ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)ମହାତ୍ମାଗାନ୍ଧୀଙ୍କ ପବିତ୍ର ମହାପ୍ରୟାଣ ଦିବସ ଅବସରରେ ଗୈାତମ ବୁଦ୍ଧ ସଂସ୍କୃତି ଭବନ ଠାରେ ଥିବା ମହାତ୍ମାଗାନ୍ଧୀ ଙ୍କ ପ୍ରତିମୂର୍ତ୍ତି ରେ ଜିଲ୍ଲା ପ୍ରଶାସନ, ସଂସ୍କୃତି ବିଭାଗ ଓ ପତଞଳି ଯୋଗ ସମିତି ପକ୍ଷରୁ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯାଇଥିଲା।
ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶ୍ରଦ୍ଧାଞ୍ଜଳୀ କାର୍ଯ୍ୟକ୍ରମ ରେ ବିଶିଷ୍ଟ ଗାନ୍ଧୀବାଦୀ ନିଶିଥ ଦାସ,ଶରତ ମହାପାତ୍ର, ସୁବାଷ ଚନ୍ଦ୍ର ତ୍ରିପାଠୀ, ମନ୍ମଥ କୁମାର ସାମଲ, ଆନନ୍ଦ ଚନ୍ଦ୍ର ସାହୁ ପ୍ରମୁଖ ମାଲ୍ୟାର୍ପଣ କରିଥିଲେ।
Facebook Notice for EU!
You need to login to view and post FB Comments!