ ଗୃହରେ ଅଗ୍ନିକାଣ୍ଡ 9:15 pmମାଲକାନଗିରି: ଜିଲ୍ଲାର ପଡ଼ିଆ ବ୍ଲକ ଅନ୍ତର୍ଗତ ଏମଭି ୫୬ ଗ୍ରାମରେ ଥିବା ଏକ ଶ୍ରମିକ କ୍ୟାମ୍ପରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଚଢ଼ଉ 9:15 pmମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲାରେ ଜଣେ ମାଓବାଦୀକୁ ପୁଲିସ ଗିରଫ କରିଛି। ତାଠାରୁ ବହୁ ବିସ୍ଫୋରକ ସାମଗ୍ରୀ ଜବତ 9:14 pmବିବାଦ ଭିତରେ ଅକ୍ଟୋବର ୫ ତାରିଖରେ କରାଯିବ ମହାପ୍ରଭୁଙ୍କ ବନକଲାଗି ନୀତି। ସୂଚନା ଦେଲେ ଦତ୍ତ ମହାପାତ୍ର ଓ ମୁଦୁଲି ନିଯୋଗର କର୍ତ୍ତୃପକ୍ଷ । ଏକ ମାସ ଧରି ବନ୍ଦ ରହିଛି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର 10:21 amସିସୋର ଚିଟଫଣ୍ଡ ମାମଲା: ପ୍ରଭାତ ବିଶ୍ବାଳ ଓ ତାଙ୍କ ପତ୍ନୀଙ୍କ ନାମରେ ହେଲା ଚାର୍ଜ ଫ୍ରେମ

ପ୍ରଧାନମନ୍ତ୍ରୀ ବିଶ୍ଵକର୍ମା ଯୋଜନା ଲୋକାର୍ପଣ ଉତ୍ସବରେ ଯୋଗଦେଲେ ସାଂସଦ,ବିଜେପି କାର୍ଯ୍ୟାଳୟ ଉଦଘାଟିତ

30 0

ଟିଟିଲାଗଡ:(ସଞ୍ଜୟ କୁମାର ନାୟକ)ସେପ୍ଟେମ୍ବର ୧୭ ତାରିଖ ଅର୍ଥାତ ଆଜି ଭାରତର ଯଶସ୍ଵି ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କ ଜନ୍ମ ଦିନ। ଏହି ଦିବସକୁ ପାଳନ କରିବା ସହ ଆଜିର ବିଶ୍ଵକର୍ମା ଜୟନ୍ତି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଶ୍ରମିକ ମାନଙ୍କ କଲ୍ୟାଣ ନିମନ୍ତେ ବିଶ୍ଵକର୍ମା ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନାର ସିଧା ପ୍ରସାରଣ ଟିଭିରେ ଦେଖିବା ସହ ତା ପୁର୍ବରୁ ଟିଟିଲାଗଡ ଠାରେ ଆୟୋଜିତ ଏହି ଉତ୍ସବରେ ଭାରତୀୟ ଜନତା ପାର୍ଟି କାର୍ଯ୍ୟାଳୟ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଜିଲ୍ଳା ଓବିଶୀ ମୋର୍ଚ୍ଚା ସଭାପତି ଅକ୍ଷୟ ରଣ।ଙ୍କ ସଭାପତିତ୍ବରେ ଭାରତର ଜଶସ୍ଵି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିନ ପାଳନ ଅବସରରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ସାଂସଦ ଶ୍ରୀମତି ସଙ୍ଗୀତା ସିଂ ଦେଓ, ଜିଲ୍ଲା ସଭାପତି ଶିବାଜି ମହାନ୍ତି, ଜିଲ୍ଲା ସାଧାରଣ ସମ୍ପାଦକ ଶ୍ରୀ ମୁକେଶ ଜୈନ, ଟିଟଲାଗଡ ନଗର ସଭାପତି ଶ୍ରୀ ପ୍ରଶାନ୍ତ ଷଡଙ୍ଗୀ, ସାଂସଦଙ୍କ ନଗର ପ୍ରତିନିଧି ଆଲୋକ ନାୟକ, ରାଜ୍ୟ ଓବିଶି ମୋର୍ଚ୍ଚା ଉପସଭାପତି ଦିଲୀପ ଖର୍ସେଲ, ଆଇଟି ସେଲ ପ୍ରଭାରି ଜ୍ୟୋତ୍ସ୍ନା ଶର୍ମା, ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ଆଶିଷ ସାହୁ, ୱାର୍ଡ ନମ୍ବର ୧୫ ର କାଉନ ସିଲର ଶ୍ରୀ ସୁନିଲ ଆଚାର୍ଯ୍ୟ , ବିଜେପି ଯୁବ ମୋର୍ଚ୍ଚା ରାଜ୍ୟ ସଦସ୍ୟ ନରସିଂହ ସିଂ ଉପସ୍ଥିତ ଥିଲେ। ଭାରତମାତାଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ ପରେ ଦ୍ଵୀପ ପ୍ରଜ୍ବଳନ କରି ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା। ଏହି ଅବସରରେ ବହୁ ବିଜେପି କାର୍ଯ୍ୟକର୍ତ୍ତା ମାନେ ଉପସ୍ଥିତ ଥିଲେ।

