Breaking News
12:38 amଭିଜିଲାନ୍ସ ଜାଲରେ ନାରାୟଣପାଟଣା ବ୍ଲକରେ କାର୍ଯ୍ୟରତ ସିଆରସିସି ଏସ କିଶାନ କୁମାର। ୨୦ ହଜାର ଟଙ୍କା ଲାଞ୍ଚ ନେଇ ଗିରଫ 12:36 amପୁରୀ: ଶ୍ରୀମନ୍ଦିର ସାମ୍ନାରେ ଗୁଳିକାଣ୍ଡ,ଜଣେ ଯୁବକଙ୍କୁ ଟାର୍ଗେଟ କରି ଦୁର୍ବୃତ୍ତଙ୍କ ଗୁଳିମାଡ଼,ଗୁଳମାଡ଼ରେ ଶ୍ରୀଲୋକନାଥ ସେବାୟତ ଗୁରୁତର 12:35 amସହାରାଞ୍ଚଳ ବିକାଶରେ ଗୋଷ୍ଠୀ ସହଭାଗୀତାରେ କ୍ଷୀପ୍ର, ବ୍ୟାପକ ରୂପାନ୍ତରଣକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା 2:45 pmଓଡ଼ିଶାରେ ଖାଲି ହୋଇଥିବା ୩ଟି ରାଜ୍ୟସଭା ଆସନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି,ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଆସନ୍ତା ୩୧ ହେଉଛି ନାମାଙ୍କନ ଦାଖଲର ଶେଷ ତାରିଖ 5:42 pmବଲାଙ୍ଗିର ସହରର ଜନଗହଳି ଆର୍‍ଟିଓ ଅଫିସ୍‍ ଛକରେ ସିରିଜ ଦୁର୍ଘଟଣାକୁ ନେଇ ନୂଆ ତଥ୍ୟ ,ଦୁର୍ଘଟଣା ନୁହେଁ ପୂର୍ବ ଯୋଜନା ମୁତାବକ ହତ୍ୟା: ଏସ୍‌ପି

ଭୁବନେଶ୍ୱର ଏକ ନମ୍ବର ହାଟ ବାହାରେ ବାଇକ୍‌ ପାର୍କିଂ ମନା

268 0

ଭୁବନେଶ୍ୱର  : ଭୁବନେଶ୍ୱର ଏକ ନମ୍ବର ହାଟ ବାହାରେ ବାଇକ୍‌ ପାର୍କିଂ ମନା। ବାଇକ୍‌ ପାର୍କିଂ କଲେ ଅଡୁଆରେ ପଡିବେ ଗାଡ଼ି ମାଲିକ। କେବଳ ସିଙ୍ଗଲ୍ ଲେନ୍‌ରେ ଚାରି ଚକିଆ ଯାନ ରହିବା ସହ ସେ ସବୁ ୪୫ ଡ଼ିଗ୍ରୀ କୋଣ କରି ପାର୍କିଂ ହେବ।ବାଇକ୍‌ ଗୁଡ଼ିକ ପାଇଁ କ୍ୟାପିଟାଲ ଥାନା ପାଖରେ ଏକ ସ୍ୱତନ୍ତ୍ର ପାର୍କିଂ ସ୍ଥଳ ନିର୍ମାଣ କରାଯାଇଛି। ଆଜି ଠାରୁ ଏନେଇ ଡିସିପି ଟ୍ରାଫିକ୍‌ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏଥିସହ ରାସ୍ତାକଡ଼ରେ ଉଠାଦୋକାନ ଗୁଡ଼ିକ ମଧ୍ୟ ଉଚ୍ଛେଦ କାମ ଚାଲିଛି।

ଏଥିସହ ଆଗକୁ ଭୂମିତଳ ରାସ୍ତାକୁ ଆହୁରି ସୁଗମ କରାଯିବ। ୟୁନିଟ୍‌ ୧ ଓ ୟୁନିଟ ୨ ମାର୍କେଟ୍‌ ରାସ୍ତାକୁ ଯିବାକୁ ହେଲେ ଲୋକ ରାସ୍ତାପାରି ହେଉଥିଲେ । ଏହାଦ୍ୱାରା ଟ୍ରାଫିକ ସମସ୍ୟା ହେଉଥିଲା, ତେଣୁ ରାସ୍ତା ପାରି ହେଉଥିବା ସ୍ଥାନକୁ ବନ୍ଦ କରାଯାଇ ,  ଭୂମିତଳ ରାସ୍ତାର ବହୁଳ ବ୍ୟବହାର କରିବାକୁ ପରାମର୍ଶ ଦିଆଯାଇଛି।

Facebook Notice for EU! You need to login to view and post FB Comments!

