ଶ୍ରୀ ମନ୍ଦିର ପରିକ୍ରମା ସିଧା ପ୍ରସାରଣ ଦେଖିଲେ କୋକସରା ବ୍ଲକର ଜନସାଧାରଣ
ଧର୍ମଗଡ଼ :୧୮/୧(ହେମନ୍ତ କୁମାର ମାଝୀ)ବହୁ ପ୍ରତିକ୍ଷିତ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ପରିକ୍ରମା ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଦ୍ଵାରା ଲୋକାର୍ପିତ ହୋଇଯାଇଛି। ଏହି ଭବ୍ୟ କାର୍ଯ୍ୟକ୍ରମ ପାଇଁ ଆଜି ସାରା ଓଡ଼ିଶାରେ ଜଗନ୍ନାଥ ମହାପ୍ରଭୁଙ୍କ ପାଇଁ ପୁରୀ ବଡଦାଣ୍ଡ…