ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ସମନ୍ୱିତ ଜନ ସ୍ୱାସ୍ଥ୍ୟ ପରୀକ୍ଷାଗାର କାର୍ଯ୍ୟକ୍ଷମ
ସୁବର୍ଣ୍ଣପୁର : (ଅଜିତ କୁମାର ପୁଜାହାରୀ)ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସୁବର୍ଣ୍ଣପୁର ଠାରେ ସମନ୍ୱିତ ଜନସ୍ୱାସ୍ଥ୍ୟ ପରୀକ୍ଷାଗାର କାର୍ଯ୍ୟକ୍ଷମ ର ଶୁଭାରମ୍ଭ ଶ୍ରୀମତୀ ଅନ୍ୟା ଦାସ ଜିଲ୍ଲାପାଳ ସୁବର୍ଣ୍ଣପୁର ଙ୍କ ଦ୍ୱାରା ଅନୁଷ୍ଠିତ ହୋଇଯାଇଛି। ଏହି ପରୀକ୍ଷଗାର ରେ ୧୪୬ ପ୍ରକାର ନିଦାନ…