୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଦେବଗଡ଼ ପ୍ରାର୍ଥୀ ବଦଳିଲେ
ଭୁବନେଶ୍ୱର: ରାଜ୍ୟରେ ବାକି ଥିବା ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନୀଳଗିରି ବିଧାନସଭା ଆସନରୁ ସୁକାନ୍ତ କୁମାର ନାୟକ ପ୍ରାର୍ଥୀ ହୋଇଥିବା ବେଳେ କୋରେଇରୁ ପ୍ରାର୍ଥୀ ହୋଇଛନ୍ତି ସନ୍ଧ୍ୟାରାଣୀ…