ରାଜ୍ୟ ସରକାରଙ୍କୁ କଡା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ,ଚକା ଆଖି ସବୁ ଦେଖୁଛି: ନବୀନ

ଭୁବନେଶ୍ୱର: ଗତକାଲି ତିନି ରଥ ଟଣାରେ ବିଳମ୍ବ ସହ ନନ୍ଦିଘୋଷ ରଥ ସିଂହଦ୍ୱାର ସାମ୍ନାରେ ହିଁ ଛିଡା ହୋଇ ରହିବା ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ କଡା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ | ନବୀନ…

ଜଗନ୍ନାଥ ଚେତନା ପରିଷଦ ପକ୍ଷରୁ ଗୁଣ୍ଡିଚା ମହୋତ୍ସବ

ଯାଜପୁର : (ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ଜଗନ୍ନାଥ ଚେତନା ପରିଷଦ ପକ୍ଷରୁ ଜଗନ୍ନାଥ ମନ୍ଦୀର ପରିସରରେ ଗୁଣ୍ଡିଚା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଜଗନ୍ନାଥ ଚେତନା ପରିଷଦ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଯାଜପୁର ବିଧାୟିକା…

ଜଗନ୍ନାଥ ମହୋତ୍ସବ ୨୦୨୫ ଅନୁଷ୍ଠିତ

ଯାଜପୁର : (ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ବୈତରଣୀ ନଦୀର ଦଶ୍ୱାଶ୍ବମେଧ ଘାଟରେ ଥିବା ସର୍ବପୁରାତନ ଶ୍ରୀ ଜଗନ୍ନାଥ ମନ୍ଦିର ପରିସରରେ ସାର୍ଥକ ଫାଉଣ୍ଡେସନ ଆନୁକୁଲ୍ୟରେ ଜଗନ୍ନାଥ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ମୃତ୍ୟୁଞ୍ଜୟ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ…

ଜଗନ୍ନାଥ ଚେତନା ପରିଷଦ ପକ୍ଷରୁ ଗୁଣ୍ଡିଚା ମହୋତ୍ସବ

ଯାଜପୁର : (ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ଜଗନ୍ନାଥ ଚେତନା ପରିଷଦ ପକ୍ଷରୁ ଜଗନ୍ନାଥ ମନ୍ଦୀର ପରିସରରେ ଗୁଣ୍ଡିଚା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଜଗନ୍ନାଥ ଚେତନା ପରିଷଦ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଯାଜପୁର ବିଧାୟିକା…

ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

ନଭି ମୁମ୍ବାଇ ୨୭/୦୬ ନଭି ମୁମ୍ବାଇର ଖାରଘରଠାରେ ଅବସ୍ଥିତ ଏକମାତ୍ର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ରଥଯାତ୍ରା ପର୍ବ ପାଳନ କରାଯାଇଛି । ମହାରାଷ୍ଟ୍ର ଓଡ଼ିଆ କଲ୍ୟାଣ ସଂଘ (ମୋୱା) ଦ୍ୱାରା ଆୟୋଜିତ ଏହି ଭବ୍ଯ ଓ ଦିବ୍ୟ ମହୋତ୍ସବକୁ କେନ୍ଦ୍ର କରି…

ନୋଏଡ଼ାର ସାଲାରପୁର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ରଥଯାତ୍ରା ପାଳନ

ନୋଏଡ଼ା: ୨୭.୦୬ ନୋଏଡ଼ାର ୧୦୧ ସେକ୍ଟର ସ୍ଥିତ ସାଲାରପୁର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ୨୪ତମ ରଥଯାତ୍ରା ଉତ୍ସବ ପାଳନ କରାଯାଇଛି। ଏହି ପବିତ୍ର ପାର୍ବଣ ଉପଲକ୍ଷେ ସମଗ୍ର ମନ୍ଦିର ପରିସରକୁ ସୁନ୍ଦର ଭାବରେ ସଜାଯାଇଥିବା ଦେଖାଯାଇଥିଲା। ବଢ଼ି ଭୋରରୁ ଚାରି ଦିଅଁଙ୍କ…

ବିଶାଖାପାଟଣା ଠାରେ ମହାସମାରୋହରେ ରଥଯାତ୍ରା ଆୟୋଜନ

ବିଶାଖାପାଟଣା : ୨୭.୦୬ ରିଖ ବିଶାଖାପାଟଣାର ଦଶପଲ୍ଲା ପାହାଡ଼ିରେ ଅବସ୍ଥିତ ଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ପର୍ବ ମହାସମାରୋହରେ ପାଲନ କରାଯାଇଛି। ମନ୍ଦିର ପରିଚାଳନା କମିଟି ଉତ୍କଳ ସାଂସ୍କୃତିକ ସମାଜ ଦ୍ୱାରା ଆୟୋଜିତ ଏହି ଭବ୍ୟ ମହୋତ୍ସବକୁ କେନ୍ଦ୍ର କରି ଭକ୍ତ…

ନୂଆଦିଲ୍ଲୀ ହାଉଜଖାସ ମନ୍ଦିରରେ ମହାସମାରୋହରେ ରଥଯାତ୍ରା ପାଳନ 

ନୂଆଦିଲ୍ଲୀ : ୨୭.୦୬ ରିଖ ; ନୂଆଦିଲ୍ଲୀର ହାଉଜଖାସ ଭିଲେଜ ସ୍ଥିତ ଜାତୀୟ ରାଜଧାନୀ କ୍ଷେତ୍ରର ସବୁଠୁ ବୃହତ ଜଗନ୍ନାଥ ମନ୍ଦିରରେ ୪୭ ତମ ରଥଯାତ୍ରା ଉତ୍ସବ ମହାସମାରୋହରେ ପାଳନ କରାଯାଇଛି। ଏହି ପବିତ୍ର ପର୍ବ  ଉପଲକ୍ଷେ ସମଗ୍ର ମନ୍ଦିର ପରିସରକୁ…

ରାୟପୁର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ରଥଯାତ୍ରା ଆୟୋଜନ

ରାୟପୁର :୨୭/୦୬ ଏଠାକାର ଗାୟତ୍ରୀ ନଗରସ୍ଥିତ ଛତିଶଗଡ଼ର ସର୍ବବୃହତ ଜଗନ୍ନାଥ ମନ୍ଦିରଠାରେ ରଥଯାତ୍ରା ଉତ୍ସବ ମହାସମାରୋହରେ ପାଳନ କରାଯାଇଛି। ମନ୍ଦିରରେ ବଢି ଭୋରରୁ  ବିଶେଷ ଅଭିଷେକ, ପୂଜାର୍ଚ୍ଚନା ଏବଂ ହୋମ ଯଜ୍ଞ ଆଦି କରାଯିବା ପରେ ଦିଅଁମାନଙ୍କୁ ରକ୍ତ ଚନ୍ଦନ, କେଶର,…