ଜାତୀୟ କୃମି ନାଶକ ଦିବସ ସମ୍ପର୍କରେ ବେଲଗୁଣ୍ଠାର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ତାଲିମ୍ ଶିବିର
ବେଲଗୁଣ୍ଠା: ୮/୨ (ସୁଶାନ୍ତ କୁମାର ବେହେରା )ଜାତୀୟ କୃମି ନାଶକ ଦିବସ ସମ୍ପର୍କରେ ବେଲଗୁଣ୍ଠା ବ୍ଳକ୍ ର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ତାଲିମ୍ ଶିବିର ଅନୁଷ୍ଠିତ ହୋଇଯାଇଛି I ବ୍ଳକ୍ ଗୋବରା ସ୍ଥିତ ବାସୁଦେବପୁର ବାଳିକା ଉଚ୍ଚ ବିଦ୍ୟାଳୟରେ ଗାଙ୍ଗପୁର,କ୍ଷତ୍ରିୟବରପୁର, ଏନ୍.ପି ଶାସନ,ଗୋବରା,ନେଟେଙ୍ଗା…