Breaking News
10:10 amଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର: ୨୭ ଏକର ଜମିକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରାଳୟ ଅନୁମତି ୧୧୬୪ ଏକର ଜମିରେ ନିର୍ମାଣ ହେବ ବିମାନବନ୍ଦର 10:10 amକବିସୂର୍ଯ୍ୟନଗର: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅଢ଼େଇବର ଗ୍ରାମରେ ଚରିତ୍ର ଉପରେ ସନ୍ଦେହରୁ ଦୁଃଖଦ ପରିଣାମ: ବିଷଧର ନାଗ ଆଣି ପତ୍ନୀ ଓ ଶିଶୁକନ୍ୟାକୁ ହତ୍ୟା ଅଭିଯୁକ୍ତ ସ୍ବାମୀ ଗିରଫ 10:08 amଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁର ଜିଲ୍ଲା ଅବକାରୀ ବିଭାଗର ସୁପରିଟେଣ୍ଟେଡ଼ ଗଙ୍ଗା ପାଇକରାୟଙ୍କ ନବରଙ୍ଗପୁର ସ୍ଥିତ ଭଡାଘରେ ଆଜି ଭିଜିଲାନ୍ସ ରେଡ଼ କରିଛି 1:47 pmବୌଦ୍ଧ: ବୌଦ୍ଧ ବୁଟୁପାଲିରେ ଥିବା ପୁଲିସ କଲୋନୀର କ୍ୱାଟର୍ସରୁ ଜଣେ ମହିଳା କନେଷ୍ଟବଳଙ୍କ ମୃତଦେହ ଜବତ,ସ୍ୱାମୀ ଅଟକ 1:46 pmଭୁବନେଶ୍ବର: ସର୍ବଦଳୀୟ ବୈଠକ ପରେ ବି ଚାଲିପାରିଲାନି ଗୃହ। ଅପରାହ୍ଣ ୪ଟା ଯାଏ ବିଧାନସଭା ମୁଲତବୀ।

ମନ୍ତ୍ରୀ ଙ୍କ ଦ୍ଵାରା ଉଦ୍ଘାଟିତ ହେଲା ନୂତନ ସେବା ସମବାୟ ସମିତି କାର୍ଯ୍ୟାଳୟ

47 0

ହରଭଙ୍ଗା: (ଚିତ୍ତରଞ୍ଜନ ସିଂହ) ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍ ସଙ୍କୁଲେଇ ପଂଚାୟତ ରେ ସେବା ସମବାୟ ସମିତି ର ଏକ ନୂତନ କାର୍ଯ୍ୟାଳୟ ଉଦ୍ଘାଟିତ ହୋଇଯାଇଛି। ଉଦ୍ଘାଟନୀ କାର୍ଯ୍ୟକ୍ରମର ମୂଖ୍ୟ ଅତିଥି ଭାବରେ ଶ୍ରୀ ଯୁକ୍ତ ପ୍ରଦୀପ କୁମାର ଅମାତ, ମାନ୍ୟବର କ୍ୟାବିନେଟ୍ ମନ୍ତ୍ରୀ ଓଡିଶା ସରକାର ଯୋଗଦେଇଥିଲେ।

ସମ୍ମାନୀତ ଅତିଥି ଭାବରେ ବୌଦ୍ଧ କନ୍ଧମାଳ ସେବା ସମବାୟ ସମିତି ର ଉପନିବନ୍ଧକ ଯୁଗଳ କିଶୋର ଦାସ, ଓ ବୌଦ୍ଧ ସମବାୟ ସମିତି ର ସହକାରୀ ନିବନ୍ଧକ ହାଡ଼ିବନ୍ଧୁ ମହାକୁଡ଼ ଯୋଗ ଦେଇଥିଲେ।

