ଭୁବନେଶ୍ୱର : ଅାଜି ହକି ବିଶ୍ୱକପ୍ରେ କଳିଙ୍ଗ ଷ୍ଟାଡିୟମରେ ପୁଲ୍ -ଡି ର ୨ଟି ମ୍ୟାଚ୍ ଖେଳାଯିବ। ପ୍ରଥମ ମ୍ୟାଚ୍ ଜର୍ମାନୀ ଓ ନେଦରଲ୍ୟାଣ୍ଡ ମଧ୍ୟରେ ହେବାକୁ ଥିବା ବେଳେ ଦ୍ୱିତୀୟ ମ୍ୟାଚ୍ରେ ପାକିସ୍ତାନକୁ ଭେଟିବ ମାଲେସିଅା।
ଜର୍ମାନୀ ଓ ନେଦରଲାଣ୍ଡ ନିଜ ନିଜ ପ୍ରଥମ ମ୍ୟାଚ୍ ଜିତିଥିବା ବେଳେ ପାକିସ୍ତାନ ଓ ମାଲେସିଅା ନିଜର ପ୍ରଥମ ବିଜୟ ଲକ୍ଷ୍ୟରେ ଅଛନ୍ତି।