Related Post

CAA ସପକ୍ଷରେ ବିଜେପିର ଜନଜାଗରଣ ଯାତ୍ରା

Posted by - January 11, 2020 0
ଅନୁଗୋଳ :(ମହେଶ ଭୋମରାଜ) ନାଗରିକତା ସଂଶୋଧନ ଅଧିନିୟମ (ସି ଏ ଏ) ସପକ୍ଷରେ ରାଜ୍ୟବ୍ୟାପି ବ୍ୟାପକ ଜନଜାଗରଣ ନିମନ୍ତେ ଅନୁଗୋଳ ଜିଲ୍ଲାରେ ବିଜେପି ପକ୍ଷରୁ ସଚେତନତା ପଦଯାତ୍ରା…

କେନ୍ଦୁଝର ପଦ୍ମପୁର ମହାଲକ୍ଷ୍ମୀ ପୂଜାପାଇଁ ମାଟିପୂଜନ

Posted by - September 11, 2019 54
କେନ୍ଦୁଝର,୮/୯ କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ଗ୍ରାମ ର ପ୍ରସିଦ୍ଧ ମହାଲକ୍ଷ୍ମୀପୂଜା ଉପଖଣ୍ତ ତଥା ଆଖପାଖ ନୂଆଗାଁ,ଗୋବର୍ଦ୍ଧନ,ଶଙ୍କିରୀ,ବାଉରୀପଦା,ମହାଦେଇଯୋଡ଼ା, ବରଦାପାଳ,୬ଟି ପଞ୍ଚାୟତର ଲୋକମାନେ ଏହିପୂଜାବେଶ ଧୁମ୍ ଧାମ୍…

ଧୁଙ୍ଗିଆମୁଣ୍ଡାରେ ବାଲ୍ୟବିବାହ ସଚେତନତା ଅଭିଯାନ

Posted by - November 7, 2021 0
ବୌଦ୍ଧ :(ଚିତ୍ତ ରଂଜନ ସିଂ)ହରଭଙ୍ଗା ବ୍ଲକ ଛତ୍ରଙ୍ଗ ପଞ୍ଚାୟତ ଅନ୍ତର୍ଗତ ଧୁଙ୍ଗିଆମୁଣ୍ଡା ଓ ଗୁଣ୍ଡୁରିସାହି ଗ୍ରାମରେ ଧୁଙ୍ଗିଆମୁଣ୍ଡା ଅଙ୍ଗନୱାଡ଼ି ଅନୁକୁକୁଲ୍ୟରେ ବାଲ୍ୟବିବାହ ସଚେତନତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି…

ପ୍ରଶାସନ ବୁଝେଇଲା,ଲୋକ କିନ୍ତୁ ଶୁଣିବାକୁ ନାରାଜ,ଦେଖନ୍ତୁ ବରୀ ର ଅବସ୍ଥା

Posted by - April 27, 2020 0
ବରୀ:( ସ୍ନେହାଂଶୁ ଶେଖର ମହାନ୍ତି) ଯାଜପୁର ଜିଲ୍ଲା ୬୦ ଘଣ୍ଟା ସଟ ଡାଉନ ରହିଥିଲାବେଳେ ଜିଲ୍ଲା ପ୍ରଶାସନ ଯାଜପୁର,ବରୀ,ବିଂଝାରପୁର, ଦଶଥପୁର, କୋରେଇ,ଯାଜପୁର ପୌରପାଳିକାକୁ କଣ୍ଟେନମେଣ୍ଟ ଏରିଆ ରୂପେ…

କଂସାରୀ ସାହି ରେ ବିଶ୍ଵ ପରିବେଶ ଦିବସ ପାଳିତ

Posted by - June 6, 2021 0
ବେଲଗୁଣ୍ଠା:(ସୁଶାନ୍ତ କୁମାର ବେହେରା )ବିଜ୍ଞାପିତ ଅଞ୍ଚଳ ପରିଷଦ ର କାର୍ଯ୍ୟ ନିର୍ବାହୀ ଅଧିକାରୀ ଙ୍କ ଅଧ୍ୟକ୍ଷତା ରେ ସ୍ଥ କଂସାରୀ ସାହି ରେ ବିଶ୍ଵ ପରିବେଶ ଦିବସ…

Leave a comment

Your email address will not be published.