ବରିଷ୍ଠ ନାଗରିକ ୫୯ ଜଣଙ୍କ ତୀର୍ଥ ଯାତ୍ରା
ସୁବର୍ଣ୍ଣପୁର : (ଅଜିତ କୁମାର ପୁଜାହାରୀ)ରାଜ୍ୟ ସରକାରଙ୍କ ନାଗରିକ ତୀର୍ଥ ଯାତ୍ରା ଯୋଜନା ପରିପ୍ରେକ୍ଷୀରେ ଆଜି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସର ରୁ ଜିଲ୍ଲାର ୫୯ ଜଣ ବରିଷ୍ଠ ତୀର୍ଥ ଯାତ୍ରୀଙ୍କୁ ନେଇ ବାହାରିଥିବା ତୀର୍ଥ ଯାତ୍ରୀକୁ ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ…