ଭିଜିଲାନ୍ସ ଜାଲରେ ଖଣ୍ଡହତା ଆର. ଆଇ ରାଜେନ୍ଦ୍ର ମିଶ୍ର, ଏବଂ ଏ ଆର ଆଇ ପଞ୍ଚାନନ ଡାଙ୍ଗ

ସୁବର୍ଣ୍ଣପୁର:  (ଅଜିତ କୁମାର ପୂଜାହାରି)ଭିଜିଲାନ୍ସ ଜାଲରେ ଖଣ୍ଡହତା ଆର. ଆଇ ରାଜେନ୍ଦ୍ର ମିଶ୍ର, ଏବଂ ଏ ଆର ଆଇ ପଞ୍ଚାନନ ଡାଙ୍ଗ । ସଂଗ୍ରାମପୁର ଗ୍ରାମର ନେତ୍ରାନନ୍ଦ ପଧାନ ଙ୍କ ଠାରୁ ୫ହଜାର ଟଙ୍କା ଲାଞ୍ଚ ନେଲାବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ

ବୌଦ୍ଧ ( ଚିତ୍ତରଞ୍ଜନ ସିଂହ )ବୌଦ୍ଧଜିଲାରେ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ଏକ ପ୍ରସ୍ତୁତି ବୈଠକ ଗୁରୁବାର ଦିନ ଜିଲାପାଳ ଜେ. ସୋନାଲଙ୍କ ଅଧ୍ୟକ୍ଷତାରେ ଜିଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବୌଦ୍ଧ…

କେସିଙ୍ଗା ରେ ବିଶ୍ଵ ଯୋଗ ଦିବସ ପାଳନ

କେସିଙ୍ଗା (ପ୍ରୀତେଶ ପଟେଲ)କୋରାନ୍ କାଳ ରୁ ଲୋକେ ଜାଣିଲେ ଯେ ସ୍ୱାସ୍ଥ୍ୟ ଶରିରୀ ହିଁ ଜୀବନ, କଥାରେ ଅଛି ସ୍ଵାସ୍ଥ୍ୟ ହିଁ ସମ୍ପଦ ଆଉ ଏହି ସମ୍ପଦକୁ ସାଇତି ରଖିବା ପାଇଁ ଯୋଗ  ର ଆବଶ୍ୟକତା ରହିଛି ବୋଲି ସାଧାରଣରେ ବିଶ୍ବାସ…

ବୌଦ୍ଧ ରେ ଇଣ୍ଡିଆନ ଓଭରସିଜ ବ୍ୟାଙ୍କ ଶାଖା ର ଶୁଭ ଉଦଘାଟନ

ବୌଦ୍ଧ  : ବୌଦ୍ଧ ସହର ରାଜନପାଲି ଛକ ନିକଟରେ ନୂତନ ଭାବେ ଇଣ୍ଡିଆନ ଓଭରସିଜ ବ୍ୟାଙ୍କ ବୌଦ୍ଧ ଶାଖା ର ଶୁଭ ଉଦଘାଟନ ଉତ୍ସବ ଅନୁଷ୍ଠିତ l ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ଜିଲ୍ଲା ପରିଷଦ ମୁଖ୍ୟ କାର୍ଯ୍ୟ…

ହିନ୍ଦୁ ସାମ୍ରାଜ୍ୟ ଦିବସ ପାଳିତ

ବୌଦ୍ଧ : ଅଖଣ୍ଡ ଭାରତ ରେ ମୋଗଲ ଶାସନ କୁ ପ୍ରତିହତ କରି ହିନ୍ଦୁ ସାମ୍ରାଜ୍ୟ ପ୍ରତିଷ୍ଠା କରିବାରେ ଶିବାଜୀଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱ ପୂର୍ଣ୍ଣ ରହିଥିଲା ବୋଲି ହିନ୍ଦୁ ସାମ୍ରାଜ୍ୟ ଦିବସ ସମାରୋହରେ ମତବ୍ୟକ୍ତ ପାଇଛି l ରାଷ୍ଟ୍ରୀୟ ସ୍ୱୟଂସେବକ…

ବେଲଗୁଣ୍ଠା ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୋଗ ଦିବସ ପାଳିତ

ବେଲଗୁଣ୍ଠା-୨୧/୬  ଆଜି ବିଶ୍ଵ ଯୋଗ ଦିବସ ଅବସରରେ ସ୍ଥାନୀୟ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟକ୍ଷା ଡକ୍ଟର ସଂଯୁକ୍ତା ପଣ୍ଡାଙ୍କ ତତ୍ତ୍ଵାବଧାନରେ ଯୋଗ ଅନୁଷ୍ଠିତ ହୋଇ ଯାଇଅଛି। ଏଥିରେ ମୁଖ୍ୟ ଅତିଥି ଭାବେ ଓକିଲ ବିପିନ ବିହାରୀ ସାହୁ ଯୋଗ ଦେଈ…

ନବରଙ୍ଗପୁର ମହାବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ନବରଙ୍ଗପୁର : ( ବେଣୁ ଗୋପାଳ ରାଓ)ନବରଙ୍ଗପୁର ମହାବିଦ୍ୟାଳୟରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ନବରଙ୍ଗପୁର ଜିଲ୍ଲା ପ୍ରଶାସନ ମୁଖ୍ୟ ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା ଆନ୍ତର୍ଜାତୀୟ ଯୋଗ ଦିବସରେ…

ଧର୍ମଗଡ ସ୍ଥିତ ଭାରତୀୟ ଆଦିମ ଜାତି ସେବା ସଂଘ ପରିଚାଳିତ ଜାଗୃତି ଗୃହ-୨ ପରିସରରେ ଆନ୍ତର୍ଜାତୀୟ ଯୋଗ ଦିବସ

ଧର୍ମଗଡ ଜାଗୃତି ଗୃହ-୨ ପରିସରରେ ମିଳିତ  ଯୋଗାଭ୍ୟାସ କଲେ ଅନ୍ତେବାସୀ। ଧର୍ମଗଡ଼୨୧/୬( ହେମନ୍ତ କୁମାର ମାଝୀ)ଧର୍ମଗଡ ସ୍ଥିତ ଭାରତୀୟ ଆଦିମ ଜାତି ସେବା ସଂଘ ପରିଚାଳିତ ଜାଗୃତି ଗୃହ-୨ ପରିସରରେ ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଯୋଗାଭ୍ୟାସ କରାଯାଇଥିଲା। ଜାଗୃତି ଗୃହରେ…

ବୌଦ୍ଧରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବୌଦ୍ଧ -( ଚିତ୍ତରଞ୍ଜନ ସିଂହ ) ସାଧାରଣ ଲୋକଙ୍କ ସହ ମିଶି ବୌଦ୍ଧ ବିଧାୟକ ଜିଲ୍ଲାପାଳ ଓ ଏସିପି କଲେ ଯୋଗ । ବୌଦ୍ଧ ଜିଲ୍ଲାର ବିଭିନ୍ନ ସ୍ଥାନରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବୌଦ୍ଧ…

ଶ୍ରୀଜଗନ୍ନାଥ ମହାପ୍ରଭୁ ଙ୍କ ଘୋଷଯାତ୍ରା ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ

ହରଭଙ୍ଗା: ୨୦/୦୬ (ଚିତ୍ତ ରଞ୍ଜନ ସିଂ )ହରଭଙ୍ଗା ବ୍ଲକ ସଦର ମହକୁମା ଚାରିଛକ ସ୍ଥିତ ଠିଡିକାଯୋର ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଦ୍ବିତୀୟ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହରେ ଗୁରୁବାର ଅପରାନ୍ହରେ ଅନୁଷ୍ଠିତ ହୋଇଯାଇଛି । ରଥ ମହୋତ୍ସବ କମିଟି ସଭାପତି…