ଉକ୍ତ ଉଦ୍ଘାଟନୀ କାର୍ଯ୍ୟକ୍ରମରେ ସଂକୁଲେଇ ସମବାୟ ସମିତି ର ପରିଚାଳନା କମିଟି ର ସମସ୍ତ ସଦସ୍ୟ, ସଦସ୍ୟା ଉପସ୍ଥିତ ଥିଲେ। ଶଙ୍କୁଲେଇ ସେବା ସମବାୟ ସମିତି ର ସଭାପତି ଶ୍ରୀମତୀ ରଶ୍ମିତା ମହାକୁଡ଼ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ରେ ସେବା ସମବାୟ ସମିତି ର ସଂପାଦକ ଶ୍ରୀ ସଞ୍ଜୟ କୁମାର ଗାଈଗୌରିଆ ମଞ୍ଚ ପରିଚାଳନା କରିଥିଲେ। ଉକ୍ତ କାର୍ଯ୍ୟକ୍ରମ ରେ ଆଖ ପାଖର ଶତାଧିକ ଚାଷୀ ଉପସ୍ଥିତ ଥିଲେ।

Related Post

ଗୁଣପୁର ବ୍ଲକ ପୁଟ୍ଟ।ସିଂ ଗ୍ରାମ ପଞ୍ଚାୟତରେ ଜିଲ୍ଲାପାଳ,ରାୟଗଡ଼ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

Posted by - July 11, 2023 0
ରାୟଗଡ/ଗୁଣପୁର :୧୦/୦୭ (ରମାକାନ୍ତ ପୋଡାଲ )ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଗୁଣପୁର ବ୍ଲକ ପୁଟ୍ଟ।ସିଂ ଗ୍ରାମ ପଞ୍ଚାୟତ ସଦର ମହକୁମା ସ୍ଥିତ ଲାଞ୍ଜିଆ ସୌରା ଉନ୍ନୟନ ସଭାଗୃହ…

କଳାହାଣ୍ଡି ଜିଲ୍ଲା କ୍ରୀଡା ସଂସ୍ଥା ର ବାର୍ଷିକ ସାଧାରଣ ସଭା ଓ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ

Posted by - November 20, 2023 0
ଭବାନୀପାଟଣା:( ଅର୍ଜୁନ ପଟ୍ଟନାୟକ)କଳାହାଣ୍ଡି ଜିଲ୍ଲା କ୍ରୀଡା ସଂସ୍ଥା ର ବାର୍ଷିକ ସାଧାରଣ ସଭା ଓ କର୍ମକର୍ତ୍ତା ନିର୍ବାଚନ ଭବାନୀପାଟଣା ସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍ ଠାରେ…

କୋଡାସିଙ୍ଗା ଗ୍ରାମରେ ପାଗଳ କୁକୁର ଆତଙ୍କ, କୁକୁର କାମୁଡ଼ାରେ ୩ ଆହତ

Posted by - September 23, 2023 0
ବୌଦ୍ଧ: ( ଚିତ୍ତରଞ୍ଜନ ସିଂହ )ଶନିବାର ସକାଳ ୮  ଘଣ୍ଟା ସମୟରେ ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍ କୋଡାସିଙ୍ଗା ଗ୍ରାମରେ ଏକ ପାଗଳ କୁକୁର କାମୁଡ଼ାରେ ୩ …

ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳନ

Posted by - September 8, 2023 0
କଣ୍ଟାବାଞ୍ଜି ବ୍ୟୁରୋ :(ନରେନ୍ଦ୍ର ନେଗୀ)ଆଜି କଣ୍ଟାବାଞ୍ଜି ଆଂଚଳିକ ସାଧନ କେନ୍ଦ୍ର ଅଧିନସ୍ଥ ସମସ୍ତ ସରକାରୀ ବିଦ୍ୟାଳୟ ରେ ଆନ୍ତର୍ଜାତୀୟ ସାକ୍ଷରତା ଦିବସ, ପାଳନ ହୋଇ ଯାଇ ଅଛି…

ରାଜ୍ୟ ସ୍ତରୀୟ ଆଲୋଚନା ଚକ୍ର

Posted by - February 28, 2023 0
ସୁବର୍ଣ୍ଣପୁର : (ଅଜିତ କୁମାର ପୁଜାହାରୀ) ସୋନପୁର ମହାବିଦ୍ୟାଳୟର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ଏକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ” ପ୍ରାକ୍-ସାରଳା…