Related Post

ବୌଦ୍ଧ ଜିଲ୍ଲା କଂଗ୍ରେସ ର ହଡତାଳ

Posted by - November 13, 2021 0
ବୌଦ୍ଧ(ସମରେଶ ମିଶ୍ର )ଜିଲ୍ଲା କଂଗ୍ରେସ ର ସଭାପତି ଶ୍ରୀ ନବ କୁମାର ମିଶ୍ର ଙ୍କ ଆହ୍ୱାନ କ୍ରମେ ବୌଦ୍ଧ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ କଂଗ୍ରେସ କର୍ମୀ ମାନେ…

ଉପନିର୍ବାଚନରେ ବିଜେଡିର ବାଜିମାତ୍‌,ଅତି ଶୋଚନୀୟ ସ୍ଥିତିରେ କଂଗ୍ରେସ

Posted by - December 8, 2018 83
ଭୁବନେଶ୍ବର : ୨୦୧୭ରେ ସମୁଦାୟ ଯେତିକି ଭୋଟ ପଡିଥିଲା, ଏଥର ତା ଠାରୁ ୪୬୦ ଖଣ୍ଡ ଭୋଟ ଅଧିକ ପଡିଛି। କିନ୍ତୁ ଗତଥର ଯେତିକି ଲୋକ ପସନ୍ଦ…

ରାଷ୍ଟ୍ରୀୟ ଏକତା ଜନ ଜାଗରଣ ଅଭିଯାନ

Posted by - October 5, 2019 7
ଯାଜପୁର ଟାଉନ:(ଆନନ୍ଦ ଚନ୍ଦ୍ର ସାହୁ) ଯାଜପୁର ଟାଉନସ୍ଥିତ ବିରଜା କଲ୍ୟାଣମଣ୍ଡପରେ ବିଜେପିର ବୁଦ୍ଧିଜୀବୀ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ବିଜେପି ସଭାପତି ଗୌତମ ରାୟଙ୍କ…

ଦଳରୁ ନିଲମ୍ବିତ ହୋଇଥିବା ଯାଜପୁର ଦାନଗଦୀ ବ୍ଲକ ଅଧ୍ୟକ୍ଷା ଲୋପାମୁଦ୍ରା ନାୟକ ଧରିଲେ ପଦ୍ମ

Posted by - March 25, 2019 847
ଡୁବୁରି :୨୫ /୦୩ /୧୯ ଆଜି ଦାନଗଦୀ ବ୍ଲକ୍ ଅଧ୍ୟକ୍ଷା ଲୋପାମୁଦ୍ରା ନାୟକ ଓ ତାଙ୍କ ସ୍ବାମୀ ହଳଧର ନାୟକ, ୮ନଂ ଜୋନ ଜିଲ୍ଲା ପରିଷଦ ସଭ୍ୟ…

ଯାଜପୁର ଜିଲ୍ଲା ବରୀ ନିର୍ବାଚନମଣ୍ଡଳୀ ର ଅଙ୍ଗାଳୋ ପଞ୍ଚାୟତ ରେ ଉପନିର୍ବାଚନ ଶେଷ

Posted by - November 28, 2019 4
ବରୀ-(ସ୍ନେହାଂଶୁ ଶେଖର ମହାନ୍ତି)ବରୀ ବ୍ଲକ ଅଧିନସ୍ଥ ଅଗାଂଳୋ ଗ୍ରମପଞ୍ଚାୟତ ସମିତି ସଭ୍ୟ ପଦପାଇଁ ଆଜି ଉପନିର୍ବାଚନ ଶାନ୍ତି ଶୃଙ୍ଖଳା ର ସହିତ ଶେଷ ହୋଇଛି ।ଏହି ଉପ…